ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ସରିଲା ଶ୍ରୀଜିଉଙ୍କର ନବଦିନାତ୍ମକ ଯାତ୍ରା, ରତ୍ନବେଦୀକୁ ବାହୁଡୁଛନ୍ତି ଶ୍ରୀଜିଉ

The Sakala Picture
Published On

ପୁରୀ: ସରିଲା ଶ୍ରୀଜିଉଙ୍କର ନବଦିନାତ୍ମକ ଯାତ୍ରା। ଜନ୍ମବେଦୀରେ ଲୀଳାଖେଳା ସାରି ଶ୍ରୀମନ୍ଦିର ରତ୍ନବେଦୀ ଅଭିମୁଖେ ବାହୁଡୁଛନ୍ତି ଶ୍ରୀଜିଉ। ଗୁଣ୍ଡିଚା ମନ୍ଦିରରୁ ଆରମ୍ଭ ହୋଇଛି ରଥଟଣା। ବଡ଼ଦାଣ୍ଡରେ ଗଡ଼ିଲା ବଳଭଦ୍ରଙ୍କ ତାଳଧ୍ୱଜ ରଥ । ଆଗେଆଗେ ଯାଉଛନ୍ତି ବଡଭାଇ ବଳଭଦ୍ର। https://www.youtube.com/watch?v=vsPaRjZzAA4 ସେପଟେ ବାଟରେ ମାଉସୀ ଘରେ ମାଉସୀ ପରସି ଦେବେ ସ୍ନେହର ପୋଡ଼ ପିଠା। କାଳିଆକୁ ଭାରି ପସନ୍ଦ ପୋଡ଼ ପିଠା। ସେଥିପାଇଁ ତ ମାଉସୀ ବିଭିନ୍ନ ପ୍ରକାରର ସ୍ୱାଦିଷ୍ଟ ବ୍ୟଞ୍ଜନରେ ତିଆରି କରିଛି କାଳିଆ ପାଇଁ […]

ପୁରୀ: ସରିଲା ଶ୍ରୀଜିଉଙ୍କର ନବଦିନାତ୍ମକ ଯାତ୍ରା। ଜନ୍ମବେଦୀରେ ଲୀଳାଖେଳା ସାରି ଶ୍ରୀମନ୍ଦିର ରତ୍ନବେଦୀ ଅଭିମୁଖେ ବାହୁଡୁଛନ୍ତି ଶ୍ରୀଜିଉ। ଗୁଣ୍ଡିଚା ମନ୍ଦିରରୁ ଆରମ୍ଭ ହୋଇଛି ରଥଟଣା। ବଡ଼ଦାଣ୍ଡରେ ଗଡ଼ିଲା ବଳଭଦ୍ରଙ୍କ ତାଳଧ୍ୱଜ ରଥ । ଆଗେଆଗେ ଯାଉଛନ୍ତି ବଡଭାଇ ବଳଭଦ୍ର।

ଆହୁରି ପଢ଼ନ୍ତୁ: 'ଏ ଡାଏରୀ ସେ ଡାଏରୀ ନୁହେଁ', ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକାଙ୍କ ମୃତ୍ୟୁ ଘଟଣାରେ ସାମ୍ନାକୁ ଆସିଲା ଭଉଣୀଙ୍କ ବିସ୍ଫୋରକ ତଥ୍ୟ

https://www.youtube.com/watch?v=vsPaRjZzAA4

ଆହୁରି ପଢ଼ନ୍ତୁ: ନିଶା ଔଷଧ ସ୍ପ୍ରେ କରି ଘରୁ ୨୫ ଲକ୍ଷର ସୁନା ଗହଣା ସହ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ସେପଟେ ବାଟରେ ମାଉସୀ ଘରେ ମାଉସୀ ପରସି ଦେବେ ସ୍ନେହର ପୋଡ଼ ପିଠା। କାଳିଆକୁ ଭାରି ପସନ୍ଦ ପୋଡ଼ ପିଠା। ସେଥିପାଇଁ ତ ମାଉସୀ ବିଭିନ୍ନ ପ୍ରକାରର ସ୍ୱାଦିଷ୍ଟ ବ୍ୟଞ୍ଜନରେ ତିଆରି କରିଛି କାଳିଆ ପାଇଁ ପୋଡ଼ ପିଠା। ଫେରିବା ବାଟରେ ଶ୍ରୀଜିଉଙ୍କୁ ମାଉସୀ ମା’ ମନ୍ଦିରରେ ପୋଡ଼ପିଠା ଲାଗି ହେବ।

ଆହୁରି ପଢ଼ନ୍ତୁ: ମୟୂରଭଞ୍ଜରେ ଲଜ୍ଜ୍ୟା; ନାବାଳିକାକୁ ଟେକିନେଇ ଗଣଦୁଷ୍କର୍ମ ଅଭିଯୋଗ, ୩ ଅଟକ

20 Jul 2021 By The Sakala

ସରିଲା ଶ୍ରୀଜିଉଙ୍କର ନବଦିନାତ୍ମକ ଯାତ୍ରା, ରତ୍ନବେଦୀକୁ ବାହୁଡୁଛନ୍ତି ଶ୍ରୀଜିଉ

ପୁରୀ: ସରିଲା ଶ୍ରୀଜିଉଙ୍କର ନବଦିନାତ୍ମକ ଯାତ୍ରା। ଜନ୍ମବେଦୀରେ ଲୀଳାଖେଳା ସାରି ଶ୍ରୀମନ୍ଦିର ରତ୍ନବେଦୀ ଅଭିମୁଖେ ବାହୁଡୁଛନ୍ତି ଶ୍ରୀଜିଉ। ଗୁଣ୍ଡିଚା ମନ୍ଦିରରୁ ଆରମ୍ଭ ହୋଇଛି ରଥଟଣା। ବଡ଼ଦାଣ୍ଡରେ ଗଡ଼ିଲା ବଳଭଦ୍ରଙ୍କ ତାଳଧ୍ୱଜ ରଥ । ଆଗେଆଗେ ଯାଉଛନ୍ତି ବଡଭାଇ ବଳଭଦ୍ର।

https://www.youtube.com/watch?v=vsPaRjZzAA4

ସେପଟେ ବାଟରେ ମାଉସୀ ଘରେ ମାଉସୀ ପରସି ଦେବେ ସ୍ନେହର ପୋଡ଼ ପିଠା। କାଳିଆକୁ ଭାରି ପସନ୍ଦ ପୋଡ଼ ପିଠା। ସେଥିପାଇଁ ତ ମାଉସୀ ବିଭିନ୍ନ ପ୍ରକାରର ସ୍ୱାଦିଷ୍ଟ ବ୍ୟଞ୍ଜନରେ ତିଆରି କରିଛି କାଳିଆ ପାଇଁ ପୋଡ଼ ପିଠା। ଫେରିବା ବାଟରେ ଶ୍ରୀଜିଉଙ୍କୁ ମାଉସୀ ମା’ ମନ୍ଦିରରେ ପୋଡ଼ପିଠା ଲାଗି ହେବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର