ଏସଟିଏଫକୁ ବଡ଼ ସଫଳତା: କଟକରୁ ବେଆଇନ ବନ୍ଧୁକ କାରଖାନା ଠାବ, ୪ ଗିରଫ

The Sakala Picture
Published On

କଟକ: କଟକ ବୟାଳିଶି ମୌଜାରେ ବେଆଇନ ବନ୍ଧୁକ କାରଖାନା ଠାବ ହୋଇଛି। ୩୦ରୁ ଅଧିକ ବନ୍ଧୁକ ସହ ୪ ଜଣଙ୍କୁ ଗିରଫ କରିଛି ଏସଟିଏଫ୍। ଦୀର୍ଘ ଦିନରୁ ଏଠାରେ ବେଆଇନ ଭାବେ ବନ୍ଧୁକ ତିଆରି କରାଯାଉଥିଲା। ଏବଂ ରାଜ୍ୟର ବିଭିନ୍ନ ଅଞ୍ଚଳକୁ ସପ୍ଲାଏ କରାଯାଉଥିଲା। କୌଣସି ବିଶ୍ଵସ୍ଥ ସୂତ୍ରରୁ ଖବର ପାଇ ଆଜି ଏସଟିଏଫ୍ ଟିମ୍ ବନ୍ଧୁକ କାରଖାନା ଉପରେ ଚଢାଉ କରିଥିଲା।  ସେଠାରୁ ୩୦ରୁ ଅଧିକ ବେଆଇନ୍ ବନ୍ଧୁକ ଜବତ କରିବା ସହ ୪ ଜଣଙ୍କୁ […]

କଟକ: କଟକ ବୟାଳିଶି ମୌଜାରେ ବେଆଇନ ବନ୍ଧୁକ କାରଖାନା ଠାବ ହୋଇଛି। ୩୦ରୁ ଅଧିକ ବନ୍ଧୁକ ସହ ୪ ଜଣଙ୍କୁ ଗିରଫ କରିଛି ଏସଟିଏଫ୍। ଦୀର୍ଘ ଦିନରୁ ଏଠାରେ ବେଆଇନ ଭାବେ ବନ୍ଧୁକ ତିଆରି କରାଯାଉଥିଲା। ଏବଂ ରାଜ୍ୟର ବିଭିନ୍ନ ଅଞ୍ଚଳକୁ ସପ୍ଲାଏ କରାଯାଉଥିଲା। କୌଣସି ବିଶ୍ଵସ୍ଥ ସୂତ୍ରରୁ ଖବର ପାଇ ଆଜି ଏସଟିଏଫ୍ ଟିମ୍ ବନ୍ଧୁକ କାରଖାନା ଉପରେ ଚଢାଉ କରିଥିଲା।  ସେଠାରୁ ୩୦ରୁ ଅଧିକ ବେଆଇନ୍ ବନ୍ଧୁକ ଜବତ କରିବା ସହ ୪ ଜଣଙ୍କୁ ଗିରଫ କରିଛି।

ଆହୁରି ପଢ଼ନ୍ତୁ: କରୁର ଦଳାଚକଟା ମାମଲା: ଅଭିନେତା ତଥା TVK ମୁଖ୍ୟ ବିଜୟଙ୍କୁ ସିବିଆଇ ସମନ

13 Mar 2025 By The Sakala

ଏସଟିଏଫକୁ ବଡ଼ ସଫଳତା: କଟକରୁ ବେଆଇନ ବନ୍ଧୁକ କାରଖାନା ଠାବ, ୪ ଗିରଫ

କଟକ: କଟକ ବୟାଳିଶି ମୌଜାରେ ବେଆଇନ ବନ୍ଧୁକ କାରଖାନା ଠାବ ହୋଇଛି। ୩୦ରୁ ଅଧିକ ବନ୍ଧୁକ ସହ ୪ ଜଣଙ୍କୁ ଗିରଫ କରିଛି ଏସଟିଏଫ୍। ଦୀର୍ଘ ଦିନରୁ ଏଠାରେ ବେଆଇନ ଭାବେ ବନ୍ଧୁକ ତିଆରି କରାଯାଉଥିଲା। ଏବଂ ରାଜ୍ୟର ବିଭିନ୍ନ ଅଞ୍ଚଳକୁ ସପ୍ଲାଏ କରାଯାଉଥିଲା। କୌଣସି ବିଶ୍ଵସ୍ଥ ସୂତ୍ରରୁ ଖବର ପାଇ ଆଜି ଏସଟିଏଫ୍ ଟିମ୍ ବନ୍ଧୁକ କାରଖାନା ଉପରେ ଚଢାଉ କରିଥିଲା।  ସେଠାରୁ ୩୦ରୁ ଅଧିକ ବେଆଇନ୍ ବନ୍ଧୁକ ଜବତ କରିବା ସହ ୪ ଜଣଙ୍କୁ ଗିରଫ କରିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର