ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଜାନୁଆରୀ ଶେଷ ଯାଏଁ ଜାରି ରହିବ ଘନ କୁହୁଡି; ଆସନ୍ତା ୨୪ ଘଣ୍ଟା ଯାଏଁ ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ

The Sakala Picture
Published On

ଭୁବନେଶ୍ୱର: ଜାନୁଆରୀ ଶେଷ ଯାଏଁ ପିଛା ଛାଡିବନି ଘନ କୁହୁଡି । ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାକୁ ଘନ କୁହୁଡି ହେବା ନେଇ ସତର୍କତା ଜାରି କରାଯାଇଛି । ତେବେ ଆସନ୍ତା ୨୪ ଘଣ୍ଟା ଯାଏଁ ଘନ କୁହୁଡି ନେଇ ରାଜ୍ୟର ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ ହୋଇଛି । କେନ୍ଦୁଝର, ଭଦ୍ରକ, ଯାଜପୁର, କଟକ, ଅନୁଗୁଳ, ଢେଙ୍କାନାଳ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ ଏବଂ ଗଜପତିକୁ ଏହି ସତର୍କତା ଜାରି କରାଯାଇଛି । ସେହିପରି ୨୯ରେ […]

ଭୁବନେଶ୍ୱର: ଜାନୁଆରୀ ଶେଷ ଯାଏଁ ପିଛା ଛାଡିବନି ଘନ କୁହୁଡି । ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାକୁ ଘନ କୁହୁଡି ହେବା ନେଇ ସତର୍କତା ଜାରି କରାଯାଇଛି । ତେବେ ଆସନ୍ତା ୨୪ ଘଣ୍ଟା ଯାଏଁ ଘନ କୁହୁଡି ନେଇ ରାଜ୍ୟର ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ ହୋଇଛି । କେନ୍ଦୁଝର, ଭଦ୍ରକ, ଯାଜପୁର, କଟକ, ଅନୁଗୁଳ, ଢେଙ୍କାନାଳ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ ଏବଂ ଗଜପତିକୁ ଏହି ସତର୍କତା ଜାରି କରାଯାଇଛି ।

ଆହୁରି ପଢ଼ନ୍ତୁ: ମାଲକାନଗିରି କେରିମେଟି ଜଙ୍ଗଲରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଓ ବିସ୍ଫୋରକ ଜବତ

ସେହିପରି ୨୯ରେ ଘନ କୁହୁଡି ନେଇ ୧୪ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଗଞ୍ଜାମ ଏବଂ ଗଜପତିକୁ ୟେଲୋ ଆଲର୍ଟ ଜାରି । ଏହି ସବୁ ଜିଲ୍ଲାରେ ୫୦ ମିଟର ତଳକୁ ଭିଜିବିଲିଟି ରହିବ ବୋଲି ଅନୁମାନ କରାଯାଇଛି । କିଛି ସ୍ଥାନରେ ଜିରୋ ଭିଜିବିଲିଟି ମଧ୍ୟ ଅନୁଭୁତ ହେବା ନେଇ ସମ୍ଭାବନା ରହିଛି । ଘନ କୁହୁଡି ସମୟରେ ଘାଟି ରାସ୍ତାରେ ଗାଡି ନ ଚଳାଇବା ପାଇଁ ପରାମର୍ଶ ଦିଆଯାଇଛି । ରାତି ୨ଟାରୁ ସକାଳ ୯ ଟା ପର୍ଯ୍ୟନ୍ତ ସତର୍କତାର ସହ ଗାଡି ଚଳାଇବାକୁ ପରାମର୍ଶ ଦିଆଯାଇଛି । ସେପଟେ ଘନ କୁହୁଡି ସହ ବଢିବ ଦିନର ତାପମାତ୍ରା । ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବା ବୋଲି ଆକଳନ କରିଛି ପାଣିପାଗ ବିଭାଗ ।

ଆହୁରି ପଢ଼ନ୍ତୁ: ପିଇବାକୁ ମିଳୁନି ଟୋପାଏ ପାଣି; ରାସ୍ତାରେ ଗରା, ବାଲ୍ଟି ରଖି ମହିଳାଙ୍କ ପ୍ରତିବାଦ, ଘଟଣା ସ୍ଥଳରେ ଉତ୍ତେଜନା

27 Jan 2025 By The Sakala

ଜାନୁଆରୀ ଶେଷ ଯାଏଁ ଜାରି ରହିବ ଘନ କୁହୁଡି; ଆସନ୍ତା ୨୪ ଘଣ୍ଟା ଯାଏଁ ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ୱର: ଜାନୁଆରୀ ଶେଷ ଯାଏଁ ପିଛା ଛାଡିବନି ଘନ କୁହୁଡି । ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାକୁ ଘନ କୁହୁଡି ହେବା ନେଇ ସତର୍କତା ଜାରି କରାଯାଇଛି । ତେବେ ଆସନ୍ତା ୨୪ ଘଣ୍ଟା ଯାଏଁ ଘନ କୁହୁଡି ନେଇ ରାଜ୍ୟର ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ ହୋଇଛି । କେନ୍ଦୁଝର, ଭଦ୍ରକ, ଯାଜପୁର, କଟକ, ଅନୁଗୁଳ, ଢେଙ୍କାନାଳ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ ଏବଂ ଗଜପତିକୁ ଏହି ସତର୍କତା ଜାରି କରାଯାଇଛି ।

ସେହିପରି ୨୯ରେ ଘନ କୁହୁଡି ନେଇ ୧୪ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଗଞ୍ଜାମ ଏବଂ ଗଜପତିକୁ ୟେଲୋ ଆଲର୍ଟ ଜାରି । ଏହି ସବୁ ଜିଲ୍ଲାରେ ୫୦ ମିଟର ତଳକୁ ଭିଜିବିଲିଟି ରହିବ ବୋଲି ଅନୁମାନ କରାଯାଇଛି । କିଛି ସ୍ଥାନରେ ଜିରୋ ଭିଜିବିଲିଟି ମଧ୍ୟ ଅନୁଭୁତ ହେବା ନେଇ ସମ୍ଭାବନା ରହିଛି । ଘନ କୁହୁଡି ସମୟରେ ଘାଟି ରାସ୍ତାରେ ଗାଡି ନ ଚଳାଇବା ପାଇଁ ପରାମର୍ଶ ଦିଆଯାଇଛି । ରାତି ୨ଟାରୁ ସକାଳ ୯ ଟା ପର୍ଯ୍ୟନ୍ତ ସତର୍କତାର ସହ ଗାଡି ଚଳାଇବାକୁ ପରାମର୍ଶ ଦିଆଯାଇଛି । ସେପଟେ ଘନ କୁହୁଡି ସହ ବଢିବ ଦିନର ତାପମାତ୍ରା । ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବା ବୋଲି ଆକଳନ କରିଛି ପାଣିପାଗ ବିଭାଗ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର