ଏପ୍ରିଲ ୧ରୁ ଭୁବନେଶ୍ବରରୁ ଗୋଆକୁ ଉଡ଼ିବ ବିମାନ

The Sakala Picture
Published On

ଭୁବନେଶ୍ୱର: ଭୁବନେଶ୍ବରରୁ ଗୋଆକୁ ଉଡ଼ିବ ବିମାନ । ଏପ୍ରିଲ ୧ରୁ ଭୁବନେଶ୍ବରରୁ ଗୋଆକୁ ଉଡ଼ିବ ବିମାନ । ଆସନ୍ତା ଅପ୍ରେଲ୍‌ ୧ ତାରିଖ ଉତ୍କଳ ଦିବସ ଅବସରରେ ଓଡ଼ିଶାରୁ ଗୋଆକୁ ସିଧାସଳଖ ବିମାନ ସେବା ଉପଲବ୍ଧ ହେବ । ପ୍ରତି ମଙ୍ଗଳବାର, ବୁଧବାର, ଗୁରୁବାର ଓ ଶନିବାର ଦିନ ଭୁବନେଶ୍ବରରୁ ଗୋଆକୁ ବିମାନ ଚଳାଚଳ କରିବ। ଘରୋଇ ବିମାନ କଂପାନି ‘ଇଣ୍ଡିଗୋ’ରେ ଭୁବନେଶ୍ବରରୁ ବିମାନଯାତ୍ରୀମାନେ ଗୋଆ ଯାଇପାରିବେ। ପୁଣି ଗୋଆରୁ ଇଣ୍ଡିଗୋର ବିମାନରେ ଭୁବନେଶ୍ବର ଫେରିପାରିବେ।

ଆହୁରି ପଢ଼ନ୍ତୁ: ପବିତ୍ର ଅକ୍ଷୟ ତୃତୀୟାରେ ଚାଷୀଙ୍କ ଆକାଉଣ୍ଟକୁ ଗଲା ସିଏମ୍‌ କିଷାନ ଟଙ୍କା

20 Mar 2025 By The Sakala

ଏପ୍ରିଲ ୧ରୁ ଭୁବନେଶ୍ବରରୁ ଗୋଆକୁ ଉଡ଼ିବ ବିମାନ

ଭୁବନେଶ୍ୱର: ଭୁବନେଶ୍ବରରୁ ଗୋଆକୁ ଉଡ଼ିବ ବିମାନ । ଏପ୍ରିଲ ୧ରୁ ଭୁବନେଶ୍ବରରୁ ଗୋଆକୁ ଉଡ଼ିବ ବିମାନ । ଆସନ୍ତା ଅପ୍ରେଲ୍‌ ୧ ତାରିଖ ଉତ୍କଳ ଦିବସ ଅବସରରେ ଓଡ଼ିଶାରୁ ଗୋଆକୁ ସିଧାସଳଖ ବିମାନ ସେବା ଉପଲବ୍ଧ ହେବ । ପ୍ରତି ମଙ୍ଗଳବାର, ବୁଧବାର, ଗୁରୁବାର ଓ ଶନିବାର ଦିନ ଭୁବନେଶ୍ବରରୁ ଗୋଆକୁ ବିମାନ ଚଳାଚଳ କରିବ। ଘରୋଇ ବିମାନ କଂପାନି ‘ଇଣ୍ଡିଗୋ’ରେ ଭୁବନେଶ୍ବରରୁ ବିମାନଯାତ୍ରୀମାନେ ଗୋଆ ଯାଇପାରିବେ। ପୁଣି ଗୋଆରୁ ଇଣ୍ଡିଗୋର ବିମାନରେ ଭୁବନେଶ୍ବର ଫେରିପାରିବେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର