କଂଗ୍ରେସର ୧୨ ବିଧାୟକ ବିଧାନସଭାରୁ ନିଲମ୍ବିତ, ବିଶୃଙ୍ଖଳା ଆଚରଣ ପାଇଁ ନିଲମ୍ବନ କଲେ ବାଚସ୍ପତି

The Sakala Picture
Published On

ଭୁବନେଶ୍ବର : କଂଗ୍ରେସର ୧୨ ବିଧାୟକଙ୍କୁ ବିଧାନସଭାରୁ ନିଲମ୍ବନ କରାଯାଇଛି। ବିଶୃଙ୍ଖଳା ଆଚରଣ ୧୨ ଜଣ ବିଧାୟକଙ୍କୁ ନିଲମ୍ବନ କରିଛନ୍ତି ବାଚସ୍ପତି ସୁରମା ପାଢୀ। କଂଗ୍ରେସ ଗୃହ ଚଳାଇ ଦେଉନଥିବା ଅଭିଯୋଗ ପରେ ୭ ଦିନ ପାଇଁ କଂଗ୍ରେସର ୧୨ ବିଧାୟକଙ୍କୁ ନିଲମ୍ବିନ କରାଯାଇଛି। କଂଗ୍ରେସ ବିଧାୟକ ଗୃହ ଚଳାଇ ଦେଉନଥିବା ଅଭିଯୋଗ କରିବା ସହ ବିଧାୟକଙ୍କ ନିଲମ୍ବନ ପାଇଁ ପ୍ରସ୍ତାବ ଆଣିଥିଲେ ସରକାରୀ ଦଳ ମୁଖ୍ୟ ସଚେତକ। ସରକାରୀ ଦଳ ମୁଖ୍ୟ ସଚେତକଙ୍କ ପ୍ରସ୍ତାବ ଆଧାରରେ […]

ଭୁବନେଶ୍ବର : କଂଗ୍ରେସର ୧୨ ବିଧାୟକଙ୍କୁ ବିଧାନସଭାରୁ ନିଲମ୍ବନ କରାଯାଇଛି। ବିଶୃଙ୍ଖଳା ଆଚରଣ ୧୨ ଜଣ ବିଧାୟକଙ୍କୁ ନିଲମ୍ବନ କରିଛନ୍ତି ବାଚସ୍ପତି ସୁରମା ପାଢୀ। କଂଗ୍ରେସ ଗୃହ ଚଳାଇ ଦେଉନଥିବା ଅଭିଯୋଗ ପରେ ୭ ଦିନ ପାଇଁ କଂଗ୍ରେସର ୧୨ ବିଧାୟକଙ୍କୁ ନିଲମ୍ବିନ କରାଯାଇଛି।

ଆହୁରି ପଢ଼ନ୍ତୁ: ଗୁରୁ ଦିବସରେ ଶିକ୍ଷକଙ୍କୁ ମିଳିବନି ସମ୍ମାନ; ଅନିର୍ଦ୍ଦିଷ୍ଟ କାଳ ଘୁଞ୍ଚିଲା ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ସମାରୋହ

କଂଗ୍ରେସ ବିଧାୟକ ଗୃହ ଚଳାଇ ଦେଉନଥିବା ଅଭିଯୋଗ କରିବା ସହ ବିଧାୟକଙ୍କ ନିଲମ୍ବନ ପାଇଁ ପ୍ରସ୍ତାବ ଆଣିଥିଲେ ସରକାରୀ ଦଳ ମୁଖ୍ୟ ସଚେତକ। ସରକାରୀ ଦଳ ମୁଖ୍ୟ ସଚେତକଙ୍କ ପ୍ରସ୍ତାବ ଆଧାରରେ ବାଚସ୍ପତି ସୁରମା ପାଢୀ ୭ ଦିନ ପାଇଁ କଂଗ୍ରେସର ୧୨ ବିଧାୟକଙ୍କୁ ନିଲମ୍ବିନ କରିଛନ୍ତି। ତାରାପ୍ରସାଦ ବାହିନୀପତି ଓ ରମେଶ ଜେନାଙ୍କୁ ଛାଡି କଂଗ୍ରେସର ବାକି ସମସ୍ତ ବିଧାୟକ ନିଲମ୍ବିତ ହୋଇଛନ୍ତି।

ଆହୁରି ପଢ଼ନ୍ତୁ: ନନ୍ଦନକାନନରେ ଦୁଇ ଏସିଆଟିକ୍ ସିଂହ ଶାବକଙ୍କ ଜନ୍ମ: ମୋଟ ସିଂହ ସଂଖ୍ୟା ୨୪କୁ ବୃଦ୍ଧି

ବିଧାନସଭାରୁ ନିଲମ୍ବିତ ହୋଇଥିବା ୧୨ ବିଧାୟକଙ୍କ ମଧ୍ୟରେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ, ସିଏସ୍‌ ରାଜନ ଏକ୍କା, ଦାସରଥୀ ଗମାଙ୍ଗ, ଅଶୋକ ଦାସ, ସତ୍ୟଜିତ ଗମାଙ୍ଗ, ସାଗର ଦାସ, ପ୍ରଫୁଲ୍ଲ ପ୍ରଧାନ,ମଙ୍ଗୁ ଖିଲ, ପବିତ୍ର ସାଉନ୍ତା, କାଡ୍ରାକା ଆପାଲାସ୍ବାମ, ନୀଳମାଧବ ହିକକା ଏବଂ ସୋଫିଆ ଫିର୍ଦ୍ଦୋସ ରହିଛନ୍ତି।

ଆହୁରି ପଢ଼ନ୍ତୁ: କଲେଜ ହଷ୍ଟେଲରୁ ଯୁକ୍ତ ଦୁଇ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର