ବାରବାଟୀ ଦିନିକିଆ: ୨ରେ ଅନଲାଇନ୍‌, ୫ ଓ ୬ରେ କାଉଣ୍ଟରରେ ବିକ୍ରି ହେବ ଟିକେଟ୍‌

The Sakala Picture
Published On

ଭୁବନେଶ୍ବର: ଐତିହାସିକ ବାରବାଟୀ କ୍ରିକେଟ ଷ୍ଟାଡିୟମ୍‌ରେ ଆୟୋଜିତ ହେବାକୁ ଯାଉଥିବା ବହୁ ପ୍ରତୀକ୍ଷିତ ଭାରତ-ଇଂଲଣ୍ଡ ଦିନିକିଆ ଦିବାରାତ୍ର କ୍ରିକେଟ୍ ମ୍ୟାଚ୍‌ର ଟିକେଟ୍‌ ବିକ୍ରି ନେଇ ତାରିଖ ଘୋଷଣା ହୋଇଯାଇଛି। ବାରବାଟୀ ଦିନିକିଆ ପାଇଁ ପ୍ରଥମ ଟିକେଟ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ପ୍ରଦାନ କରାଯାଇଛି। ଓଡ଼ିଶା କ୍ରିକେଟ୍ ସଂଘ (ଓସିଏ) ପକ୍ଷରୁ ସଂପାଦକ ସଞ୍ଜୟ ବେହେରା ମହାପ୍ରଭୁଙ୍କ କରକମଳରେ ମ୍ୟାଚ୍ ଟିକେଟ ଚଢ଼ାଇ ଏହାର ସଫଳ ଆୟୋଜନ ଲାଗି ଆଶୀର୍ବାଦ ଭିକ୍ଷା କରିଛନ୍ତି। ଫେବ୍ରୁଆରୀ ୯ରେ କଟକ ବାରବାଟୀ […]

ଭୁବନେଶ୍ବର: ଐତିହାସିକ ବାରବାଟୀ କ୍ରିକେଟ ଷ୍ଟାଡିୟମ୍‌ରେ ଆୟୋଜିତ ହେବାକୁ ଯାଉଥିବା ବହୁ ପ୍ରତୀକ୍ଷିତ ଭାରତ-ଇଂଲଣ୍ଡ ଦିନିକିଆ ଦିବାରାତ୍ର କ୍ରିକେଟ୍ ମ୍ୟାଚ୍‌ର ଟିକେଟ୍‌ ବିକ୍ରି ନେଇ ତାରିଖ ଘୋଷଣା ହୋଇଯାଇଛି। ବାରବାଟୀ ଦିନିକିଆ ପାଇଁ ପ୍ରଥମ ଟିକେଟ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ପ୍ରଦାନ କରାଯାଇଛି। ଓଡ଼ିଶା କ୍ରିକେଟ୍ ସଂଘ (ଓସିଏ) ପକ୍ଷରୁ ସଂପାଦକ ସଞ୍ଜୟ ବେହେରା ମହାପ୍ରଭୁଙ୍କ କରକମଳରେ ମ୍ୟାଚ୍ ଟିକେଟ ଚଢ଼ାଇ ଏହାର ସଫଳ ଆୟୋଜନ ଲାଗି ଆଶୀର୍ବାଦ ଭିକ୍ଷା କରିଛନ୍ତି। ଫେବ୍ରୁଆରୀ ୯ରେ କଟକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ ଦିନିକିଆ।

ଆହୁରି ପଢ଼ନ୍ତୁ:  INS ଚିଲିକାରେ ଆଉ ଜଣେ ଅଗ୍ନିବୀରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପୋଲିସର ତଦନ୍ତ ଜାରି

ଏପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦର୍ଶକଙ୍କ ଟିକେଟ୍‌ କିଣି ସାରିଥିବା ବେଳେ ଅନ୍ୟ ଦର୍ଶକମାନଙ୍କ ପାଇଁ ଓଡ଼ିଶା କ୍ରିକେଟ୍ ସଂଘ (ଓସିଏ) ପକ୍ଷରୁ ଟିକେଟ୍‌ କିଣିବାର ବ୍ୟବସ୍ଥା ଦର୍ଶକମାନଙ୍କ ପାଇଁ ଆସନ୍ତା ଫେବ୍ରୁଆରୀ ୨ ତାରିଖରେ ଅନ୍‌ଲାଇନ୍‌ରେ ଉପଲବ୍ଧ ହେବ। ସେହିପରି କ୍ରିକେଟ୍‌ପ୍ରେମୀମାନେ ଆସନ୍ତା ୫-୬ରେ କାଉଣ୍ଟର ଟିକେଟ୍‌ କିଣିପାରିବେ। କ୍ରୀଡ଼ା ଓ ଯୁବ ସେବା ବ୍ୟାପାର ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ଏହା ପୂର୍ବରୁ ୨ ତାରିଖ ଦିନ ଅନ୍‌ଲାଇନ୍‌ରେ ୪ ହଜାର ଟିକେଟ୍‌ ବିକ୍ରି କରାଯିବ। ଚଳିତ ଥର ଷ୍ଟାଡିୟମ୍‌ରେ ଫ୍ୟାନ୍‌ ପାର୍କର ବ୍ୟବସ୍ଥା କରାଯିବ।

ଆହୁରି ପଢ଼ନ୍ତୁ: ମହଙ୍ଗା ପଡିଲା ମାମଲା ରଫାଦଫା ପାଇଁ ଫେଭର ମାଗିବା; ବଦଳିଲେ ଖଣ୍ଡପଡାର ବିବାଦୀୟ SDPO

24 Jan 2025 By The Sakala

ବାରବାଟୀ ଦିନିକିଆ: ୨ରେ ଅନଲାଇନ୍‌, ୫ ଓ ୬ରେ କାଉଣ୍ଟରରେ ବିକ୍ରି ହେବ ଟିକେଟ୍‌

ଭୁବନେଶ୍ବର: ଐତିହାସିକ ବାରବାଟୀ କ୍ରିକେଟ ଷ୍ଟାଡିୟମ୍‌ରେ ଆୟୋଜିତ ହେବାକୁ ଯାଉଥିବା ବହୁ ପ୍ରତୀକ୍ଷିତ ଭାରତ-ଇଂଲଣ୍ଡ ଦିନିକିଆ ଦିବାରାତ୍ର କ୍ରିକେଟ୍ ମ୍ୟାଚ୍‌ର ଟିକେଟ୍‌ ବିକ୍ରି ନେଇ ତାରିଖ ଘୋଷଣା ହୋଇଯାଇଛି। ବାରବାଟୀ ଦିନିକିଆ ପାଇଁ ପ୍ରଥମ ଟିକେଟ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ପ୍ରଦାନ କରାଯାଇଛି। ଓଡ଼ିଶା କ୍ରିକେଟ୍ ସଂଘ (ଓସିଏ) ପକ୍ଷରୁ ସଂପାଦକ ସଞ୍ଜୟ ବେହେରା ମହାପ୍ରଭୁଙ୍କ କରକମଳରେ ମ୍ୟାଚ୍ ଟିକେଟ ଚଢ଼ାଇ ଏହାର ସଫଳ ଆୟୋଜନ ଲାଗି ଆଶୀର୍ବାଦ ଭିକ୍ଷା କରିଛନ୍ତି। ଫେବ୍ରୁଆରୀ ୯ରେ କଟକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ ଦିନିକିଆ।

ଏପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦର୍ଶକଙ୍କ ଟିକେଟ୍‌ କିଣି ସାରିଥିବା ବେଳେ ଅନ୍ୟ ଦର୍ଶକମାନଙ୍କ ପାଇଁ ଓଡ଼ିଶା କ୍ରିକେଟ୍ ସଂଘ (ଓସିଏ) ପକ୍ଷରୁ ଟିକେଟ୍‌ କିଣିବାର ବ୍ୟବସ୍ଥା ଦର୍ଶକମାନଙ୍କ ପାଇଁ ଆସନ୍ତା ଫେବ୍ରୁଆରୀ ୨ ତାରିଖରେ ଅନ୍‌ଲାଇନ୍‌ରେ ଉପଲବ୍ଧ ହେବ। ସେହିପରି କ୍ରିକେଟ୍‌ପ୍ରେମୀମାନେ ଆସନ୍ତା ୫-୬ରେ କାଉଣ୍ଟର ଟିକେଟ୍‌ କିଣିପାରିବେ। କ୍ରୀଡ଼ା ଓ ଯୁବ ସେବା ବ୍ୟାପାର ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ଏହା ପୂର୍ବରୁ ୨ ତାରିଖ ଦିନ ଅନ୍‌ଲାଇନ୍‌ରେ ୪ ହଜାର ଟିକେଟ୍‌ ବିକ୍ରି କରାଯିବ। ଚଳିତ ଥର ଷ୍ଟାଡିୟମ୍‌ରେ ଫ୍ୟାନ୍‌ ପାର୍କର ବ୍ୟବସ୍ଥା କରାଯିବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର