ଆଜିଠୁ ଭିତରକନିକାରେ କୁମ୍ଭୀର ଗଣନା ଆରମ୍ଭ, ନିୟୋଜିତ ହୋଇଛନ୍ତି ୨୨ଟି ଟିମ୍

The Sakala Picture
Published On

ରାଜନଗର: ଆଜିଠୁ ଭିତରକନିକାରେ କୁମ୍ଭୀର ଗଣନା ଆରମ୍ଭ ହୋଇଛି । ୨୨ଟି ଟିମ ଦ୍ବାରା ଚାଲିଛି ବଉଳା ଏହି କୁମ୍ଭୀର ଗଣନା । ପ୍ରତ୍ୟେକ ଟିମ୍‌ରେ ୬ରୁ ୭ ଜଣ ବନ କର୍ମଚାରୀ ନିୟୋଜିତ ହୋଇଛନ୍ତି । ୩ ଦିନ ଧରି ଏହି ଗଣନା କାର୍ଯ୍ୟ ଚାଲିବ ବୋଲି ଜଣାପଡିଛି । ଜାନୁଆରୀ ୧୯,୨୦ ଓ ୨୧ ତାରିଖ ପର୍ଯ୍ୟନ୍ତ କୁମ୍ଭୀର ଗଣନା ହେବ । କୁମ୍ଭୀର ବିଶାରଦ ଡଃ ସୁଧାକର କରଙ୍କ ନେତୃତ୍ବରେ ରାଜନଗର ବନଖଣ୍ଡର […]

ରାଜନଗର: ଆଜିଠୁ ଭିତରକନିକାରେ କୁମ୍ଭୀର ଗଣନା ଆରମ୍ଭ ହୋଇଛି । ୨୨ଟି ଟିମ ଦ୍ବାରା ଚାଲିଛି ବଉଳା ଏହି କୁମ୍ଭୀର ଗଣନା । ପ୍ରତ୍ୟେକ ଟିମ୍‌ରେ ୬ରୁ ୭ ଜଣ ବନ କର୍ମଚାରୀ ନିୟୋଜିତ ହୋଇଛନ୍ତି । ୩ ଦିନ ଧରି ଏହି ଗଣନା କାର୍ଯ୍ୟ ଚାଲିବ ବୋଲି ଜଣାପଡିଛି । ଜାନୁଆରୀ ୧୯,୨୦ ଓ ୨୧ ତାରିଖ ପର୍ଯ୍ୟନ୍ତ କୁମ୍ଭୀର ଗଣନା ହେବ । କୁମ୍ଭୀର ବିଶାରଦ ଡଃ ସୁଧାକର କରଙ୍କ ନେତୃତ୍ବରେ ରାଜନଗର ବନଖଣ୍ଡର କନିକା, ରାଜନଗର, ମହାକାଳପଡ଼ା ଓ ଗହୀରମଥା ୪ଟି ରେଞ୍ଜରେ ଚାଲିଛି କୁମ୍ଭୀର ଗଣନା । କୁମ୍ଭୀର ଗଣନା କାର୍ଯ୍ୟ ପାଇଁ ଭିତରକନିକାକୁ ପର୍ଯ୍ୟଟକଙ୍କୁ ବାରଣ କରାଯାଇଛି ।

ଆହୁରି ପଢ଼ନ୍ତୁ: ସର୍ବଦଳୀୟ ବୈଠକରେ ବିଜେଡିର ଆଭିମୁଖ୍ୟ ସ୍ପଷ୍ଟ: ସଂସଦରେ ଉଠିବ ରାଜ୍ୟ ସରକାରଙ୍କ ବିଫଳତା ପ୍ରସଙ୍ଗ

କୁମ୍ଭୀର ବିଶାରଦ ଡଃ ସୁଧାକର ଆହୁରି ମଧ୍ୟ କହିଛନ୍ତି,” ଭିତରକନିକାକୁ ସଲଗ୍ନ ଥିବା ନଦୀ, ନାଳଗୁଡ଼ିକରେ ବଉଳା କୁମ୍ଭୀରମାନଙ୍କର ଗଣନା କରାଯିବ । କୁମ୍ଭୀର ବିଶାରଦ ଡ଼ା ସୁଧାକର କରଙ୍କ ନେତୃତ୍ୱରେ ବନ କର୍ମଚାରୀମାନେ କୁମ୍ଭୀର ଗଣନା କରିବେ । ସକାଳ ଏବଂ ସଂନ୍ଧ୍ୟା ସମୟରେ ହୁଲି ଡ଼ଙ୍ଗା ସାହାଯ୍ୟରେ କୁମ୍ଭୀର ଗଣନା କରାଯାଇଥାଏ । ଗତବର୍ଷ ଭିତରକନିକାରେ ୧୮୧୧ଟି କୁମ୍ଭୀର ଗଣନା କରାଯାଇଥିବା ବେଳେ ଚଳିତ ବର୍ଷ ମଧ୍ୟ କୁମ୍ଭୀର ସଂଖ୍ୟା ବୃଦ୍ଧି ପାଇବ ବୋଲି ଆଶା ରଖିଛୁ ।

ଆହୁରି ପଢ଼ନ୍ତୁ: ପ୍ରଶାସନିକ ବିଫଳତା ଓ ସାର କଳାବଜାରୀ ଯୋଗୁଁ
ଚାଷୀ ହନ୍ତସନ୍ତ: ବିଜେଡି

19 Jan 2025 By The Sakala

ଆଜିଠୁ ଭିତରକନିକାରେ କୁମ୍ଭୀର ଗଣନା ଆରମ୍ଭ, ନିୟୋଜିତ ହୋଇଛନ୍ତି ୨୨ଟି ଟିମ୍

ରାଜନଗର: ଆଜିଠୁ ଭିତରକନିକାରେ କୁମ୍ଭୀର ଗଣନା ଆରମ୍ଭ ହୋଇଛି । ୨୨ଟି ଟିମ ଦ୍ବାରା ଚାଲିଛି ବଉଳା ଏହି କୁମ୍ଭୀର ଗଣନା । ପ୍ରତ୍ୟେକ ଟିମ୍‌ରେ ୬ରୁ ୭ ଜଣ ବନ କର୍ମଚାରୀ ନିୟୋଜିତ ହୋଇଛନ୍ତି । ୩ ଦିନ ଧରି ଏହି ଗଣନା କାର୍ଯ୍ୟ ଚାଲିବ ବୋଲି ଜଣାପଡିଛି । ଜାନୁଆରୀ ୧୯,୨୦ ଓ ୨୧ ତାରିଖ ପର୍ଯ୍ୟନ୍ତ କୁମ୍ଭୀର ଗଣନା ହେବ । କୁମ୍ଭୀର ବିଶାରଦ ଡଃ ସୁଧାକର କରଙ୍କ ନେତୃତ୍ବରେ ରାଜନଗର ବନଖଣ୍ଡର କନିକା, ରାଜନଗର, ମହାକାଳପଡ଼ା ଓ ଗହୀରମଥା ୪ଟି ରେଞ୍ଜରେ ଚାଲିଛି କୁମ୍ଭୀର ଗଣନା । କୁମ୍ଭୀର ଗଣନା କାର୍ଯ୍ୟ ପାଇଁ ଭିତରକନିକାକୁ ପର୍ଯ୍ୟଟକଙ୍କୁ ବାରଣ କରାଯାଇଛି ।

କୁମ୍ଭୀର ବିଶାରଦ ଡଃ ସୁଧାକର ଆହୁରି ମଧ୍ୟ କହିଛନ୍ତି,” ଭିତରକନିକାକୁ ସଲଗ୍ନ ଥିବା ନଦୀ, ନାଳଗୁଡ଼ିକରେ ବଉଳା କୁମ୍ଭୀରମାନଙ୍କର ଗଣନା କରାଯିବ । କୁମ୍ଭୀର ବିଶାରଦ ଡ଼ା ସୁଧାକର କରଙ୍କ ନେତୃତ୍ୱରେ ବନ କର୍ମଚାରୀମାନେ କୁମ୍ଭୀର ଗଣନା କରିବେ । ସକାଳ ଏବଂ ସଂନ୍ଧ୍ୟା ସମୟରେ ହୁଲି ଡ଼ଙ୍ଗା ସାହାଯ୍ୟରେ କୁମ୍ଭୀର ଗଣନା କରାଯାଇଥାଏ । ଗତବର୍ଷ ଭିତରକନିକାରେ ୧୮୧୧ଟି କୁମ୍ଭୀର ଗଣନା କରାଯାଇଥିବା ବେଳେ ଚଳିତ ବର୍ଷ ମଧ୍ୟ କୁମ୍ଭୀର ସଂଖ୍ୟା ବୃଦ୍ଧି ପାଇବ ବୋଲି ଆଶା ରଖିଛୁ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର