କୁମ୍ଭୀର ଗଣନା ପାଇଁ ଆଜିଠାରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା

The Sakala Picture
Published On

ରାଜନଗର: ଆଜିଠାରୁ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ। ଆଜିଠୁ ୨୨ ତାରିଖ ପର୍ଯ୍ୟନ୍ତ ଅର୍ଥାତ ୯ ଦିନ ଧରି ବନ୍ଦ ରହିବ ଭିତରକନିକା। କୁମ୍ଭୀର ଗଣନା ପାଇଁ ବନ୍ଦ ରହିବ ଭିତରକନିକା। ରାଜନଗର ବନଖଣ୍ଡର ୪ଟି ରେଞ୍ଜରେ କୁମ୍ଭୀର ଗଣନା କରାଯିବ। ପର୍ଯ୍ୟଟକମାନଙ୍କୁ ଏହି ସମୟରେ ଭିତରକନିକାକୁ ବାରଣ କରାଯାଇଛି । ପ୍ରତି ବର୍ଷ ପରି ଚଳିତ ବର୍ଷ ପ୍ରଥମେ ବୋଟ ଚଳାଚଳ ବନ୍ଦ ରହିବା ପରେ ନଦୀର ଜଳ ସ୍ଥିର ରହିବା ପରେ କୁମ୍ଭୀର ଗଣନା […]

ରାଜନଗର: ଆଜିଠାରୁ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ। ଆଜିଠୁ ୨୨ ତାରିଖ ପର୍ଯ୍ୟନ୍ତ ଅର୍ଥାତ ୯ ଦିନ ଧରି ବନ୍ଦ ରହିବ ଭିତରକନିକା। କୁମ୍ଭୀର ଗଣନା ପାଇଁ ବନ୍ଦ ରହିବ ଭିତରକନିକା। ରାଜନଗର ବନଖଣ୍ଡର ୪ଟି ରେଞ୍ଜରେ କୁମ୍ଭୀର ଗଣନା କରାଯିବ। ପର୍ଯ୍ୟଟକମାନଙ୍କୁ ଏହି ସମୟରେ ଭିତରକନିକାକୁ ବାରଣ କରାଯାଇଛି ।

ଆହୁରି ପଢ଼ନ୍ତୁ: ବିଜେଡିର କ୍ଷୋଭ: ଓଡ଼ିଶାର ସ୍ୱାର୍ଥ ବିରୋଧରେ ଭୋଟ ଦେଲେ ବିଜେପିର ୨୦ ସାଂସଦ

ପ୍ରତି ବର୍ଷ ପରି ଚଳିତ ବର୍ଷ ପ୍ରଥମେ ବୋଟ ଚଳାଚଳ ବନ୍ଦ ରହିବା ପରେ ନଦୀର ଜଳ ସ୍ଥିର ରହିବା ପରେ କୁମ୍ଭୀର ଗଣନା ଅନୁଷ୍ଠିତ ହେବ । ଏହି ସମୟରେ ପର୍ଯ୍ୟଟକ ଭିତରକନିକା ବୁଲି ଆସିଲେ ଗଣନାରେ ସମସ୍ୟା ସୃଷ୍ଟି ହେବାର ସମ୍ଭାବନା ରହିଛି । ତେଣୁ ପର୍ଯ୍ୟଟକ ଆସିବା ଉପରେ କଟକଣା ଲଗାଯାଇଛି । ତେବେ ଭିତରକନିକାରେ ଥିବା ନଦୀ ଓ ନାଳଗୁଡ଼ିକରେ କୁମ୍ଭୀର ଗଣନା କରାଯିବ । ସକାଳ ଓ ସନ୍ଧ୍ୟା ସମୟରେ ହୁଲି ଡ଼ଙ୍ଗା ସାହାଯ୍ୟରେ କୁମ୍ଭୀର ଗଣନା କରାଯିବ।

ଆହୁରି ପଢ଼ନ୍ତୁ: ମହିଳା ସଂରକ୍ଷଣ ବିଲ୍‌ ପ୍ରସଙ୍ଗରେ ବିଜେପି ଦେଶବାସୀଙ୍କୁ ଭ୍ରମିତ କରୁଛି: ବିଜେଡି

14 Jan 2025 By The Sakala

କୁମ୍ଭୀର ଗଣନା ପାଇଁ ଆଜିଠାରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା

ରାଜନଗର: ଆଜିଠାରୁ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ। ଆଜିଠୁ ୨୨ ତାରିଖ ପର୍ଯ୍ୟନ୍ତ ଅର୍ଥାତ ୯ ଦିନ ଧରି ବନ୍ଦ ରହିବ ଭିତରକନିକା। କୁମ୍ଭୀର ଗଣନା ପାଇଁ ବନ୍ଦ ରହିବ ଭିତରକନିକା। ରାଜନଗର ବନଖଣ୍ଡର ୪ଟି ରେଞ୍ଜରେ କୁମ୍ଭୀର ଗଣନା କରାଯିବ। ପର୍ଯ୍ୟଟକମାନଙ୍କୁ ଏହି ସମୟରେ ଭିତରକନିକାକୁ ବାରଣ କରାଯାଇଛି ।

ପ୍ରତି ବର୍ଷ ପରି ଚଳିତ ବର୍ଷ ପ୍ରଥମେ ବୋଟ ଚଳାଚଳ ବନ୍ଦ ରହିବା ପରେ ନଦୀର ଜଳ ସ୍ଥିର ରହିବା ପରେ କୁମ୍ଭୀର ଗଣନା ଅନୁଷ୍ଠିତ ହେବ । ଏହି ସମୟରେ ପର୍ଯ୍ୟଟକ ଭିତରକନିକା ବୁଲି ଆସିଲେ ଗଣନାରେ ସମସ୍ୟା ସୃଷ୍ଟି ହେବାର ସମ୍ଭାବନା ରହିଛି । ତେଣୁ ପର୍ଯ୍ୟଟକ ଆସିବା ଉପରେ କଟକଣା ଲଗାଯାଇଛି । ତେବେ ଭିତରକନିକାରେ ଥିବା ନଦୀ ଓ ନାଳଗୁଡ଼ିକରେ କୁମ୍ଭୀର ଗଣନା କରାଯିବ । ସକାଳ ଓ ସନ୍ଧ୍ୟା ସମୟରେ ହୁଲି ଡ଼ଙ୍ଗା ସାହାଯ୍ୟରେ କୁମ୍ଭୀର ଗଣନା କରାଯିବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର