ଶଙ୍ଖ ଭବନରେ ଅନନ୍ତ ଦାସଙ୍କ ମର ଶରୀର; ଶ୍ରଦ୍ଧାଞ୍ଜଳି ଦେଲେ ନବୀନ ପଟ୍ଟନାୟକ ଓ ବିଜେଡି ନେତା

The Sakala Picture
Published On

ଭୁବନେଶ୍ବର: ପୂର୍ବତନ ମନ୍ତ୍ରୀ ତଥା ଭୋଗରାଇର ପୂର୍ବତନ ବିଧାୟକ ଅନନ୍ତ ଦାସଙ୍କ ଆଜି ପରଲୋକ ଘଟିଛି । ରବିବାର ଭୋର ୩ଟା ୩୦ ସମୟରେ ଭୂବନେଶ୍ବର ସ୍ଥିତ ବାସଭବନରେ ୮୫ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି। ଶଙ୍ଖ ଭବନରେ ସ୍ବର୍ଗତ ଦାସଙ୍କ ପାର୍ଥୀବ ଶରୀର ପହଞ୍ଚିବା ପରେ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଏହାସହ ବିଜେଡି ନେତା ଓ କର୍ମୀ ମଧ୍ୟ ସ୍ବର୍ଗତ ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ । ଏହାପୂର୍ବରୁ ଅନନ୍ତଙ୍କ ଦେହାନ୍ତ […]

ଭୁବନେଶ୍ବର: ପୂର୍ବତନ ମନ୍ତ୍ରୀ ତଥା ଭୋଗରାଇର ପୂର୍ବତନ ବିଧାୟକ ଅନନ୍ତ ଦାସଙ୍କ ଆଜି ପରଲୋକ ଘଟିଛି । ରବିବାର ଭୋର ୩ଟା ୩୦ ସମୟରେ ଭୂବନେଶ୍ବର ସ୍ଥିତ ବାସଭବନରେ ୮୫ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି। ଶଙ୍ଖ ଭବନରେ ସ୍ବର୍ଗତ ଦାସଙ୍କ ପାର୍ଥୀବ ଶରୀର ପହଞ୍ଚିବା ପରେ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଏହାସହ ବିଜେଡି ନେତା ଓ କର୍ମୀ ମଧ୍ୟ ସ୍ବର୍ଗତ ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ ।

ଆହୁରି ପଢ଼ନ୍ତୁ: ବିବାହ ବେଦୀରେ ବସିବା ପରେ ବଦଳିଗଲା ବରର ମନ, କନିଆଁକୁ ଛାଡ଼ି ପଳାଇ ଆସିଲା ପୁଅ

ଏହାପୂର୍ବରୁ ଅନନ୍ତଙ୍କ ଦେହାନ୍ତ ଖବର ଶୁଣିବା ପରେ ନବୀନ ଶୋକ ପ୍ରକାଶ କରିଥିଲେ । ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି ସେ ଶୋକ ପ୍ରକାଶ କରିବା ସହ ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇଥିଲେ । ଏହାସହ ସ୍ବର୍ଗତ ଦାସଙ୍କ ଅମର ଆତ୍ମାର ସଦଗତି କାମନା କରିଥିଲେ ।

ଆହୁରି ପଢ଼ନ୍ତୁ: ଅସୁରକ୍ଷିତ ରାଜଧାନୀ: ଡେଲିଭରୀ ବୟଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ

ସୂଚନାଯୋଗ୍ୟ, ଭୋଗରାଇର ପୂର୍ବତନ ବିଧାୟକ ତଥା ମନ୍ତ୍ରୀ ଅନନ୍ତ ଦାସ ୨୦୦୪ ମସିହାରୁ ପ୍ରଶାସନିକ ସେବାରୁ ରାଜନୀତିକୁ ଆସିଥିଲେ । ୨୦୦୪ ମସିହାରୁ ଲଗାତାର ୪ଥର ବିଜେଡି ଦଳରୁ ଭୋଗରାଇର ବିଧାୟକ ହୋଇଥିଲେ । ୨୦୦୪ ରୁ ୨୦୦୯ରେ ପ୍ରଥମେ ବିଧାୟକ । ୨୦୦୯ରୁ ୨୦୧୪ ବିଧାନସଭାର ମୁଖ୍ୟ ସଚେତକ । ୨୦୧୪ରୁ ୨୦୧୯ ଉଚ୍ଚଶିକ୍ଷା ମନ୍ତ୍ରୀ ଓ ଶିଳ୍ପ ମନ୍ତ୍ରୀ । ୨୦୧୯ରୁ ୨୦୨୪ରେ ଜିଲ୍ଲା ଯୋଜନା ବୋଡ଼ର ଅଧ୍ୟକ୍ଷ ଥିଲେ ।

ଆହୁରି ପଢ଼ନ୍ତୁ: ପାରିବାରିକ କଳହ: ଶାଶୁ ଓ ଶ୍ୱଶୁରଙ୍କ ଉପରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲା ଜ୍ୱାଇଁ

09 Mar 2025 By The Sakala

ଶଙ୍ଖ ଭବନରେ ଅନନ୍ତ ଦାସଙ୍କ ମର ଶରୀର; ଶ୍ରଦ୍ଧାଞ୍ଜଳି ଦେଲେ ନବୀନ ପଟ୍ଟନାୟକ ଓ ବିଜେଡି ନେତା

ଭୁବନେଶ୍ବର: ପୂର୍ବତନ ମନ୍ତ୍ରୀ ତଥା ଭୋଗରାଇର ପୂର୍ବତନ ବିଧାୟକ ଅନନ୍ତ ଦାସଙ୍କ ଆଜି ପରଲୋକ ଘଟିଛି । ରବିବାର ଭୋର ୩ଟା ୩୦ ସମୟରେ ଭୂବନେଶ୍ବର ସ୍ଥିତ ବାସଭବନରେ ୮୫ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି। ଶଙ୍ଖ ଭବନରେ ସ୍ବର୍ଗତ ଦାସଙ୍କ ପାର୍ଥୀବ ଶରୀର ପହଞ୍ଚିବା ପରେ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଏହାସହ ବିଜେଡି ନେତା ଓ କର୍ମୀ ମଧ୍ୟ ସ୍ବର୍ଗତ ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ ।

ଏହାପୂର୍ବରୁ ଅନନ୍ତଙ୍କ ଦେହାନ୍ତ ଖବର ଶୁଣିବା ପରେ ନବୀନ ଶୋକ ପ୍ରକାଶ କରିଥିଲେ । ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି ସେ ଶୋକ ପ୍ରକାଶ କରିବା ସହ ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇଥିଲେ । ଏହାସହ ସ୍ବର୍ଗତ ଦାସଙ୍କ ଅମର ଆତ୍ମାର ସଦଗତି କାମନା କରିଥିଲେ ।

ସୂଚନାଯୋଗ୍ୟ, ଭୋଗରାଇର ପୂର୍ବତନ ବିଧାୟକ ତଥା ମନ୍ତ୍ରୀ ଅନନ୍ତ ଦାସ ୨୦୦୪ ମସିହାରୁ ପ୍ରଶାସନିକ ସେବାରୁ ରାଜନୀତିକୁ ଆସିଥିଲେ । ୨୦୦୪ ମସିହାରୁ ଲଗାତାର ୪ଥର ବିଜେଡି ଦଳରୁ ଭୋଗରାଇର ବିଧାୟକ ହୋଇଥିଲେ । ୨୦୦୪ ରୁ ୨୦୦୯ରେ ପ୍ରଥମେ ବିଧାୟକ । ୨୦୦୯ରୁ ୨୦୧୪ ବିଧାନସଭାର ମୁଖ୍ୟ ସଚେତକ । ୨୦୧୪ରୁ ୨୦୧୯ ଉଚ୍ଚଶିକ୍ଷା ମନ୍ତ୍ରୀ ଓ ଶିଳ୍ପ ମନ୍ତ୍ରୀ । ୨୦୧୯ରୁ ୨୦୨୪ରେ ଜିଲ୍ଲା ଯୋଜନା ବୋଡ଼ର ଅଧ୍ୟକ୍ଷ ଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର