ପୋଲିସ ଇନଫର୍ମର ସନ୍ଦେହରେ ଘରେ ପଶି ଯୁବକଙ୍କୁ କୁରାଢିରେ ହାଣି ହତ୍ୟା କଲେ ମାଓବାଦୀ

The Sakala Picture
Published On

ମାଲକାନଗିରି: ମାଓବାଦୀଙ୍କ ବର୍ବରକାଣ୍ଡ । ଘରେ ପଶି ଯୁବକଙ୍କୁ ହାଣି ହତ୍ୟା କଲେ ମାଓବାଦୀ । ଛତିଶଗଡ଼ ବିଜାପୁର କେଶମୁଣ୍ଡି ଗାଁରେ ଏପରି ବର୍ବରକାଣ୍ଡ ଘଟାଇଛନ୍ତି ମାଓବାଦୀ । ପୋଲିସ ଇନଫର୍ମର ସନ୍ଦେହରେ ଯୁବକଙ୍କୁ କୁରାଢିରେ ହାଣି ହତ୍ୟା କରିଛନ୍ତି ମାଓବାଦୀ। ମୃତକ କେଶମୁଣ୍ଡି ହେଲେ ଗାଁର ୪୧ ବର୍ଷୀୟ ଯୁବକ ଭାଦୁ ସୋଧି । ତେବେ ସତରେ ମୃତ ଯୁବକ ପୁଲିସକୁ ଖବର ଦେଉଥିଲେ କି ନାହିଁ ତାର କୌଣସି ସୂଚନା ମିଳି ନାହିଁ । […]

ମାଲକାନଗିରି: ମାଓବାଦୀଙ୍କ ବର୍ବରକାଣ୍ଡ । ଘରେ ପଶି ଯୁବକଙ୍କୁ ହାଣି ହତ୍ୟା କଲେ ମାଓବାଦୀ । ଛତିଶଗଡ଼ ବିଜାପୁର କେଶମୁଣ୍ଡି ଗାଁରେ ଏପରି ବର୍ବରକାଣ୍ଡ ଘଟାଇଛନ୍ତି ମାଓବାଦୀ । ପୋଲିସ ଇନଫର୍ମର ସନ୍ଦେହରେ ଯୁବକଙ୍କୁ କୁରାଢିରେ ହାଣି ହତ୍ୟା କରିଛନ୍ତି ମାଓବାଦୀ। ମୃତକ କେଶମୁଣ୍ଡି ହେଲେ ଗାଁର ୪୧ ବର୍ଷୀୟ ଯୁବକ ଭାଦୁ ସୋଧି । ତେବେ ସତରେ ମୃତ ଯୁବକ ପୁଲିସକୁ ଖବର ଦେଉଥିଲେ କି ନାହିଁ ତାର କୌଣସି ସୂଚନା ମିଳି ନାହିଁ ।

ଆହୁରି ପଢ଼ନ୍ତୁ: ଯାଜପୁରରେ ଅଘଟଣ: ଖରସ୍ରୋତା ନଦୀରେ ବୃଦ୍ଧଙ୍କୁ ଟାଣିନେଲା କୁମ୍ଭୀର, ଖୋଜାଖୋଜି ଜାରି

ଘଟଣା ସ୍ଥଳରେ ମାଓ ପୋଷ୍ଟର ଥିବା ଦେଖିବାକୁ ମିଳିଛି। ଯିଏ ପୋଲିସକୁ ମାଓବାଦୀ ସମ୍ପର୍କରେ ସୂଚନା ଦେବ, ତାର ଏଭଳି ପରିଣାମ ହେବ ବୋଲିପୋଷ୍ଟରରେ ଉଲ୍ଲେଖ ରଖାଯାଇଛି। ପୋଲିସ ସହ ମିଶି ମାଓ ବିରୋଧୀ କାର୍ଯ୍ୟକଳାପ କରୁଥିବାରୁ ତାକୁ ପ୍ରଜା କୋର୍ଟରେ ମୃତ୍ୟୁଦଣ୍ଡ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ବିଗତ ଛାତ୍ର ସଂସଦ ନିର୍ବାଚନରେ ବିଜେପି ସରକାର ନିମ୍ନତାର ସବୁ ସୀମା ଟପିଗଲା: ସୁଜାତା ରାଉତ କାର୍ତ୍ତିକେୟନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର