ରଶି ଲଗାଇ ନବ ଦମ୍ପତିଙ୍କ ଆତ୍ମହତ୍ୟା

The Sakala Picture
Published On

ଯାଜପୁର: ବିଞ୍ଝାରପୁର ଥାନା ଉତ୍ତରକୂଳ ପଞ୍ଚାୟତ ସୁନ୍ଦରପୁର ଗାଁରେ ଘଟିଛି ଅଘଟଣ । ବେକରେ ରଶି ଲଗାଇ ନବ ଦମ୍ପତିଙ୍କ ଆତ୍ମହତ୍ୟା । ସୂଚନା ଅନୁଯାୟୀ ଦୀପକ କୁମାର ନାଥ, ଯାଜପୁର ଟାଉନ ଥାନା ଖଣ୍ଡରା ଗାଁର ଅନିଶା ନାଥଙ୍କୁ ଗତ ବର୍ଷ ଜୁଲାଇ ୬ରେ ବିବାହ କରିଥିଲେ । ଦୀପକ ହାଇଦ୍ରାବାଦରେ କାର୍ଯ୍ୟ କରୁଥିବା ବେଳେ କରୋନା ପାଇଁ ଭଲ ରୋଜଗାର ନଥିଲା । ଅନ୍ୟ ପଟେ ବୋହୂ ଅନିଶାଙ୍କୁ ତାଙ୍କ ଶାଶୁ ଓ ନଣଦ […]

ଯାଜପୁର: ବିଞ୍ଝାରପୁର ଥାନା ଉତ୍ତରକୂଳ ପଞ୍ଚାୟତ ସୁନ୍ଦରପୁର ଗାଁରେ ଘଟିଛି ଅଘଟଣ । ବେକରେ ରଶି ଲଗାଇ ନବ ଦମ୍ପତିଙ୍କ ଆତ୍ମହତ୍ୟା । ସୂଚନା ଅନୁଯାୟୀ ଦୀପକ କୁମାର ନାଥ, ଯାଜପୁର ଟାଉନ ଥାନା ଖଣ୍ଡରା ଗାଁର ଅନିଶା ନାଥଙ୍କୁ ଗତ ବର୍ଷ ଜୁଲାଇ ୬ରେ ବିବାହ କରିଥିଲେ । ଦୀପକ ହାଇଦ୍ରାବାଦରେ କାର୍ଯ୍ୟ କରୁଥିବା ବେଳେ କରୋନା ପାଇଁ ଭଲ ରୋଜଗାର ନଥିଲା । ଅନ୍ୟ ପଟେ ବୋହୂ ଅନିଶାଙ୍କୁ ତାଙ୍କ ଶାଶୁ ଓ ନଣଦ ନିର୍ଯ୍ୟାତନା ଦେଉଥିବା ଝିଅର ବାପ ଘର ଲୋକ ଅଭିଯୋଗ ଉଠାଇଛନ୍ତି। ଗତ ୧୧ ତାରିଖରେ ଦିପକ ଘରକୁ ଫେରିଥିବା ବେଳେ ଅନିଶା ମଧ୍ୟ ଶାଶୁଘରକୁ ଆସିଥିଲେ। ସ୍ୱାମୀ ଓ ସ୍ତ୍ରୀଙ୍କ ମଧ୍ୟରେ ଭଲ ସମ୍ପର୍କ ଥିବା କହିଛନ୍ତି ଉଭୟ ପରିବାର । ବିଞ୍ଝାରପୁର ଥାନାଧିକାରୀ ଅମରେନ୍ଦ୍ର ଦାଶ ଘଟଣା ସ୍ଥଳେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

ଆହୁରି ପଢ଼ନ୍ତୁ: ମାଆ କୋଳକୁ ଫେରିଲା ନିଖୋଜ ୪ ମାସର ଶିଶୁପୁତ୍ର, ବାପା କରିଥିଲା ଅପହରଣ ନାଟକ

15 Jul 2021 By The Sakala

ରଶି ଲଗାଇ ନବ ଦମ୍ପତିଙ୍କ ଆତ୍ମହତ୍ୟା

ଯାଜପୁର: ବିଞ୍ଝାରପୁର ଥାନା ଉତ୍ତରକୂଳ ପଞ୍ଚାୟତ ସୁନ୍ଦରପୁର ଗାଁରେ ଘଟିଛି ଅଘଟଣ । ବେକରେ ରଶି ଲଗାଇ ନବ ଦମ୍ପତିଙ୍କ ଆତ୍ମହତ୍ୟା । ସୂଚନା ଅନୁଯାୟୀ ଦୀପକ କୁମାର ନାଥ, ଯାଜପୁର ଟାଉନ ଥାନା ଖଣ୍ଡରା ଗାଁର ଅନିଶା ନାଥଙ୍କୁ ଗତ ବର୍ଷ ଜୁଲାଇ ୬ରେ ବିବାହ କରିଥିଲେ । ଦୀପକ ହାଇଦ୍ରାବାଦରେ କାର୍ଯ୍ୟ କରୁଥିବା ବେଳେ କରୋନା ପାଇଁ ଭଲ ରୋଜଗାର ନଥିଲା । ଅନ୍ୟ ପଟେ ବୋହୂ ଅନିଶାଙ୍କୁ ତାଙ୍କ ଶାଶୁ ଓ ନଣଦ ନିର୍ଯ୍ୟାତନା ଦେଉଥିବା ଝିଅର ବାପ ଘର ଲୋକ ଅଭିଯୋଗ ଉଠାଇଛନ୍ତି। ଗତ ୧୧ ତାରିଖରେ ଦିପକ ଘରକୁ ଫେରିଥିବା ବେଳେ ଅନିଶା ମଧ୍ୟ ଶାଶୁଘରକୁ ଆସିଥିଲେ। ସ୍ୱାମୀ ଓ ସ୍ତ୍ରୀଙ୍କ ମଧ୍ୟରେ ଭଲ ସମ୍ପର୍କ ଥିବା କହିଛନ୍ତି ଉଭୟ ପରିବାର । ବିଞ୍ଝାରପୁର ଥାନାଧିକାରୀ ଅମରେନ୍ଦ୍ର ଦାଶ ଘଟଣା ସ୍ଥଳେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର