ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

The Sakala Picture
Published On

ବାରିପଦା : ମୟୂରଭଞ୍ଜ ଜିଲ୍ଲାର କୁଳିଅଣା ବ୍ଲକର ସହକାରୀ ଯନ୍ତ୍ରୀ ଧରିଆ ମାଝୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢାଉ ଏକ ସଂଗରେ ପାଂଚଟି ଜାଗାରେ କରାଯାଉଛି। କୁଳିଅଣା ଅଫିସ, ବାରିପଦାର କାଳିକାପୁର ବାସଭବନ, କୋଷ୍ଠା ଠାରେ ଥିବା ମାର୍କେଟ କମ୍ପ୍ଲେକ୍ସ, ଶୁଳିଆପଦାର ବଡଶୁକ୍ରୁଳିଆଖୋଲ ଠାରେ ଥିବା ପୈତୃକ ଘର ଏବଂ ବଡ଼ସାହିର ଧନଶୁଳା ଗ୍ରାମରେ ଥିବା ଶ୍ୱଶୁର ଘର ଉପରେ ଏକ ସଂଗରେ ଚଢାଉ ଚାଲିଛି। ବାଲେଶ୍ଵର ଭିଜିଲାନ୍ସ ଏସପି […]

ବାରିପଦା : ମୟୂରଭଞ୍ଜ ଜିଲ୍ଲାର କୁଳିଅଣା ବ୍ଲକର ସହକାରୀ ଯନ୍ତ୍ରୀ ଧରିଆ ମାଝୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢାଉ ଏକ ସଂଗରେ ପାଂଚଟି ଜାଗାରେ କରାଯାଉଛି। କୁଳିଅଣା ଅଫିସ, ବାରିପଦାର କାଳିକାପୁର ବାସଭବନ, କୋଷ୍ଠା ଠାରେ ଥିବା ମାର୍କେଟ କମ୍ପ୍ଲେକ୍ସ, ଶୁଳିଆପଦାର ବଡଶୁକ୍ରୁଳିଆଖୋଲ ଠାରେ ଥିବା ପୈତୃକ ଘର ଏବଂ ବଡ଼ସାହିର ଧନଶୁଳା ଗ୍ରାମରେ ଥିବା ଶ୍ୱଶୁର ଘର ଉପରେ ଏକ ସଂଗରେ ଚଢାଉ ଚାଲିଛି। ବାଲେଶ୍ଵର ଭିଜିଲାନ୍ସ ଏସପି ସନ୍ତୋଷ କୁମାର ମିଶ୍ରଙ୍କ ନିର୍ଦ୍ଦେଶରେ ଏକ ସଂଗରେ ୪ ଟିମ ତଦନ୍ତ ଆରମ୍ଭ କରିଛନ୍ତି। ଉଭୟ ମୟୂରଭଞ୍ଜ ଏବଂ ବାଲେଶ୍ବର ଭିଜିଲାନ୍ସ ବିଭାଗର ଅଧିକାରୀମାନେ ଏହି ଚଢାଉରେ ନିୟୋଜିତ ହୋଇଛନ୍ତି। ସମ୍ପୂର୍ଣ ଆକଳନ ପରେ ସମ୍ପତ୍ତିର ମୂଲ୍ୟ ଜଣାପଡିବ ବୋଲି ବାଲେଶ୍ବର ଭିଜିଲାନ୍ସ ଏସପି କହିଛନ୍ତି।

ଆହୁରି ପଢ଼ନ୍ତୁ: ବ୍ୟାଙ୍କ୍‌କୁ ଜମା ପାଇଁ ଗଲା ବେଳେ ୨ଟି ବାଇକ୍‌ରେ ଆସି ୨ ଲକ୍ଷ ଝାମ୍ପିନେଲେ ଲୁଟେରା

20 Jul 2021 By The Sakala

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

ବାରିପଦା : ମୟୂରଭଞ୍ଜ ଜିଲ୍ଲାର କୁଳିଅଣା ବ୍ଲକର ସହକାରୀ ଯନ୍ତ୍ରୀ ଧରିଆ ମାଝୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢାଉ ଏକ ସଂଗରେ ପାଂଚଟି ଜାଗାରେ କରାଯାଉଛି। କୁଳିଅଣା ଅଫିସ, ବାରିପଦାର କାଳିକାପୁର ବାସଭବନ, କୋଷ୍ଠା ଠାରେ ଥିବା ମାର୍କେଟ କମ୍ପ୍ଲେକ୍ସ, ଶୁଳିଆପଦାର ବଡଶୁକ୍ରୁଳିଆଖୋଲ ଠାରେ ଥିବା ପୈତୃକ ଘର ଏବଂ ବଡ଼ସାହିର ଧନଶୁଳା ଗ୍ରାମରେ ଥିବା ଶ୍ୱଶୁର ଘର ଉପରେ ଏକ ସଂଗରେ ଚଢାଉ ଚାଲିଛି। ବାଲେଶ୍ଵର ଭିଜିଲାନ୍ସ ଏସପି ସନ୍ତୋଷ କୁମାର ମିଶ୍ରଙ୍କ ନିର୍ଦ୍ଦେଶରେ ଏକ ସଂଗରେ ୪ ଟିମ ତଦନ୍ତ ଆରମ୍ଭ କରିଛନ୍ତି। ଉଭୟ ମୟୂରଭଞ୍ଜ ଏବଂ ବାଲେଶ୍ବର ଭିଜିଲାନ୍ସ ବିଭାଗର ଅଧିକାରୀମାନେ ଏହି ଚଢାଉରେ ନିୟୋଜିତ ହୋଇଛନ୍ତି। ସମ୍ପୂର୍ଣ ଆକଳନ ପରେ ସମ୍ପତ୍ତିର ମୂଲ୍ୟ ଜଣାପଡିବ ବୋଲି ବାଲେଶ୍ବର ଭିଜିଲାନ୍ସ ଏସପି କହିଛନ୍ତି।

https://www.thesakala.in/latest-odisha-news/assistant-engineer-in-vigilance-network/article-3929
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର