ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଫାର୍ମ ହାଉସ ମାଲିକଙ୍କୁ ଗୁଳିକରି ହତ୍ୟା କଲେ ୩ ଦୁର୍ବୃତ୍ତ, କାରଣ ଅସ୍ପଷ୍ଟ

The Sakala Picture
Published On

ଢେଙ୍କାନାଳ: ଫାର୍ମ ହାଉସ ମାଲିକଙ୍କୁ ଗୁଳିକରି ହତ୍ୟା ।ଫାର୍ମ୍‌ ହାଉସ୍‌ ଭିତରେ ପଶି ମାଲିକଙ୍କୁ ଗୁଳିମାଡ଼ କଲେ ୩ ଦୁର୍ବୁତ୍ତ । ଗୁଳିମାଡ଼ରେ ଫାର୍ମ ହାଉସ ମାଲିକ ମୃତ । ଢେଙ୍କାନାଳ ସଦର ଥାନା ଫାସିଗାଁ ଗ୍ରାମ ନିକଟ ଫାର୍ମ ହାଉସ ଘଟିଛି ଏପରି ହତ୍ୟାକାଣ୍ଡ । ସୂଚନା ମୁତାବକ କଳାଙ୍ଗ ଚାକୁଣ୍ଡାନାଳୀ ଗ୍ରାମର ଯୁବକ ଗୋବିନ୍ଦଚନ୍ଦ୍ର ନାଏକ ଫାସିଙ୍ଗା ଶିବମନ୍ଦିର ନିକଟ ନିଜ ଫାର୍ମ ହାଉସରେ ଗତ ରାତିରେ ଶୋଇଥିବା ବେଳେ ଫାର୍ମ ହାଉସକୁ କିଛି […]

ଢେଙ୍କାନାଳ: ଫାର୍ମ ହାଉସ ମାଲିକଙ୍କୁ ଗୁଳିକରି ହତ୍ୟା ।ଫାର୍ମ୍‌ ହାଉସ୍‌ ଭିତରେ ପଶି ମାଲିକଙ୍କୁ ଗୁଳିମାଡ଼ କଲେ ୩ ଦୁର୍ବୁତ୍ତ । ଗୁଳିମାଡ଼ରେ ଫାର୍ମ ହାଉସ ମାଲିକ ମୃତ । ଢେଙ୍କାନାଳ ସଦର ଥାନା ଫାସିଗାଁ ଗ୍ରାମ ନିକଟ ଫାର୍ମ ହାଉସ ଘଟିଛି ଏପରି ହତ୍ୟାକାଣ୍ଡ । ସୂଚନା ମୁତାବକ କଳାଙ୍ଗ ଚାକୁଣ୍ଡାନାଳୀ ଗ୍ରାମର ଯୁବକ ଗୋବିନ୍ଦଚନ୍ଦ୍ର ନାଏକ ଫାସିଙ୍ଗା ଶିବମନ୍ଦିର ନିକଟ ନିଜ ଫାର୍ମ ହାଉସରେ ଗତ ରାତିରେ ଶୋଇଥିବା ବେଳେ ଫାର୍ମ ହାଉସକୁ କିଛି ଦୃର୍ବୁତ୍ତ ଆସି ଟର୍ଚ୍ଚ ମାରିଥିଲେ । ଏହା ଦେଖି ଗୋବିନ୍ଦ ପାଟି କରିବାରୁ ଦୃର୍ବୁତ୍ତ ମାନେ ଗୁଳି କରିଥିଲେ । ଯାହାଦ୍ୱାରା ଗୋବିନ୍ଦ ଗୁରୁତର ଭାବେ ଉଦ୍ଧାର ହୋଇ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ହେଲେ ଗୁଳିକାଣ୍ଡର କାରଣ ଅସ୍ପଷ୍ଟ ରହିଛି।ଏନେଇ ସଦରଥାନା ପୋଲିସ ତଦନ୍ତ ଜାରି ରଖିଛି।।

ଆହୁରି ପଢ଼ନ୍ତୁ: ଯୁବତୀଙ୍କୁ ହଷ୍ଟେଲରୁ ନେଇ ହୋଟେଲରେ ଦୁଷ୍କର୍ମ ଅଭଯୋଗ

23 Feb 2025 By The Sakala

ଫାର୍ମ ହାଉସ ମାଲିକଙ୍କୁ ଗୁଳିକରି ହତ୍ୟା କଲେ ୩ ଦୁର୍ବୃତ୍ତ, କାରଣ ଅସ୍ପଷ୍ଟ

ଢେଙ୍କାନାଳ: ଫାର୍ମ ହାଉସ ମାଲିକଙ୍କୁ ଗୁଳିକରି ହତ୍ୟା ।ଫାର୍ମ୍‌ ହାଉସ୍‌ ଭିତରେ ପଶି ମାଲିକଙ୍କୁ ଗୁଳିମାଡ଼ କଲେ ୩ ଦୁର୍ବୁତ୍ତ । ଗୁଳିମାଡ଼ରେ ଫାର୍ମ ହାଉସ ମାଲିକ ମୃତ । ଢେଙ୍କାନାଳ ସଦର ଥାନା ଫାସିଗାଁ ଗ୍ରାମ ନିକଟ ଫାର୍ମ ହାଉସ ଘଟିଛି ଏପରି ହତ୍ୟାକାଣ୍ଡ । ସୂଚନା ମୁତାବକ କଳାଙ୍ଗ ଚାକୁଣ୍ଡାନାଳୀ ଗ୍ରାମର ଯୁବକ ଗୋବିନ୍ଦଚନ୍ଦ୍ର ନାଏକ ଫାସିଙ୍ଗା ଶିବମନ୍ଦିର ନିକଟ ନିଜ ଫାର୍ମ ହାଉସରେ ଗତ ରାତିରେ ଶୋଇଥିବା ବେଳେ ଫାର୍ମ ହାଉସକୁ କିଛି ଦୃର୍ବୁତ୍ତ ଆସି ଟର୍ଚ୍ଚ ମାରିଥିଲେ । ଏହା ଦେଖି ଗୋବିନ୍ଦ ପାଟି କରିବାରୁ ଦୃର୍ବୁତ୍ତ ମାନେ ଗୁଳି କରିଥିଲେ । ଯାହାଦ୍ୱାରା ଗୋବିନ୍ଦ ଗୁରୁତର ଭାବେ ଉଦ୍ଧାର ହୋଇ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ହେଲେ ଗୁଳିକାଣ୍ଡର କାରଣ ଅସ୍ପଷ୍ଟ ରହିଛି।ଏନେଇ ସଦରଥାନା ପୋଲିସ ତଦନ୍ତ ଜାରି ରଖିଛି।।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର