ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର, ଏକକାଳୀନ ୭ଟି ସ୍ଥାନରେ ଚଢାଉ…

The Sakala Picture
Published On

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର। ଭୁବନେଶ୍ବର ଜଳଯୋଗାଣ ଓ ସ୍ବରେଜ୍ ବୋର୍ଡର ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର। ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର ଦେବାଶିଷ ସାହୁଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢାଉ ଜାରି ହୋଇଛି। ଖୋର୍ଦ୍ଧା, ଭୁବନେଶ୍ବର ଘର ସମେତ କଟକର ସଂପର୍କୀୟଙ୍କ ଘରେ ରେଡ୍ ଚାଲିଛି।

ଆହୁରି ପଢ଼ନ୍ତୁ: ଗହୀରମଥାରେ ଅଣ୍ଡା ନଦେଇ ଫେରିଗଲେ ଅଲିଭ ରିଡ଼ଲେ କଇଁଛ, ଚିନ୍ତାରେ ପରିବେଶବିତ୍

29 Mar 2025 By The Sakala

ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର, ଏକକାଳୀନ ୭ଟି ସ୍ଥାନରେ ଚଢାଉ…

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର। ଭୁବନେଶ୍ବର ଜଳଯୋଗାଣ ଓ ସ୍ବରେଜ୍ ବୋର୍ଡର ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର। ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର ଦେବାଶିଷ ସାହୁଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢାଉ ଜାରି ହୋଇଛି। ଖୋର୍ଦ୍ଧା, ଭୁବନେଶ୍ବର ଘର ସମେତ କଟକର ସଂପର୍କୀୟଙ୍କ ଘରେ ରେଡ୍ ଚାଲିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର