ଅପରିବର୍ତ୍ତିତ ରହିଲା ବିଜୁଳି ଦର, ଛାଡ ହେବ ସ୍ମାର୍ଟ ମିଟର ରେଣ୍ଟ୍‌: OERC

The Sakala Picture
Published On

ଭୁବନେଶ୍ବର: ଓଡ଼ିଶା ବିଦ୍ୟୁତ୍ ନିୟାମକ ଆୟୋଗ ( OERC ) ପକ୍ଷରୁ ବଡ଼ ଘୋଷଣା । ଉପଭୋକ୍ତାଙ୍କ ପାଇଁ ବିଦ୍ୟୁତ ଟାରିଫ୍ ଅପରିବର୍ତ୍ତିତ ଘୋଷଣା କରାଯାଇଛି। ୨ କିଲୋ ୱାଟ୍ ପର୍ଯ୍ୟନ୍ତ ସ୍ମାର୍ଟ ମିଟର ରେଣ୍ଟ୍‌ ଛାଡ଼ କରାଯାଇଛି। ଡିଜିଟାଲ୍ ପେମେଣ୍ଟରେ ୪ ପ୍ରତିଶତ ରିହାତି ବଳବତ୍ତର ରଖଯାଇଛି। OERC ସଚିବ ପ୍ରିୟବ୍ରତ ପଟ୍ଟନାୟକ ସାମ୍ବାଦିକ ସମ୍ମିଳନୀ କରି ଏହି ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଚମକିବ କାଳିଆର ଶ୍ରୀମୁଖ: ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି, ଜାଣନ୍ତୁ କେତେବେଳେ ବନ୍ଦ ରହିବ ଦର୍ଶନ

24 Mar 2025 By The Sakala

ଅପରିବର୍ତ୍ତିତ ରହିଲା ବିଜୁଳି ଦର, ଛାଡ ହେବ ସ୍ମାର୍ଟ ମିଟର ରେଣ୍ଟ୍‌: OERC

ଭୁବନେଶ୍ବର: ଓଡ଼ିଶା ବିଦ୍ୟୁତ୍ ନିୟାମକ ଆୟୋଗ ( OERC ) ପକ୍ଷରୁ ବଡ଼ ଘୋଷଣା । ଉପଭୋକ୍ତାଙ୍କ ପାଇଁ ବିଦ୍ୟୁତ ଟାରିଫ୍ ଅପରିବର୍ତ୍ତିତ ଘୋଷଣା କରାଯାଇଛି। ୨ କିଲୋ ୱାଟ୍ ପର୍ଯ୍ୟନ୍ତ ସ୍ମାର୍ଟ ମିଟର ରେଣ୍ଟ୍‌ ଛାଡ଼ କରାଯାଇଛି। ଡିଜିଟାଲ୍ ପେମେଣ୍ଟରେ ୪ ପ୍ରତିଶତ ରିହାତି ବଳବତ୍ତର ରଖଯାଇଛି। OERC ସଚିବ ପ୍ରିୟବ୍ରତ ପଟ୍ଟନାୟକ ସାମ୍ବାଦିକ ସମ୍ମିଳନୀ କରି ଏହି ସୂଚନା ଦେଇଛନ୍ତି।

https://www.thesakala.in/latest-odisha-news/electricity-rates-remain-unchanged-smart-meter-rent-to-be-waived-oerc-says/article-39540
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର