ଆସନ୍ତାକାଲି ଶ୍ରୀଜୀଉଙ୍କ ପବିତ୍ର ବାହୁଡା ଯାତ୍ରା, ଆଜି ରାତି ୮ ଟାରୁ ପୁରୀ ସହରରେ ଲାଗୁ ହେବ କର୍ଫ୍ୟୁ

The Sakala Picture
Published On

ପୁରୀ: ଆସନ୍ତାକାଲି ଶ୍ରୀଜିଉଙ୍କ ପବିତ୍ର ବାହୁଡା ଯାତ୍ରା। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ବାହୁଡ଼ା ଯାତ୍ରା ସହିତ ସୁନାବେଶ ଓ ନୀଳାଦ୍ରି ବିଜେ କିପରି ଶୃଙ୍ଖଳିତ ଭାବେ କରାଯାଇପାରିବ ସେନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ବସି ସମସ୍ତ ସମୀକ୍ଷା ହୋଇଛି କରାଯାଇଛି । ବାହୁଡା ଯାତ୍ରା ପାଇଁ ଆଜିଠାରୁ ପୁରୀ ସହରରେ ୧୪୪ ଧାରା ଜାରି କରାଯିବ । ଆଜି ରାତି ୮ଟାରୁ ବୁଧବାର ରାତି ୮ଟା ପର୍ଯ୍ୟନ୍ତ […]

ପୁରୀ: ଆସନ୍ତାକାଲି ଶ୍ରୀଜିଉଙ୍କ ପବିତ୍ର ବାହୁଡା ଯାତ୍ରା। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ବାହୁଡ଼ା ଯାତ୍ରା ସହିତ ସୁନାବେଶ ଓ ନୀଳାଦ୍ରି ବିଜେ କିପରି ଶୃଙ୍ଖଳିତ ଭାବେ କରାଯାଇପାରିବ ସେନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ବସି ସମସ୍ତ ସମୀକ୍ଷା ହୋଇଛି କରାଯାଇଛି । ବାହୁଡା ଯାତ୍ରା ପାଇଁ ଆଜିଠାରୁ ପୁରୀ ସହରରେ ୧୪୪ ଧାରା ଜାରି କରାଯିବ । ଆଜି ରାତି ୮ଟାରୁ ବୁଧବାର ରାତି ୮ଟା ପର୍ଯ୍ୟନ୍ତ ପୁରୀରେ କର୍ଫ୍ୟୁ ଲାଗୁ ହେବ।

ଆହୁରି ପଢ଼ନ୍ତୁ: ଆଜି ରାଜ୍ୟସଭା ନିର୍ବାଚନ ପାଇଁ ଓଡିଶାରୁ ନାମାଙ୍କନ ଦାଖଲ କରିବେ ୫ ପ୍ରାର୍ଥୀ

ଅଧିକାଂଶ କର୍ମଚାରୀଙ୍କ ଟେଷ୍ଟ ସରିଥିବା ବେଳେ ଆଜି ଟେଷ୍ଟିଂ ସରିବ। ସେବାୟତଙ୍କର ଦ୍ୱିତୀୟ ପର୍ଯ୍ୟାୟ ଆରଟିପିସିଆର ଟେଷ୍ଟ କରାଯାଇଛି। ଡିଡି ତରଫରୁ ବାହୁଡା ଓ ସୂନାବେଶ ପାଇଁ ଲାଇଭ୍ ଟେଲିକାଷ୍ଟ କରାଯିବ। ବାହୁଡାଯାତ୍ରାରେ ରଥଟଣା ସମୟରେ ଅଗ୍ନିଶମ ବିଭାଗ ଦ୍ୱାରା ଜଳସିଞ୍ଚନ ହେବ, ପ୍ରଚୁର ପାନୀୟ ଜଳ ବ୍ୟବସ୍ଥା କରାଯାଇଛି। ଜିଲ୍ଲାପାଳ, ଏସପିଙ୍କ ସହ ବିଭିନ୍ନ ବିଭାଗର ଅଧିକାରୀ ଉପସ୍ଥିତ ଥିଲେ।

ଆହୁରି ପଢ଼ନ୍ତୁ: ଆଜି ମହାନ ଜନନାୟକ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ, ଭୂମିପୁତ୍ରଙ୍କୁ ମନେ ପକାଉଛି ସାରା ରାଜ୍ୟ

19 Jul 2021 By The Sakala

ଆସନ୍ତାକାଲି ଶ୍ରୀଜୀଉଙ୍କ ପବିତ୍ର ବାହୁଡା ଯାତ୍ରା, ଆଜି ରାତି ୮ ଟାରୁ ପୁରୀ ସହରରେ ଲାଗୁ ହେବ କର୍ଫ୍ୟୁ

ପୁରୀ: ଆସନ୍ତାକାଲି ଶ୍ରୀଜିଉଙ୍କ ପବିତ୍ର ବାହୁଡା ଯାତ୍ରା। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ବାହୁଡ଼ା ଯାତ୍ରା ସହିତ ସୁନାବେଶ ଓ ନୀଳାଦ୍ରି ବିଜେ କିପରି ଶୃଙ୍ଖଳିତ ଭାବେ କରାଯାଇପାରିବ ସେନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ବସି ସମସ୍ତ ସମୀକ୍ଷା ହୋଇଛି କରାଯାଇଛି । ବାହୁଡା ଯାତ୍ରା ପାଇଁ ଆଜିଠାରୁ ପୁରୀ ସହରରେ ୧୪୪ ଧାରା ଜାରି କରାଯିବ । ଆଜି ରାତି ୮ଟାରୁ ବୁଧବାର ରାତି ୮ଟା ପର୍ଯ୍ୟନ୍ତ ପୁରୀରେ କର୍ଫ୍ୟୁ ଲାଗୁ ହେବ।

ଅଧିକାଂଶ କର୍ମଚାରୀଙ୍କ ଟେଷ୍ଟ ସରିଥିବା ବେଳେ ଆଜି ଟେଷ୍ଟିଂ ସରିବ। ସେବାୟତଙ୍କର ଦ୍ୱିତୀୟ ପର୍ଯ୍ୟାୟ ଆରଟିପିସିଆର ଟେଷ୍ଟ କରାଯାଇଛି। ଡିଡି ତରଫରୁ ବାହୁଡା ଓ ସୂନାବେଶ ପାଇଁ ଲାଇଭ୍ ଟେଲିକାଷ୍ଟ କରାଯିବ। ବାହୁଡାଯାତ୍ରାରେ ରଥଟଣା ସମୟରେ ଅଗ୍ନିଶମ ବିଭାଗ ଦ୍ୱାରା ଜଳସିଞ୍ଚନ ହେବ, ପ୍ରଚୁର ପାନୀୟ ଜଳ ବ୍ୟବସ୍ଥା କରାଯାଇଛି। ଜିଲ୍ଲାପାଳ, ଏସପିଙ୍କ ସହ ବିଭିନ୍ନ ବିଭାଗର ଅଧିକାରୀ ଉପସ୍ଥିତ ଥିଲେ।

https://www.thesakala.in/latest-odisha-news/holy-bahuda-yatra-of-shree-jagannath-tomorrow/article-3903
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର