ପ୍ରଥମ ଶ୍ରେଣୀ ନାମଲେଖା, ବୟସ ଦ୍ବନ୍ଦ୍ବ ଦୂର କଲା ଗଣଶିକ୍ଷା ବିଭାଗ…

The Sakala Picture
Published On

ଭୁବନେଶ୍ବର: ପ୍ରଥମ ଶ୍ରେଣୀ ନାମଲେଖା ନେଇ ବୟସ ଦ୍ବନ୍ଦ୍ବ ଦୂର କଲା ଗଣଶିକ୍ଷା ବିଭାଗ। ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ପିଲାର ବୟସ ୬ କିମ୍ବା ତଦୁର୍ଦ୍ଧ ଜରୁରୀ। ୨୦୨୫-୨୬ ଶିକ୍ଷା ବର୍ଷରୁ ନିୟମ କାର୍ଯ୍ୟକାରୀ ନେଇ ନିର୍ଦ୍ଦେଶ ଦିଆଯାଇଛି। ଜାତୀୟ ଶିକ୍ଷାନୀତି-୨୦୨୦ ଆଧାରରେ ନିୟମ ଲାଗୁ ନିଷ୍ପତ୍ତି ହୋଇଛି। ୬ ବର୍ଷ ବୟସ ଗଣନା ନେଇ ମଧ୍ୟ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ କରାଯାଇଛି। ମାର୍ଚ୍ଚ ୩୧ ପରିବର୍ତ୍ତେ ସେପ୍ଟେମ୍ବର ୧ ତାରିଖକୁ ବୟସ ସୀମା ଧରାଯିବ। […]

ଭୁବନେଶ୍ବର: ପ୍ରଥମ ଶ୍ରେଣୀ ନାମଲେଖା ନେଇ ବୟସ ଦ୍ବନ୍ଦ୍ବ ଦୂର କଲା ଗଣଶିକ୍ଷା ବିଭାଗ। ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ପିଲାର ବୟସ ୬ କିମ୍ବା ତଦୁର୍ଦ୍ଧ ଜରୁରୀ। ୨୦୨୫-୨୬ ଶିକ୍ଷା ବର୍ଷରୁ ନିୟମ କାର୍ଯ୍ୟକାରୀ ନେଇ ନିର୍ଦ୍ଦେଶ ଦିଆଯାଇଛି। ଜାତୀୟ ଶିକ୍ଷାନୀତି-୨୦୨୦ ଆଧାରରେ ନିୟମ ଲାଗୁ ନିଷ୍ପତ୍ତି ହୋଇଛି। ୬ ବର୍ଷ ବୟସ ଗଣନା ନେଇ ମଧ୍ୟ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ କରାଯାଇଛି। ମାର୍ଚ୍ଚ ୩୧ ପରିବର୍ତ୍ତେ ସେପ୍ଟେମ୍ବର ୧ ତାରିଖକୁ ବୟସ ସୀମା ଧରାଯିବ। ସେପ୍ଟେମ୍ବର ୧ ସୁଦ୍ଧା ବୟସ ୬ କିମ୍ବା ତଦୁର୍ଦ୍ଧ ହେଲେ ପ୍ରଥମ ଶ୍ରେଣୀ ନାମ ଲେଖାଇ ପାରିବେ ପିଲା।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ଅକ୍ଷୟ ତୃତୀୟା, ଶ୍ରୀକ୍ଷେତ୍ରରେ ହେବ ବିଶ୍ୱ ନିୟନ୍ତାଙ୍କ ରଥଯାତ୍ରା ପାଇଁ ରଥକାଠ ଅନୁକୂଳ

ଆହୁରି ପଢ଼ନ୍ତୁ: ଦିନ ୧୧ଟାରୁ ୩ଟା ଭିତରେ ହେବନି ଜନ ଗଣନା, ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜସ୍ୱ ବିଭାଗର ନିଷ୍ପତ୍ତି

18 Mar 2025 By The Sakala

ପ୍ରଥମ ଶ୍ରେଣୀ ନାମଲେଖା, ବୟସ ଦ୍ବନ୍ଦ୍ବ ଦୂର କଲା ଗଣଶିକ୍ଷା ବିଭାଗ…

ଭୁବନେଶ୍ବର: ପ୍ରଥମ ଶ୍ରେଣୀ ନାମଲେଖା ନେଇ ବୟସ ଦ୍ବନ୍ଦ୍ବ ଦୂର କଲା ଗଣଶିକ୍ଷା ବିଭାଗ। ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ପିଲାର ବୟସ ୬ କିମ୍ବା ତଦୁର୍ଦ୍ଧ ଜରୁରୀ। ୨୦୨୫-୨୬ ଶିକ୍ଷା ବର୍ଷରୁ ନିୟମ କାର୍ଯ୍ୟକାରୀ ନେଇ ନିର୍ଦ୍ଦେଶ ଦିଆଯାଇଛି। ଜାତୀୟ ଶିକ୍ଷାନୀତି-୨୦୨୦ ଆଧାରରେ ନିୟମ ଲାଗୁ ନିଷ୍ପତ୍ତି ହୋଇଛି। ୬ ବର୍ଷ ବୟସ ଗଣନା ନେଇ ମଧ୍ୟ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ କରାଯାଇଛି। ମାର୍ଚ୍ଚ ୩୧ ପରିବର୍ତ୍ତେ ସେପ୍ଟେମ୍ବର ୧ ତାରିଖକୁ ବୟସ ସୀମା ଧରାଯିବ। ସେପ୍ଟେମ୍ବର ୧ ସୁଦ୍ଧା ବୟସ ୬ କିମ୍ବା ତଦୁର୍ଦ୍ଧ ହେଲେ ପ୍ରଥମ ଶ୍ରେଣୀ ନାମ ଲେଖାଇ ପାରିବେ ପିଲା।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର