ପୋଲିସ ବାବୁଙ୍କ ନାଁରେ ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ଗିରଫ ହେଲେ ପୋଲିସ ଏସଆଇ ବିଜୟ ସାହୁ

The Sakala Picture
Published On

ଜଳେଶ୍ଵର: ପୁଣି ଖାକିରେ କଳଙ୍କ । ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଦୁଷ୍କର୍ମ କରି ଗର୍ଭବତୀ କରି ଧୋକା ଦେଲେ ମାଲକାନଗିରି SOGର ଟ୍ରେନିଂ ପ୍ରାପ୍ତ ସବଇନ୍ସପେକଟର ବିଜୟ କୁମାର ସାହୁ । ଯୁବତୀଙ୍କ ଅଭିଯୋଗ ପରେ ଗରିଫ କଲା ବାଲିଆପାଳ ପୋଲିସ । ସବଇନ୍ସପେକଟର ବିଜୟଙ୍କ ଘର ବାଲିଆପାଳ ବ୍ଳକ୍ ବଡତାଳ ପଦା ଗାଁରେ ବୋଲି ଜଣାପଡିଛି । ଯୁବତୀଙ୍କୁ ପ୍ରେମ ଜାଲରେ ଫସାଇ ଦୁଷ୍କର୍ମ କରିବା ସହ ଗର୍ଭବତୀ କରିଛନ୍ତି ପୋଲିସ ଏସଆଇ ଜଣକ । ପରେ ବିବାହ […]

ଜଳେଶ୍ଵର: ପୁଣି ଖାକିରେ କଳଙ୍କ । ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଦୁଷ୍କର୍ମ କରି ଗର୍ଭବତୀ କରି ଧୋକା ଦେଲେ ମାଲକାନଗିରି SOGର ଟ୍ରେନିଂ ପ୍ରାପ୍ତ ସବଇନ୍ସପେକଟର ବିଜୟ କୁମାର ସାହୁ । ଯୁବତୀଙ୍କ ଅଭିଯୋଗ ପରେ ଗରିଫ କଲା ବାଲିଆପାଳ ପୋଲିସ । ସବଇନ୍ସପେକଟର ବିଜୟଙ୍କ ଘର ବାଲିଆପାଳ ବ୍ଳକ୍ ବଡତାଳ ପଦା ଗାଁରେ ବୋଲି ଜଣାପଡିଛି । ଯୁବତୀଙ୍କୁ ପ୍ରେମ ଜାଲରେ ଫସାଇ ଦୁଷ୍କର୍ମ କରିବା ସହ ଗର୍ଭବତୀ କରିଛନ୍ତି ପୋଲିସ ଏସଆଇ ଜଣକ । ପରେ ବିବାହ କରିବାକୁ କଲେ ମନା କରିଥିବା ନେଇ ଥାନାରେ ଅଭିଯୋଗ ପରେ ପୋଲିସ ବାବୁଙ୍କୁ ଗିରଫ କରିଛି ପୋଲିସ ।

ଆହୁରି ପଢ଼ନ୍ତୁ: ଦିଲ୍ଲୀରେ ଛାତ୍ରଛାତ୍ରୀଙ୍କ ଉପରେ ପୁଲିସର ଦମନଲୀଳାକୁ ବିଜେଡି ସାଂସଦଙ୍କ ତୀବ୍ର ନିନ୍ଦା

ମିଳିଥିବା ସୂଚନା ଅନୁସାରେ, ବାଲେଶ୍ୱର ଜିଲ୍ଲା ବାଲିଆପାଳ ବ୍ଲକ ବଡ଼ ତାଳପଦା ଗ୍ରାମର ବିଜୟ ସାହୁ ଜଣେ ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିଥିଲେ । ଯୁବତୀ ଜଣଙ୍କ ଗର୍ଭବତୀ ହୋଇଥିଲେ । ହେଲେ ବିଜୟ ପୋଲିସ ଚାକିରି କରିବା ପରେ ଯୁବତୀଙ୍କୁ ବିବାହ କରିବାକୁ ମନା କରିଥିଲେ । ଏହାକୁ ନେଇ ଯୁବତୀ ଜଣଙ୍କ ବାଲିଆପାଳ ଥାନାରେ ଅଭିଯୋଗ କରିବା ପରେ ପୋଲିସ ବିଜୟଙ୍କୁ ଗିରଫ କରିଛି ।

ଆହୁରି ପଢ଼ନ୍ତୁ: କେନ୍ଦୁଝର ଜିଲ୍ଲା ଯୋଜନା ବୋର୍ଡ ନିର୍ବାଚନ: ସମସ୍ତ ୧୪ ସିଟ୍‌ରେ ବିଜେଡିର ବାଜିମାତ୍‌

29 Mar 2025 By The Sakala

ପୋଲିସ ବାବୁଙ୍କ ନାଁରେ ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ଗିରଫ ହେଲେ ପୋଲିସ ଏସଆଇ ବିଜୟ ସାହୁ

ଜଳେଶ୍ଵର: ପୁଣି ଖାକିରେ କଳଙ୍କ । ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଦୁଷ୍କର୍ମ କରି ଗର୍ଭବତୀ କରି ଧୋକା ଦେଲେ ମାଲକାନଗିରି SOGର ଟ୍ରେନିଂ ପ୍ରାପ୍ତ ସବଇନ୍ସପେକଟର ବିଜୟ କୁମାର ସାହୁ । ଯୁବତୀଙ୍କ ଅଭିଯୋଗ ପରେ ଗରିଫ କଲା ବାଲିଆପାଳ ପୋଲିସ । ସବଇନ୍ସପେକଟର ବିଜୟଙ୍କ ଘର ବାଲିଆପାଳ ବ୍ଳକ୍ ବଡତାଳ ପଦା ଗାଁରେ ବୋଲି ଜଣାପଡିଛି । ଯୁବତୀଙ୍କୁ ପ୍ରେମ ଜାଲରେ ଫସାଇ ଦୁଷ୍କର୍ମ କରିବା ସହ ଗର୍ଭବତୀ କରିଛନ୍ତି ପୋଲିସ ଏସଆଇ ଜଣକ । ପରେ ବିବାହ କରିବାକୁ କଲେ ମନା କରିଥିବା ନେଇ ଥାନାରେ ଅଭିଯୋଗ ପରେ ପୋଲିସ ବାବୁଙ୍କୁ ଗିରଫ କରିଛି ପୋଲିସ ।

ମିଳିଥିବା ସୂଚନା ଅନୁସାରେ, ବାଲେଶ୍ୱର ଜିଲ୍ଲା ବାଲିଆପାଳ ବ୍ଲକ ବଡ଼ ତାଳପଦା ଗ୍ରାମର ବିଜୟ ସାହୁ ଜଣେ ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିଥିଲେ । ଯୁବତୀ ଜଣଙ୍କ ଗର୍ଭବତୀ ହୋଇଥିଲେ । ହେଲେ ବିଜୟ ପୋଲିସ ଚାକିରି କରିବା ପରେ ଯୁବତୀଙ୍କୁ ବିବାହ କରିବାକୁ ମନା କରିଥିଲେ । ଏହାକୁ ନେଇ ଯୁବତୀ ଜଣଙ୍କ ବାଲିଆପାଳ ଥାନାରେ ଅଭିଯୋଗ କରିବା ପରେ ପୋଲିସ ବିଜୟଙ୍କୁ ଗିରଫ କରିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର