ଲୋୟର୍ ପିଏମଜିରେ ପୁଣି ମିଶନଶକ୍ତି ମହିଳାଙ୍କ ଧାରଣା, ରିଷ୍ଟ୍ରକଚରିଂ ବ୍ୟବସ୍ଥା ବନ୍ଦ କରିବା ସହ ସ୍ଥାୟୀ ନିଯୁକ୍ତି ଦାବି

The Sakala Picture
Published On

ଭୁବନେଶ୍ୱର : ବିଧାନସଭା ସମ୍ମୁଖରେ ମିଶନଶକ୍ତି ମହିଳାଙ୍କ ଗର୍ଜନ । ଭୁବନେଶ୍ଵର ଲୋୟର୍ ପିଏମଜିରେ ପୁଣି ଧାରଣାରେ ବସିଲେ ମିଶନ ଶକ୍ତି ମହିଳା । ସ୍ଥାୟୀ ନିଯୁକ୍ତି ଦାବିରେ ଧାରଣା ବସିଛନ୍ତି । ନାରାବାଜିରେ କମ୍ପିଲା ଗାନ୍ଧୀ ମାର୍ଗ । ଦୁଇ ଦିନରେ ପହଞ୍ଚିଲା ମିଶନ ଶକ୍ତି ମାଆ ମାନଙ୍କ ଆନ୍ଦୋଳନ । ଓଡ଼ିଶା ଜୀବିକା ମିଶନ ଓ ମିଶନଶକ୍ତି ଅଧିନରେ କାର୍ଯ୍ୟରତ ଇସି ସଦସ୍ୟମାନେ ରାଜ୍ୟ ସରକାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଧାରଣା […]

ଭୁବନେଶ୍ୱର : ବିଧାନସଭା ସମ୍ମୁଖରେ ମିଶନଶକ୍ତି ମହିଳାଙ୍କ ଗର୍ଜନ । ଭୁବନେଶ୍ଵର ଲୋୟର୍ ପିଏମଜିରେ ପୁଣି ଧାରଣାରେ ବସିଲେ ମିଶନ ଶକ୍ତି ମହିଳା । ସ୍ଥାୟୀ ନିଯୁକ୍ତି ଦାବିରେ ଧାରଣା ବସିଛନ୍ତି । ନାରାବାଜିରେ କମ୍ପିଲା ଗାନ୍ଧୀ ମାର୍ଗ । ଦୁଇ ଦିନରେ ପହଞ୍ଚିଲା ମିଶନ ଶକ୍ତି ମାଆ ମାନଙ୍କ ଆନ୍ଦୋଳନ । ଓଡ଼ିଶା ଜୀବିକା ମିଶନ ଓ ମିଶନଶକ୍ତି ଅଧିନରେ କାର୍ଯ୍ୟରତ ଇସି ସଦସ୍ୟମାନେ ରାଜ୍ୟ ସରକାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଧାରଣା ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ଅଗଷ୍ଟ ୩ ରୁ ୫ ଯାଏଁ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ରିଷ୍ଟ୍ରକଚରିଂ ବ୍ୟବସ୍ଥା ବନ୍ଦ କରିବା ସହ ସ୍ଥାୟୀ ନିଯୁକ୍ତି କରିବା ପାଇଁ ଦାବି କରିଛନ୍ତି ହଜାର ହଜାର ମହିଳା । ଏହା ସହିତ ବକେୟା ଭତ୍ତା ପ୍ରଦାନ ସହ ମିଶନଶକ୍ତି ଏବଂ ଜୀବିକା ମିଶନରେ କାର୍ଯ୍ୟରତ କମ୍ୟୁନିଟି ସପୋର୍ଟ ଷ୍ଟାଫଙ୍କ ୫ ବର୍ଷିଆ ଚୁକ୍ତି ବାତିଲ କରି ସ୍ଥାୟୀ କରିବା, ମିଶନଶକ୍ତି ବିଭାଗ ରାଜ୍ୟର ସମସ୍ତ ମହିଳାଙ୍କ ଜୀବିକା ଅର୍ଜନର ରାହାକୁ ରାଜ୍ୟ ସରକାର ସୁନିଶ୍ଚିତ କରିବାକୁ ମହିଳା ଦାବି କରିଛନ୍ତି । ସେହିଭଳି ସ୍ଵୟଂ ସହାୟକ ଗୋଷ୍ଠୀର ପ୍ରତ୍ୟେକ ସଦସ୍ୟ ମାନଙ୍କୁ ମାସିକ ଏକ ହଜାର ଟଙ୍କା ହାରରେ ମହିଳା ସଶକ୍ତିକରଣ ଭତ୍ତା ପ୍ରଦାନ କରିବାକୁ ଦାବି କରାଯାଇଛି ।

ଆହୁରି ପଢ଼ନ୍ତୁ: ଶ୍ରୀଗୁଣ୍ଡିଚା ମନ୍ଦିରରେ ଆଜି ମହାପ୍ରଭୁଙ୍କ ଶେଷ ଆଡ଼ପ ଦର୍ଶନ, ସନ୍ଧ୍ୟା ୬ଟାରୁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

14 Feb 2025 By The Sakala

ଲୋୟର୍ ପିଏମଜିରେ ପୁଣି ମିଶନଶକ୍ତି ମହିଳାଙ୍କ ଧାରଣା, ରିଷ୍ଟ୍ରକଚରିଂ ବ୍ୟବସ୍ଥା ବନ୍ଦ କରିବା ସହ ସ୍ଥାୟୀ ନିଯୁକ୍ତି ଦାବି

ଭୁବନେଶ୍ୱର : ବିଧାନସଭା ସମ୍ମୁଖରେ ମିଶନଶକ୍ତି ମହିଳାଙ୍କ ଗର୍ଜନ । ଭୁବନେଶ୍ଵର ଲୋୟର୍ ପିଏମଜିରେ ପୁଣି ଧାରଣାରେ ବସିଲେ ମିଶନ ଶକ୍ତି ମହିଳା । ସ୍ଥାୟୀ ନିଯୁକ୍ତି ଦାବିରେ ଧାରଣା ବସିଛନ୍ତି । ନାରାବାଜିରେ କମ୍ପିଲା ଗାନ୍ଧୀ ମାର୍ଗ । ଦୁଇ ଦିନରେ ପହଞ୍ଚିଲା ମିଶନ ଶକ୍ତି ମାଆ ମାନଙ୍କ ଆନ୍ଦୋଳନ । ଓଡ଼ିଶା ଜୀବିକା ମିଶନ ଓ ମିଶନଶକ୍ତି ଅଧିନରେ କାର୍ଯ୍ୟରତ ଇସି ସଦସ୍ୟମାନେ ରାଜ୍ୟ ସରକାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଧାରଣା ଦେଇଛନ୍ତି ।

ରିଷ୍ଟ୍ରକଚରିଂ ବ୍ୟବସ୍ଥା ବନ୍ଦ କରିବା ସହ ସ୍ଥାୟୀ ନିଯୁକ୍ତି କରିବା ପାଇଁ ଦାବି କରିଛନ୍ତି ହଜାର ହଜାର ମହିଳା । ଏହା ସହିତ ବକେୟା ଭତ୍ତା ପ୍ରଦାନ ସହ ମିଶନଶକ୍ତି ଏବଂ ଜୀବିକା ମିଶନରେ କାର୍ଯ୍ୟରତ କମ୍ୟୁନିଟି ସପୋର୍ଟ ଷ୍ଟାଫଙ୍କ ୫ ବର୍ଷିଆ ଚୁକ୍ତି ବାତିଲ କରି ସ୍ଥାୟୀ କରିବା, ମିଶନଶକ୍ତି ବିଭାଗ ରାଜ୍ୟର ସମସ୍ତ ମହିଳାଙ୍କ ଜୀବିକା ଅର୍ଜନର ରାହାକୁ ରାଜ୍ୟ ସରକାର ସୁନିଶ୍ଚିତ କରିବାକୁ ମହିଳା ଦାବି କରିଛନ୍ତି । ସେହିଭଳି ସ୍ଵୟଂ ସହାୟକ ଗୋଷ୍ଠୀର ପ୍ରତ୍ୟେକ ସଦସ୍ୟ ମାନଙ୍କୁ ମାସିକ ଏକ ହଜାର ଟଙ୍କା ହାରରେ ମହିଳା ସଶକ୍ତିକରଣ ଭତ୍ତା ପ୍ରଦାନ କରିବାକୁ ଦାବି କରାଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର