ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍‌, ୧୫ ଆହତ

The Sakala Picture
Published On

ଖୋର୍ଦ୍ଧା: ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ । ଦୁର୍ଘଟଣାରେ ୧୫ ଯାତ୍ରୀ ଆହତ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ଗୋପବନ୍ଧୁ ଛକ ନିକଟରେ ଘଟିଛି ଏହି ଦୁର୍ଘଟଣା । ଦୁର୍ଘଟଣାରେ ୫ ଯାତ୍ରୀ ଗୁରୁତର ହୋଇଥିବାବେଳେ ୧୦ ଜଣ ଆହତ ହୋଇଛନ୍ତି। ସମସ୍ତଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଭୁବନେଶ୍ୱରରୁ ନୟାଗଡ଼ ଅଭିମୁଖେ ଯାଉଥିଲା ଘରୋଇ ଯାତ୍ରୀବାହୀ ବସ ନାରାୟଣୀ । ବସଟିର ପତା ଭାଙ୍ଗିଯିବାରୁ ଭାରସାମ୍ୟ ହରାଇ ଓଲଟି ପଡି ଦୁର୍ଘଟଣାଗ୍ରସ୍ତ […]

ଖୋର୍ଦ୍ଧା: ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ । ଦୁର୍ଘଟଣାରେ ୧୫ ଯାତ୍ରୀ ଆହତ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ଗୋପବନ୍ଧୁ ଛକ ନିକଟରେ ଘଟିଛି ଏହି ଦୁର୍ଘଟଣା । ଦୁର୍ଘଟଣାରେ ୫ ଯାତ୍ରୀ ଗୁରୁତର ହୋଇଥିବାବେଳେ ୧୦ ଜଣ ଆହତ ହୋଇଛନ୍ତି। ସମସ୍ତଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଆହୁରି ପଢ଼ନ୍ତୁ: ମାଲକାନଗିରି କେରିମେଟି ଜଙ୍ଗଲରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଓ ବିସ୍ଫୋରକ ଜବତ

ଭୁବନେଶ୍ୱରରୁ ନୟାଗଡ଼ ଅଭିମୁଖେ ଯାଉଥିଲା ଘରୋଇ ଯାତ୍ରୀବାହୀ ବସ ନାରାୟଣୀ । ବସଟିର ପତା ଭାଙ୍ଗିଯିବାରୁ ଭାରସାମ୍ୟ ହରାଇ ଓଲଟି ପଡି ଦୁର୍ଘଟଣାଗ୍ରସ୍ତ ହୋଇଥିଲା ବୋଲି ସୂଚନା ମିଳିଛି। ସମସ୍ତ ଆହତଙ୍କୁ ଖୋର୍ଦ୍ଧା ମେଡିକାଲରେ ଚିକିତ୍ସା ପାଇଁ ପଠାଇବା ସହ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଚଳାଇଛି । ଗୁରୁତର ୫ ଜଣକୁ ଖୋର୍ଦ୍ଧା ମେଡିକାଲ ଏବଂ ସେମାନଙ୍କ ମଧ୍ୟରୁ ତିନି ଜଣକୁ ଭୁବନେଶ୍ବର ସ୍ଥାନାନ୍ତର କରାଯାଇଛି। ବସ୍‌ରେ ପ୍ରାୟ ୫୦ରୁ ଅଧିକ ଯାତ୍ରୀ ଥିଲେ।

ଆହୁରି ପଢ଼ନ୍ତୁ: ରାଜଧାନୀରେ ଲଜ୍ଜା: ଚାକିରି ଦେବାକୁ କହି ପାର୍ଲରରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ

10 Feb 2025 By The Sakala

ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍‌, ୧୫ ଆହତ

ଖୋର୍ଦ୍ଧା: ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ । ଦୁର୍ଘଟଣାରେ ୧୫ ଯାତ୍ରୀ ଆହତ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ଗୋପବନ୍ଧୁ ଛକ ନିକଟରେ ଘଟିଛି ଏହି ଦୁର୍ଘଟଣା । ଦୁର୍ଘଟଣାରେ ୫ ଯାତ୍ରୀ ଗୁରୁତର ହୋଇଥିବାବେଳେ ୧୦ ଜଣ ଆହତ ହୋଇଛନ୍ତି। ସମସ୍ତଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଭୁବନେଶ୍ୱରରୁ ନୟାଗଡ଼ ଅଭିମୁଖେ ଯାଉଥିଲା ଘରୋଇ ଯାତ୍ରୀବାହୀ ବସ ନାରାୟଣୀ । ବସଟିର ପତା ଭାଙ୍ଗିଯିବାରୁ ଭାରସାମ୍ୟ ହରାଇ ଓଲଟି ପଡି ଦୁର୍ଘଟଣାଗ୍ରସ୍ତ ହୋଇଥିଲା ବୋଲି ସୂଚନା ମିଳିଛି। ସମସ୍ତ ଆହତଙ୍କୁ ଖୋର୍ଦ୍ଧା ମେଡିକାଲରେ ଚିକିତ୍ସା ପାଇଁ ପଠାଇବା ସହ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଚଳାଇଛି । ଗୁରୁତର ୫ ଜଣକୁ ଖୋର୍ଦ୍ଧା ମେଡିକାଲ ଏବଂ ସେମାନଙ୍କ ମଧ୍ୟରୁ ତିନି ଜଣକୁ ଭୁବନେଶ୍ବର ସ୍ଥାନାନ୍ତର କରାଯାଇଛି। ବସ୍‌ରେ ପ୍ରାୟ ୫୦ରୁ ଅଧିକ ଯାତ୍ରୀ ଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର