ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ପ୍ରବଳ ବର୍ଷା ନେଇ ଟୁଇନସିଟି ସମେତ ୧୧ଜିଲ୍ଲାକୁ ୟେଲୋ ଓ ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି

The Sakala Picture
Published On

ଭୁବନେଶ୍ବର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ରହିଛି ଓ୍ବେଲମାର୍କ ଲୋପ୍ରେସର। ଯାହା ଆସନ୍ତା ୨୪ ଘଣ୍ଟାରେ ଦୁର୍ବଳ ହୋଇ ଲଘୁଚାପର ରୂପ ନେବ। ଆଉ ଯାହାର ପ୍ରଭାବରେ ଗତକାଲିଠୁ ରାଜ୍ୟରେ ବର୍ଷା ଲାଗିରହିଛି। ତେବେ ଏହାରି ମଧ୍ୟରେ  ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।  କନ୍ଧମାଳ, ଅନୁଗୁଳ, କେନ୍ଦୁଝର ଏବଂ ପୁରୀକୁ  ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କତା ଜାରି କରାଯାଇଛି। […]

ଭୁବନେଶ୍ବର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ରହିଛି ଓ୍ବେଲମାର୍କ ଲୋପ୍ରେସର। ଯାହା ଆସନ୍ତା ୨୪ ଘଣ୍ଟାରେ ଦୁର୍ବଳ ହୋଇ ଲଘୁଚାପର ରୂପ ନେବ। ଆଉ ଯାହାର ପ୍ରଭାବରେ ଗତକାଲିଠୁ ରାଜ୍ୟରେ ବର୍ଷା ଲାଗିରହିଛି। ତେବେ ଏହାରି ମଧ୍ୟରେ  ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।  କନ୍ଧମାଳ, ଅନୁଗୁଳ, କେନ୍ଦୁଝର ଏବଂ ପୁରୀକୁ  ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କତା ଜାରି କରାଯାଇଛି। ଏହି ସବୁ ଜିଲ୍ଲାରେ ୧୧୦ ରୁ ୨୦୦ ମିମି ବର୍ଷିବା ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: କାର୍ଯ୍ୟରେ ଅବହେଳା ଅଭିଯୋଗରେ ଜଳ ସଂପଦ ବିଭାଗର ୩ ଇଂଜିନିୟର ସସ୍‌ପେଣ୍ଡ

ସେହିପରି  ପ୍ରବଳ ବର୍ଷା ନେଇ ଟୁଇନସିଟି ସହ ୧୧ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଗଞ୍ଜାମ, ଖୋର୍ଦ୍ଧା, କଟକ, ଢେଙ୍କାନାଳ, ବାଲେଶ୍ବର, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ଜଗତସିଂହପୁର ଏବଂ କେନ୍ଦ୍ରାପଡାକୁ ସତର୍କତା ଜାରି କରାଯାଇଛି। ଏହି ସବୁ ଜିଲ୍ଲାରେ ୭୦ ରୁ ୧୧୦ ମିମି ପର୍ଯ୍ୟନ୍ତ ବର୍ଷିବା ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: ସବୁ ରାତିରେ ଜଳୁଛି ବିଦ୍ୟୁତ୍‌ ଖୁଣ୍ଟ, ଘର ଭିତରେ ପଡୁଛି ନିଆଁ ଝୁଲ; ଭୟରେ କଲୋନୀ ବାସିନ୍ଦା

25 Dec 2024 By The Sakala

ପ୍ରବଳ ବର୍ଷା ନେଇ ଟୁଇନସିଟି ସମେତ ୧୧ଜିଲ୍ଲାକୁ ୟେଲୋ ଓ ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି

ଭୁବନେଶ୍ବର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ରହିଛି ଓ୍ବେଲମାର୍କ ଲୋପ୍ରେସର। ଯାହା ଆସନ୍ତା ୨୪ ଘଣ୍ଟାରେ ଦୁର୍ବଳ ହୋଇ ଲଘୁଚାପର ରୂପ ନେବ। ଆଉ ଯାହାର ପ୍ରଭାବରେ ଗତକାଲିଠୁ ରାଜ୍ୟରେ ବର୍ଷା ଲାଗିରହିଛି। ତେବେ ଏହାରି ମଧ୍ୟରେ  ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।  କନ୍ଧମାଳ, ଅନୁଗୁଳ, କେନ୍ଦୁଝର ଏବଂ ପୁରୀକୁ  ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କତା ଜାରି କରାଯାଇଛି। ଏହି ସବୁ ଜିଲ୍ଲାରେ ୧୧୦ ରୁ ୨୦୦ ମିମି ବର୍ଷିବା ସମ୍ଭାବନା ରହିଛି।

ସେହିପରି  ପ୍ରବଳ ବର୍ଷା ନେଇ ଟୁଇନସିଟି ସହ ୧୧ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଗଞ୍ଜାମ, ଖୋର୍ଦ୍ଧା, କଟକ, ଢେଙ୍କାନାଳ, ବାଲେଶ୍ବର, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ଜଗତସିଂହପୁର ଏବଂ କେନ୍ଦ୍ରାପଡାକୁ ସତର୍କତା ଜାରି କରାଯାଇଛି। ଏହି ସବୁ ଜିଲ୍ଲାରେ ୭୦ ରୁ ୧୧୦ ମିମି ପର୍ଯ୍ୟନ୍ତ ବର୍ଷିବା ସମ୍ଭାବନା ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର