ମାଟ୍ରିକ ବିଜ୍ଞାନ ପରୀକ୍ଷା ପ୍ରଶ୍ନପତ୍ରରେ ତ୍ରୁଟି, ସ୍ବୀକାର କଲେ ବୋର୍ଡ ସଭାପତି

The Sakala Picture
Published On

ଭୁବନେଶ୍ବର: ମାଟ୍ରିକ ବିଜ୍ଞାନ ପରୀକ୍ଷା ପ୍ରଶ୍ନପତ୍ରରେ ତ୍ରୁଟି । ବିଜ୍ଞାନ C- ସେଟ୍‌ରେ ୪ ମାର୍କ କମ୍‌ ଥିବା ସୂଚନା । ତ୍ରୁଟିକୁ ସ୍ବୀକାର କଲେ ବୋର୍ଡ ସଭାପତି । ଯେପରି ପରୀକ୍ଷାର୍ଥୀଙ୍କର କ୍ଷତି ନ ହେବ ବିଚାର କରୁଛୁ ବୋଲି କହିଛନ୍ତି ବୋର୍ଡ ସଭାପତି। ଏଥିସହ ପ୍ରଶ୍ନପତ୍ର ଭାଇରାଲ କଥାକୁ ଖାରଜ କରିଛନ୍ତି ବୋର୍ଡ କର୍ତ୍ତୃପକ୍ଷ।

ଆହୁରି ପଢ଼ନ୍ତୁ: ମିଠା କିଣାକୁ ନେଇ ବଚସା; ରାଜଧାନୀରେ ଦୋକାନୀଙ୍କୁ ମରଣାନ୍ତକ ଆକ୍ରମଣ

01 Mar 2025 By The Sakala

ମାଟ୍ରିକ ବିଜ୍ଞାନ ପରୀକ୍ଷା ପ୍ରଶ୍ନପତ୍ରରେ ତ୍ରୁଟି, ସ୍ବୀକାର କଲେ ବୋର୍ଡ ସଭାପତି

ଭୁବନେଶ୍ବର: ମାଟ୍ରିକ ବିଜ୍ଞାନ ପରୀକ୍ଷା ପ୍ରଶ୍ନପତ୍ରରେ ତ୍ରୁଟି । ବିଜ୍ଞାନ C- ସେଟ୍‌ରେ ୪ ମାର୍କ କମ୍‌ ଥିବା ସୂଚନା । ତ୍ରୁଟିକୁ ସ୍ବୀକାର କଲେ ବୋର୍ଡ ସଭାପତି । ଯେପରି ପରୀକ୍ଷାର୍ଥୀଙ୍କର କ୍ଷତି ନ ହେବ ବିଚାର କରୁଛୁ ବୋଲି କହିଛନ୍ତି ବୋର୍ଡ ସଭାପତି। ଏଥିସହ ପ୍ରଶ୍ନପତ୍ର ଭାଇରାଲ କଥାକୁ ଖାରଜ କରିଛନ୍ତି ବୋର୍ଡ କର୍ତ୍ତୃପକ୍ଷ।

https://www.thesakala.in/latest-odisha-news/error-in-matric-science-exam-question-paper/article-39049
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର