କନ୍ଧମାଳ କଳିଙ୍ଗା ଘାଟିରେ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ, ୧୫ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ

The Sakala Picture
Published On

କନ୍ଧମାଳ: କନ୍ଧମାଳ କଳିଙ୍ଗା ଘାଟିରେ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣାରେ ୧୫ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ ହୋଇଛନ୍ତି । ଗଞ୍ଜାମ ଜିଲ୍ଲା କଳିଙ୍ଗା ଘାଟିରେ ଖମ୍ବେଶ୍ଵରୀ ନାମକ ଏକ ଘରୋଇ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣାରେ ଆହତ ହୋଇଥିବା ଯାତ୍ରୀମାନଙ୍କୁ ୩ଟି ୧୦୮ ଆମ୍ବୁଲାନ୍ସ ଯୋଗେ ନିକଟସ୍ଥ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ତେବେ ସେଥିରୁ କିଛିଜଣକ ଅବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁର ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବସଟି […]

କନ୍ଧମାଳ: କନ୍ଧମାଳ କଳିଙ୍ଗା ଘାଟିରେ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣାରେ ୧୫ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ ହୋଇଛନ୍ତି । ଗଞ୍ଜାମ ଜିଲ୍ଲା କଳିଙ୍ଗା ଘାଟିରେ ଖମ୍ବେଶ୍ଵରୀ ନାମକ ଏକ ଘରୋଇ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣାରେ ଆହତ ହୋଇଥିବା ଯାତ୍ରୀମାନଙ୍କୁ ୩ଟି ୧୦୮ ଆମ୍ବୁଲାନ୍ସ ଯୋଗେ ନିକଟସ୍ଥ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ତେବେ ସେଥିରୁ କିଛିଜଣକ ଅବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁର ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବସଟି ଛତିଶଗଡ଼ର ରାୟପୁରରୁ ବ୍ରହ୍ମପୁର ଅଭିମୁଖେ ଆସୁଥିବାବେଳେ ଦୁର୍ଘଟଣା ଘଟିଥିଲା। ବସରେ ପ୍ରାୟ ୪୦ରୁ ଅଧିକ ଯାତ୍ରୀ ଥିଲେ। ଘଟଣା ସ୍ଥଳରେ ଅଗ୍ନିଶମବାହିନୀ ପହଞ୍ଚି ଆହତ ଯାତ୍ରୀଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ଭଞ୍ଜନଗର ମେଡିକାଲରେ ଭର୍ତ୍ତି କରିଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି ।

ଆହୁରି ପଢ଼ନ୍ତୁ: ଗାଧୋଇବା ହେଲା କାଳ, ପୋଖରୀରେ ବୁଡି ଦୁଇ ନାବାଳିକା ମୃତ

14 Mar 2025 By The Sakala

କନ୍ଧମାଳ କଳିଙ୍ଗା ଘାଟିରେ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ, ୧୫ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ

କନ୍ଧମାଳ: କନ୍ଧମାଳ କଳିଙ୍ଗା ଘାଟିରେ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣାରେ ୧୫ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ ହୋଇଛନ୍ତି । ଗଞ୍ଜାମ ଜିଲ୍ଲା କଳିଙ୍ଗା ଘାଟିରେ ଖମ୍ବେଶ୍ଵରୀ ନାମକ ଏକ ଘରୋଇ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣାରେ ଆହତ ହୋଇଥିବା ଯାତ୍ରୀମାନଙ୍କୁ ୩ଟି ୧୦୮ ଆମ୍ବୁଲାନ୍ସ ଯୋଗେ ନିକଟସ୍ଥ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ତେବେ ସେଥିରୁ କିଛିଜଣକ ଅବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁର ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବସଟି ଛତିଶଗଡ଼ର ରାୟପୁରରୁ ବ୍ରହ୍ମପୁର ଅଭିମୁଖେ ଆସୁଥିବାବେଳେ ଦୁର୍ଘଟଣା ଘଟିଥିଲା। ବସରେ ପ୍ରାୟ ୪୦ରୁ ଅଧିକ ଯାତ୍ରୀ ଥିଲେ। ଘଟଣା ସ୍ଥଳରେ ଅଗ୍ନିଶମବାହିନୀ ପହଞ୍ଚି ଆହତ ଯାତ୍ରୀଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ଭଞ୍ଜନଗର ମେଡିକାଲରେ ଭର୍ତ୍ତି କରିଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି ।

https://www.thesakala.in/latest-odisha-news/passenger-bus-overturns-in-kandhamas-kalinga-ghati-many-injured/article-39329
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର