ଆସନ୍ତାକାଲିଠୁ ରାଜ୍ୟରେ ସକାଳୁଆ ସ୍କୁଲ୍, ସକାଳ ୬ଟା ୩୦ରୁ ଆରମ୍ଭ ହୋଇ ୧୦ଟା ୩୦ରେ ସରିବ ପାଠପଢ଼ା

The Sakala Picture
Published On

ଭୁବନେଶ୍ୱର: ଆସନ୍ତାକାଲିଠୁ ସକାଳୁଆ ସ୍କୁଲ୍ । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ପାଠପଢ଼ା ସମୟରେ ପରିବର୍ତ୍ତନ କରିଛନ୍ତି ରାଜ୍ୟ ସରକାର । ସକାଳ ୬ଟା ୩୦ରୁ ଆରମ୍ଭ ହୋଇ ୧୦ଟା ୩୦ରେ ସରିବ ପାଠପଢ଼ା । ଏହି ନିୟମ ତତକ୍ଷଣାତ ଲାଗୁ କରିବା ପାଇଁ ସବୁ ଜିଲ୍ଲାପାଳମାନଙ୍କୁ ଚିଠି ଲେଖିଛନ୍ତି ଗଣଶିକ୍ଷା ସଚିବ । ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି ହୋଇଛି। ସମସ୍ତ ସରକାରୀ ଓ ଘରୋଇ ସ୍କୁଲ ପାଇଁ ଏହି […]

ଭୁବନେଶ୍ୱର: ଆସନ୍ତାକାଲିଠୁ ସକାଳୁଆ ସ୍କୁଲ୍ । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ପାଠପଢ଼ା ସମୟରେ ପରିବର୍ତ୍ତନ କରିଛନ୍ତି ରାଜ୍ୟ ସରକାର । ସକାଳ ୬ଟା ୩୦ରୁ ଆରମ୍ଭ ହୋଇ ୧୦ଟା ୩୦ରେ ସରିବ ପାଠପଢ଼ା । ଏହି ନିୟମ ତତକ୍ଷଣାତ ଲାଗୁ କରିବା ପାଇଁ ସବୁ ଜିଲ୍ଲାପାଳମାନଙ୍କୁ ଚିଠି ଲେଖିଛନ୍ତି ଗଣଶିକ୍ଷା ସଚିବ । ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି ହୋଇଛି। ସମସ୍ତ ସରକାରୀ ଓ ଘରୋଇ ସ୍କୁଲ ପାଇଁ ଏହି ନିର୍ଦ୍ଦେଶ ଲାଗୁ ହେବ ।

ଆହୁରି ପଢ଼ନ୍ତୁ: ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ନବୀନ

ବିଜ୍ଞପ୍ତି ଅନୁସାରେ ଆସନ୍ତାକାଲି (ଶୁକ୍ରବାର) ଠାରୁ ବିଦ୍ୟାଳୟଗୁଡ଼ିକରେ ସକାଳୁଆ ପାଠ ପଢ଼ା ହେବ। ପାଠପଢ଼ା ସକାଳ ୬ଟା ୩୦ରୁ ଆରମ୍ଭ ହୋଇ ୧୦ଟା ୩୦ ପର୍ଯ୍ୟନ୍ତ ଜାରି ରହିବ। ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଇଁ ଲାଗୁ ହେବ ଏହି ସକାଳୁଆ ସ୍କୁଲ । ଗତ କିଛିଦିନ ଧରି ରାଜ୍ୟରେ ଜାରି ରହିଛି ଅସହ୍ୟ ଗ୍ରୀଷ୍ମ ପ୍ରବାହ । ରାଜ୍ୟର ବିଭିନ୍ନ ଜିଲ୍ଲାରେ ୪୦ ଡିଗ୍ରୀ ଉପରେ ରହୁଛି ତାପମାତ୍ରା । ଦିନକୁ ଦିନ ବଢୁଥିବା ତାପମାତ୍ରାକୁ ଦୃଷ୍ଟିରେ ରଖି ସରକାର ଏହି ପଦକ୍ଷେପ ନେଇଛନ୍ତି ।

ଆହୁରି ପଢ଼ନ୍ତୁ: ଏଣିକି ଯୋଜନା ବୋର୍ଡ ବଦଳରେ ହେବ SITI ଓଡ଼ିଶା, ସରକାରଙ୍କ ଥିଙ୍କ ଟ୍ୟାଙ୍କ ଭାବରେ କାର୍ଯ୍ୟ କରିବ

20 Mar 2025 By The Sakala

ଆସନ୍ତାକାଲିଠୁ ରାଜ୍ୟରେ ସକାଳୁଆ ସ୍କୁଲ୍, ସକାଳ ୬ଟା ୩୦ରୁ ଆରମ୍ଭ ହୋଇ ୧୦ଟା ୩୦ରେ ସରିବ ପାଠପଢ଼ା

ଭୁବନେଶ୍ୱର: ଆସନ୍ତାକାଲିଠୁ ସକାଳୁଆ ସ୍କୁଲ୍ । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ପାଠପଢ଼ା ସମୟରେ ପରିବର୍ତ୍ତନ କରିଛନ୍ତି ରାଜ୍ୟ ସରକାର । ସକାଳ ୬ଟା ୩୦ରୁ ଆରମ୍ଭ ହୋଇ ୧୦ଟା ୩୦ରେ ସରିବ ପାଠପଢ଼ା । ଏହି ନିୟମ ତତକ୍ଷଣାତ ଲାଗୁ କରିବା ପାଇଁ ସବୁ ଜିଲ୍ଲାପାଳମାନଙ୍କୁ ଚିଠି ଲେଖିଛନ୍ତି ଗଣଶିକ୍ଷା ସଚିବ । ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି ହୋଇଛି। ସମସ୍ତ ସରକାରୀ ଓ ଘରୋଇ ସ୍କୁଲ ପାଇଁ ଏହି ନିର୍ଦ୍ଦେଶ ଲାଗୁ ହେବ ।

ବିଜ୍ଞପ୍ତି ଅନୁସାରେ ଆସନ୍ତାକାଲି (ଶୁକ୍ରବାର) ଠାରୁ ବିଦ୍ୟାଳୟଗୁଡ଼ିକରେ ସକାଳୁଆ ପାଠ ପଢ଼ା ହେବ। ପାଠପଢ଼ା ସକାଳ ୬ଟା ୩୦ରୁ ଆରମ୍ଭ ହୋଇ ୧୦ଟା ୩୦ ପର୍ଯ୍ୟନ୍ତ ଜାରି ରହିବ। ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଇଁ ଲାଗୁ ହେବ ଏହି ସକାଳୁଆ ସ୍କୁଲ । ଗତ କିଛିଦିନ ଧରି ରାଜ୍ୟରେ ଜାରି ରହିଛି ଅସହ୍ୟ ଗ୍ରୀଷ୍ମ ପ୍ରବାହ । ରାଜ୍ୟର ବିଭିନ୍ନ ଜିଲ୍ଲାରେ ୪୦ ଡିଗ୍ରୀ ଉପରେ ରହୁଛି ତାପମାତ୍ରା । ଦିନକୁ ଦିନ ବଢୁଥିବା ତାପମାତ୍ରାକୁ ଦୃଷ୍ଟିରେ ରଖି ସରକାର ଏହି ପଦକ୍ଷେପ ନେଇଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର