ସୁରକ୍ଷାକର୍ମୀଙ୍କୁ ପୁଣି ସଫଳତା, ଟଳିଲେ ୧୪ ମାଓବାଦୀ…

The Sakala Picture
Published On

ଭୁବନେଶ୍ବର: ସୁରକ୍ଷାକର୍ମୀଙ୍କୁ ପୁଣି ସଫଳତା। ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୧୪ ମାଓବାଦୀ। । ନୂଆପଡ଼ା ସୀମାନ୍ତ ଛତିଶଗଡ଼ ଗରିଆବନ୍ଧର ଏନ୍‌କାଉଣ୍ଟରରେ ସୁରକ୍ଷାକର୍ମୀ ଏବଂ ପୁଲିସକୁ ମିଳିଛି ଏହି ସଫଳତା।ମୃତକଙ୍କ ମଧ୍ୟରେ ୨ ମହିଳା ମାଓ କ୍ୟାଡର ଥିବା ସୂଚନା ରହିଛି। ଓଡିଶା, ଛତିଶଗଡ ପୋଲିସ ଏବଂ ସିଆରପିଏଫ ଯବାନଙ୍କ ମିଳିତ ଅପରେସନରେ ମିଳିଛି ବଡ଼ ସଫଳତା। ଘଟଣାସ୍ଥଳରୁ ଗୋଟିଏ SLR ବନ୍ଧୁକ ଜବତ ହୋଇଛି। ଗରିଆବନ୍ଧରେ ଚାଲିଛି ଜୋରଦାର ସର୍ଚ୍ଚ ଅପରେସନ। ଗତ ୧୯ ତାରିଖ ରାତିରୁ […]

ଭୁବନେଶ୍ବର: ସୁରକ୍ଷାକର୍ମୀଙ୍କୁ ପୁଣି ସଫଳତା। ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୧୪ ମାଓବାଦୀ। । ନୂଆପଡ଼ା ସୀମାନ୍ତ ଛତିଶଗଡ଼ ଗରିଆବନ୍ଧର ଏନ୍‌କାଉଣ୍ଟରରେ ସୁରକ୍ଷାକର୍ମୀ ଏବଂ ପୁଲିସକୁ ମିଳିଛି ଏହି ସଫଳତା।ମୃତକଙ୍କ ମଧ୍ୟରେ ୨ ମହିଳା ମାଓ କ୍ୟାଡର ଥିବା ସୂଚନା ରହିଛି। ଓଡିଶା, ଛତିଶଗଡ ପୋଲିସ ଏବଂ ସିଆରପିଏଫ ଯବାନଙ୍କ ମିଳିତ ଅପରେସନରେ ମିଳିଛି ବଡ଼ ସଫଳତା। ଘଟଣାସ୍ଥଳରୁ ଗୋଟିଏ SLR ବନ୍ଧୁକ ଜବତ ହୋଇଛି। ଗରିଆବନ୍ଧରେ ଚାଲିଛି ଜୋରଦାର ସର୍ଚ୍ଚ ଅପରେସନ। ଗତ ୧୯ ତାରିଖ ରାତିରୁ ଓଡିଶାର ନୂଆପଡ଼ା ଜିଲ୍ଲା ସୀମାଠାରୁ ମାତ୍ର ୫  କିଲୋମିଟର ଦୂର ଛତିଶଗଡ଼ର କୁଲାରୀଘାଟ ସଂରକ୍ଷିତ ଜଙ୍ଗଲରେ ବହୁ ସଂଖ୍ୟାରେ ମାଓବାଦୀ ଲୁଚି ରହିଥିବା ଗୁଇନ୍ଦା ସୂଚନା ମିଳିଥିଲା।  ଉଭୟ ରାଜ୍ୟର ସୁରକ୍ଷା ବାହିନୀଙ୍କ ସହ କେନ୍ଦ୍ରୀୟ ସୁରକ୍ଷା ବାହିନୀ ମିଶି କମ୍ବିଂ ଅପରେସନ୍ ଜାରି ରଖିଛନ୍ତି।

ଆହୁରି ପଢ଼ନ୍ତୁ: ଚମକିବ କାଳିଆର ଶ୍ରୀମୁଖ: ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି, ଜାଣନ୍ତୁ କେତେବେଳେ ବନ୍ଦ ରହିବ ଦର୍ଶନ

21 Jan 2025 By The Sakala

ସୁରକ୍ଷାକର୍ମୀଙ୍କୁ ପୁଣି ସଫଳତା, ଟଳିଲେ ୧୪ ମାଓବାଦୀ…

ଭୁବନେଶ୍ବର: ସୁରକ୍ଷାକର୍ମୀଙ୍କୁ ପୁଣି ସଫଳତା। ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୧୪ ମାଓବାଦୀ। । ନୂଆପଡ଼ା ସୀମାନ୍ତ ଛତିଶଗଡ଼ ଗରିଆବନ୍ଧର ଏନ୍‌କାଉଣ୍ଟରରେ ସୁରକ୍ଷାକର୍ମୀ ଏବଂ ପୁଲିସକୁ ମିଳିଛି ଏହି ସଫଳତା।ମୃତକଙ୍କ ମଧ୍ୟରେ ୨ ମହିଳା ମାଓ କ୍ୟାଡର ଥିବା ସୂଚନା ରହିଛି। ଓଡିଶା, ଛତିଶଗଡ ପୋଲିସ ଏବଂ ସିଆରପିଏଫ ଯବାନଙ୍କ ମିଳିତ ଅପରେସନରେ ମିଳିଛି ବଡ଼ ସଫଳତା। ଘଟଣାସ୍ଥଳରୁ ଗୋଟିଏ SLR ବନ୍ଧୁକ ଜବତ ହୋଇଛି। ଗରିଆବନ୍ଧରେ ଚାଲିଛି ଜୋରଦାର ସର୍ଚ୍ଚ ଅପରେସନ। ଗତ ୧୯ ତାରିଖ ରାତିରୁ ଓଡିଶାର ନୂଆପଡ଼ା ଜିଲ୍ଲା ସୀମାଠାରୁ ମାତ୍ର ୫  କିଲୋମିଟର ଦୂର ଛତିଶଗଡ଼ର କୁଲାରୀଘାଟ ସଂରକ୍ଷିତ ଜଙ୍ଗଲରେ ବହୁ ସଂଖ୍ୟାରେ ମାଓବାଦୀ ଲୁଚି ରହିଥିବା ଗୁଇନ୍ଦା ସୂଚନା ମିଳିଥିଲା।  ଉଭୟ ରାଜ୍ୟର ସୁରକ୍ଷା ବାହିନୀଙ୍କ ସହ କେନ୍ଦ୍ରୀୟ ସୁରକ୍ଷା ବାହିନୀ ମିଶି କମ୍ବିଂ ଅପରେସନ୍ ଜାରି ରଖିଛନ୍ତି।

https://www.thesakala.in/latest-odisha-news/10-maoists-killed-in-security-forces-gunfight/article-38122
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର