ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ମହିଳାମାନଙ୍କୁ ଶୁଭେଚ୍ଛା ଜଣାଇଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

The Sakala Picture
Published On

ଭୁବନେଶ୍ୱର: ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସମସ୍ତ ମହିଳାଙ୍କୁ ଶୁଭେଚ୍ଛା ଜଣାଇଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ସେ ସୋସିଆଲ ମିଡିଆ ‘ଏକ୍ସ’ରେ ଶୁଭେଚ୍ଛା ବାର୍ତ୍ତା ଦେଇ ଲେଖିଛନ୍ତି ଯେ, ଆମେ ସର୍ବଦା ମହିଳାଙ୍କୁ ସମ୍ମାନ ଏବଂ ମହିଳା ସଶକ୍ତିକରଣକୁ ସର୍ବଦା ସମସ୍ତ କ୍ଷେତ୍ରରେ ଗୁରୁତ୍ୱ ଦେଇଛୁ । ଓଡ଼ିଶାରେ ମହିଳାମାନଙ୍କୁ ସଶକ୍ତ କରିବା ପାଇଁ ମିଶନଶକ୍ତି ଯୋଜନା, ମମତା ଯୋଜନା ଏବଂ ଲିଙ୍ଗଗତ ବଜେଟ୍ ଭଳି ଅନେକ ପଦକ୍ଷେପ ନିଆଯାଇଛି । ତେଣୁ ଏହି […]

ଭୁବନେଶ୍ୱର: ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସମସ୍ତ ମହିଳାଙ୍କୁ ଶୁଭେଚ୍ଛା ଜଣାଇଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ସେ ସୋସିଆଲ ମିଡିଆ ‘ଏକ୍ସ’ରେ ଶୁଭେଚ୍ଛା ବାର୍ତ୍ତା ଦେଇ ଲେଖିଛନ୍ତି ଯେ, ଆମେ ସର୍ବଦା ମହିଳାଙ୍କୁ ସମ୍ମାନ ଏବଂ ମହିଳା ସଶକ୍ତିକରଣକୁ ସର୍ବଦା ସମସ୍ତ କ୍ଷେତ୍ରରେ ଗୁରୁତ୍ୱ ଦେଇଛୁ । ଓଡ଼ିଶାରେ ମହିଳାମାନଙ୍କୁ ସଶକ୍ତ କରିବା ପାଇଁ ମିଶନଶକ୍ତି ଯୋଜନା, ମମତା ଯୋଜନା ଏବଂ ଲିଙ୍ଗଗତ ବଜେଟ୍ ଭଳି ଅନେକ ପଦକ୍ଷେପ ନିଆଯାଇଛି । ତେଣୁ ଏହି ମହିଳା ଦିବସରେ ଆସନ୍ତୁ ସବୁଠି ମହିଳାଙ୍କ ନେତୃତ୍ୱକୁ ପାଳନ କରିବା ଏବଂ ସର୍ବୋଚ୍ଚ ନିଷ୍ପତ୍ତିକୁ ସମ୍ମାନ ଜଣାଇବା ଏବଂ ସମାଜରେ ତଥା ବିଭିନ୍ନ ସଂସ୍ଥାରେ ମହିଳାମାନଙ୍କ ଅଧିକ ଭୂମିକାକୁ ସୁନିଶ୍ଚିତ କରିବା ।

ଆହୁରି ପଢ଼ନ୍ତୁ: କୋର୍ଟ ସମ୍ମୁଖରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଟାଙ୍ଗିଆରେ ହାଣି ହତ୍ୟା କଲେ ଦୁର୍ବୃତ୍ତ

08 Mar 2025 By The Sakala

ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ମହିଳାମାନଙ୍କୁ ଶୁଭେଚ୍ଛା ଜଣାଇଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସମସ୍ତ ମହିଳାଙ୍କୁ ଶୁଭେଚ୍ଛା ଜଣାଇଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ସେ ସୋସିଆଲ ମିଡିଆ ‘ଏକ୍ସ’ରେ ଶୁଭେଚ୍ଛା ବାର୍ତ୍ତା ଦେଇ ଲେଖିଛନ୍ତି ଯେ, ଆମେ ସର୍ବଦା ମହିଳାଙ୍କୁ ସମ୍ମାନ ଏବଂ ମହିଳା ସଶକ୍ତିକରଣକୁ ସର୍ବଦା ସମସ୍ତ କ୍ଷେତ୍ରରେ ଗୁରୁତ୍ୱ ଦେଇଛୁ । ଓଡ଼ିଶାରେ ମହିଳାମାନଙ୍କୁ ସଶକ୍ତ କରିବା ପାଇଁ ମିଶନଶକ୍ତି ଯୋଜନା, ମମତା ଯୋଜନା ଏବଂ ଲିଙ୍ଗଗତ ବଜେଟ୍ ଭଳି ଅନେକ ପଦକ୍ଷେପ ନିଆଯାଇଛି । ତେଣୁ ଏହି ମହିଳା ଦିବସରେ ଆସନ୍ତୁ ସବୁଠି ମହିଳାଙ୍କ ନେତୃତ୍ୱକୁ ପାଳନ କରିବା ଏବଂ ସର୍ବୋଚ୍ଚ ନିଷ୍ପତ୍ତିକୁ ସମ୍ମାନ ଜଣାଇବା ଏବଂ ସମାଜରେ ତଥା ବିଭିନ୍ନ ସଂସ୍ଥାରେ ମହିଳାମାନଙ୍କ ଅଧିକ ଭୂମିକାକୁ ସୁନିଶ୍ଚିତ କରିବା ।

https://www.thesakala.in/latest-odisha-news/bjd-supremo-naveen-patnaik-wish-on-international-womens-day/article-39210
Join Us @ WhatsApp

About The Author

08 Mar 2025 By The Sakala

ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ମହିଳାମାନଙ୍କୁ ଶୁଭେଚ୍ଛା ଜଣାଇଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସମସ୍ତ ମହିଳାଙ୍କୁ ଶୁଭେଚ୍ଛା ଜଣାଇଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ସେ ସୋସିଆଲ ମିଡିଆ ‘ଏକ୍ସ’ରେ ଶୁଭେଚ୍ଛା ବାର୍ତ୍ତା ଦେଇ ଲେଖିଛନ୍ତି ଯେ, ଆମେ ସର୍ବଦା ମହିଳାଙ୍କୁ ସମ୍ମାନ ଏବଂ ମହିଳା ସଶକ୍ତିକରଣକୁ ସର୍ବଦା ସମସ୍ତ କ୍ଷେତ୍ରରେ ଗୁରୁତ୍ୱ ଦେଇଛୁ । ଓଡ଼ିଶାରେ ମହିଳାମାନଙ୍କୁ ସଶକ୍ତ କରିବା ପାଇଁ ମିଶନଶକ୍ତି ଯୋଜନା, ମମତା ଯୋଜନା ଏବଂ ଲିଙ୍ଗଗତ ବଜେଟ୍ ଭଳି ଅନେକ ପଦକ୍ଷେପ ନିଆଯାଇଛି । ତେଣୁ ଏହି ମହିଳା ଦିବସରେ ଆସନ୍ତୁ ସବୁଠି ମହିଳାଙ୍କ ନେତୃତ୍ୱକୁ ପାଳନ କରିବା ଏବଂ ସର୍ବୋଚ୍ଚ ନିଷ୍ପତ୍ତିକୁ ସମ୍ମାନ ଜଣାଇବା ଏବଂ ସମାଜରେ ତଥା ବିଭିନ୍ନ ସଂସ୍ଥାରେ ମହିଳାମାନଙ୍କ ଅଧିକ ଭୂମିକାକୁ ସୁନିଶ୍ଚିତ କରିବା ।

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର