ଜାନୁଆରୀ ୧୫ ପରେ ମିଳିବ ‘ସୁଭଦ୍ରା’ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା

The Sakala Picture
Published On

ଭୁବନେଶ୍ବର: ମାର୍ଚ୍ଚ ୩୦ରେ ଆବେଦନ କଲେ ବି ଏକା ଥରେ ମିଳିବ ‘ସୁଭଦ୍ରା’ର ଦୁଇଟି କିସ୍ତି। ଗାଁର ଶେଷ ଯୋଗ୍ୟ ହିତାଧିକାରୀ ଆବେଦନ କଲା ଯାଏଁ ଚାଲିବ ପଞ୍ଜୀକରଣ। ପ୍ରଥମ କିସ୍ତି ମିଳିବାର ଶେଷ ତାରିଖ ମାର୍ଚ୍ଚ ୮ ଥିଲା କିନ୍ତୁ ମାର୍ଚ୍ଚ ୩୦ ପରେ ଆବେଦନ କଲେ ବି ମିଳିବ ପ୍ରଥମ କିସ୍ତି ଟଙ୍କା।  ଏ ନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଜାନୁଆରୀ ୧୫ ପରେ ‘ସୁଭଦ୍ରା’ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ […]

ଭୁବନେଶ୍ବର: ମାର୍ଚ୍ଚ ୩୦ରେ ଆବେଦନ କଲେ ବି ଏକା ଥରେ ମିଳିବ ‘ସୁଭଦ୍ରା’ର ଦୁଇଟି କିସ୍ତି। ଗାଁର ଶେଷ ଯୋଗ୍ୟ ହିତାଧିକାରୀ ଆବେଦନ କଲା ଯାଏଁ ଚାଲିବ ପଞ୍ଜୀକରଣ। ପ୍ରଥମ କିସ୍ତି ମିଳିବାର ଶେଷ ତାରିଖ ମାର୍ଚ୍ଚ ୮ ଥିଲା କିନ୍ତୁ ମାର୍ଚ୍ଚ ୩୦ ପରେ ଆବେଦନ କଲେ ବି ମିଳିବ ପ୍ରଥମ କିସ୍ତି ଟଙ୍କା।  ଏ ନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଜାନୁଆରୀ ୧୫ ପରେ ‘ସୁଭଦ୍ରା’ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବ। ସର୍ଭେ ଅବଧି ଡିସେମ୍ବର ୩୦ ପରିବର୍ତ୍ତେ ଜାନୁଆରୀ ୧୫କୁ ବଢ଼ିଛି । ଜମି ୫ ଏକର ଅଛି ନା ନାହିଁ ତାହାର ସର୍ଭେ ଜାନୁଆରୀ ୧୫ରେ ସରିବ। ଏବେ ଅଙ୍ଗନବାଡ଼ି ଦିଦି ମାନେ ଘର ଘର ବୁଲୁଛନ୍ତି । ତେଣୁ ଜାନୁଆରୀ ୧୫ ପରେ  ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବ ବୋଲି ସେ କହିଛନ୍ତି ।

ଆହୁରି ପଢ଼ନ୍ତୁ: OTET ପ୍ରଶ୍ନପତ୍ର ଲିକ ମାମଲା: ପୂର୍ବତନ ବୋର୍ଡ ଉପସଭାପତିଙ୍କ ସମେତ ୮ ଅଭିଯୁକ୍ତଙ୍କୁ ସର୍ତ୍ତମୂଳକ ଜାମିନ୍

04 Jan 2025 By The Sakala

ଜାନୁଆରୀ ୧୫ ପରେ ମିଳିବ ‘ସୁଭଦ୍ରା’ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା

ଭୁବନେଶ୍ବର: ମାର୍ଚ୍ଚ ୩୦ରେ ଆବେଦନ କଲେ ବି ଏକା ଥରେ ମିଳିବ ‘ସୁଭଦ୍ରା’ର ଦୁଇଟି କିସ୍ତି। ଗାଁର ଶେଷ ଯୋଗ୍ୟ ହିତାଧିକାରୀ ଆବେଦନ କଲା ଯାଏଁ ଚାଲିବ ପଞ୍ଜୀକରଣ। ପ୍ରଥମ କିସ୍ତି ମିଳିବାର ଶେଷ ତାରିଖ ମାର୍ଚ୍ଚ ୮ ଥିଲା କିନ୍ତୁ ମାର୍ଚ୍ଚ ୩୦ ପରେ ଆବେଦନ କଲେ ବି ମିଳିବ ପ୍ରଥମ କିସ୍ତି ଟଙ୍କା।  ଏ ନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଜାନୁଆରୀ ୧୫ ପରେ ‘ସୁଭଦ୍ରା’ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବ। ସର୍ଭେ ଅବଧି ଡିସେମ୍ବର ୩୦ ପରିବର୍ତ୍ତେ ଜାନୁଆରୀ ୧୫କୁ ବଢ଼ିଛି । ଜମି ୫ ଏକର ଅଛି ନା ନାହିଁ ତାହାର ସର୍ଭେ ଜାନୁଆରୀ ୧୫ରେ ସରିବ। ଏବେ ଅଙ୍ଗନବାଡ଼ି ଦିଦି ମାନେ ଘର ଘର ବୁଲୁଛନ୍ତି । ତେଣୁ ଜାନୁଆରୀ ୧୫ ପରେ  ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବ ବୋଲି ସେ କହିଛନ୍ତି ।

https://www.thesakala.in/latest-odisha-news/fourth-installment-of-the-first-installment-of-subhadra-will-be-available-after-january-15th/article-37747
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର