ଆସନ୍ତାକାଲିଠୁ ଦ୍ୱିତୀୟ ପର୍ଯ୍ୟାୟ ରାଜ୍ୟ ବଜେଟ ଅଧିବେଶନ…

The Sakala Picture
Published On

ଭୁବନେଶ୍ୱର: ରାଜ୍ୟ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ ଆସନ୍ତାକାଲି ଶୁକ୍ରବାର ମାର୍ଚ୍ଚ ୭ ତାରିଖଠାରୁ ଆରମ୍ଭ ହୋଇ ଏପ୍ରିଲ୍‍ ୫ ତାରିଖ ପର୍ଯ୍ୟନ୍ତ ଚାଲିବ । ଏହି ଅଧିବେଶନ କାଳରେ ଖର୍ଚ୍ଚଦାବି ନେଇ ଆଲୋଚନା ସହିତ ବ୍ୟୟ ମଞ୍ଜୁରୀ ବିଧେୟକ ପାରିତ ହେବାର କାର୍ଯ୍ୟକ୍ରମ ରହିଛି । ମାର୍ଚ୍ଚ ୭ ତାରିଖରେ ବିଭିନ୍ନ ବିଭାଗୀୟ ଷ୍ଟାଣ୍ଡିଂ କମିଟିର ରିପୋର୍ଟ ଉପସ୍ଥାପନ ହେବ। ମାର୍ଚ୍ଚ ୧୦ ତାରିଖରୁ ୨୮ ତାରିଖ ପର୍ୟ୍ୟନ୍ତ ବଜେଟ୍ ଉପରେ ଆଲୋଚନା ହେବ। […]

ଭୁବନେଶ୍ୱର: ରାଜ୍ୟ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ ଆସନ୍ତାକାଲି ଶୁକ୍ରବାର ମାର୍ଚ୍ଚ ୭ ତାରିଖଠାରୁ ଆରମ୍ଭ ହୋଇ ଏପ୍ରିଲ୍‍ ୫ ତାରିଖ ପର୍ଯ୍ୟନ୍ତ ଚାଲିବ । ଏହି ଅଧିବେଶନ କାଳରେ ଖର୍ଚ୍ଚଦାବି ନେଇ ଆଲୋଚନା ସହିତ ବ୍ୟୟ ମଞ୍ଜୁରୀ ବିଧେୟକ ପାରିତ ହେବାର କାର୍ଯ୍ୟକ୍ରମ ରହିଛି । ମାର୍ଚ୍ଚ ୭ ତାରିଖରେ ବିଭିନ୍ନ ବିଭାଗୀୟ ଷ୍ଟାଣ୍ଡିଂ କମିଟିର ରିପୋର୍ଟ ଉପସ୍ଥାପନ ହେବ। ମାର୍ଚ୍ଚ ୧୦ ତାରିଖରୁ ୨୮ ତାରିଖ ପର୍ୟ୍ୟନ୍ତ ବଜେଟ୍ ଉପରେ ଆଲୋଚନା ହେବ। ମାର୍ଚ୍ଚ ୩୦ ତାରିଖ ରବିବାର ଓ ୩୧ ତାରିଖ ଇଦୁଲ୍‌ଫିତର୍‌ ପଡୁଥିବାରୁ ୨୯ ତାରିଖରେ ବ୍ୟୟମଞ୍ଜୁରୀ ବିଲ୍ ପାରିତ ହେବ।
ସପ୍ତଦଶ ବିଧାନସଭାର ପ୍ରଥମ ପର୍ଯ୍ୟାୟ ବଜେଟ ଅଧିବେଶନ ୨୦୨୫ ଫେବ୍ରୁୟାରୀ ୧୩ରୁ ଫେବ୍ରୁୟାରୀ ୨୧ ତାରିଖ ପର୍ଯ୍ୟନ୍ତ ଚାଲିଥିଲା ।

06 Mar 2025 By The Sakala

https://www.thesakala.in/latest-odisha-news/the-second-phase-of-the-state-budget-session-will-begin-tomorrow/article-39170
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର