ବିଧାନସଭା ଅପଡେଟ୍: ଭତ୍ତା ଅପକ୍ଷେରା ୬ ଲକ୍ଷ ୪ ହଜାର ୬୮୮ ଜଣ…

The Sakala Picture
Published On

ଭୁବନେଶ୍ବର: ରାଜ୍ୟରେ ୬ ଲକ୍ଷ ୪ ହଜାର ୬୮୮ ଜଣ ଭତ୍ତା ପାଇଁ ଅପେକ୍ଷାରେ ଅଛନ୍ତି। ଏ ନେଇ ବିଧାୟକ ସାରଦା ନାୟକଙ୍କ ପ୍ରଶ୍ନରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଗୃହରେ ଉତ୍ତର ରଖିଛନ୍ତି। -ଭିନ୍ନକ୍ଷମ ଭତ୍ତା ପାଇଁ ଆବେଦନ କରିଛନ୍ତି ୪୦, ୯୨୭ -ବିଧବା ଭତ୍ତା ପାଇଁ ଆବେଦନ କରିଛନ୍ତି ୬୧,୫୭୯ -ବାର୍ଦ୍ଧକ୍ୟ ଭତ୍ତା ପାଇଁ ଆବେଦନ କରିଛନ୍ତି ୪ ଲକ୍ଷ ୬୪ ହଜାର ୮୪୯ -କୁଷ୍ଠ ରୋଗୀ ଭତ୍ତା ପାଇଁ ଆବେଦନ କରିଛନ୍ତି ୨୬୯

ଭୁବନେଶ୍ବର: ରାଜ୍ୟରେ ୬ ଲକ୍ଷ ୪ ହଜାର ୬୮୮ ଜଣ ଭତ୍ତା ପାଇଁ ଅପେକ୍ଷାରେ ଅଛନ୍ତି। ଏ ନେଇ ବିଧାୟକ ସାରଦା ନାୟକଙ୍କ ପ୍ରଶ୍ନରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଗୃହରେ ଉତ୍ତର ରଖିଛନ୍ତି।

ଆହୁରି ପଢ଼ନ୍ତୁ: ଭାରତର ଏହି ରାଜ୍ୟରେ ୧୬ ବର୍ଷରୁ କମ୍ ପିଲାଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ୍...

-ଭିନ୍ନକ୍ଷମ ଭତ୍ତା ପାଇଁ ଆବେଦନ କରିଛନ୍ତି ୪୦, ୯୨୭
-ବିଧବା ଭତ୍ତା ପାଇଁ ଆବେଦନ କରିଛନ୍ତି ୬୧,୫୭୯
-ବାର୍ଦ୍ଧକ୍ୟ ଭତ୍ତା ପାଇଁ ଆବେଦନ କରିଛନ୍ତି ୪ ଲକ୍ଷ ୬୪ ହଜାର ୮୪୯
-କୁଷ୍ଠ ରୋଗୀ ଭତ୍ତା ପାଇଁ ଆବେଦନ କରିଛନ୍ତି ୨୬୯

21 Mar 2025 By The Sakala

ବିଧାନସଭା ଅପଡେଟ୍: ଭତ୍ତା ଅପକ୍ଷେରା ୬ ଲକ୍ଷ ୪ ହଜାର ୬୮୮ ଜଣ…

ଭୁବନେଶ୍ବର: ରାଜ୍ୟରେ ୬ ଲକ୍ଷ ୪ ହଜାର ୬୮୮ ଜଣ ଭତ୍ତା ପାଇଁ ଅପେକ୍ଷାରେ ଅଛନ୍ତି। ଏ ନେଇ ବିଧାୟକ ସାରଦା ନାୟକଙ୍କ ପ୍ରଶ୍ନରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଗୃହରେ ଉତ୍ତର ରଖିଛନ୍ତି।

-ଭିନ୍ନକ୍ଷମ ଭତ୍ତା ପାଇଁ ଆବେଦନ କରିଛନ୍ତି ୪୦, ୯୨୭
-ବିଧବା ଭତ୍ତା ପାଇଁ ଆବେଦନ କରିଛନ୍ତି ୬୧,୫୭୯
-ବାର୍ଦ୍ଧକ୍ୟ ଭତ୍ତା ପାଇଁ ଆବେଦନ କରିଛନ୍ତି ୪ ଲକ୍ଷ ୬୪ ହଜାର ୮୪୯
-କୁଷ୍ଠ ରୋଗୀ ଭତ୍ତା ପାଇଁ ଆବେଦନ କରିଛନ୍ତି ୨୬୯

https://www.thesakala.in/latest-odisha-news/assembly-update-604688-awaiting-for-allowance/article-39467
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର