ମନୋରଞ୍ଜନ

ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ
ପ୍ରସିଦ୍ଧ ଗାୟକଙ୍କୁ ବିବାହ କରିବେ କି କୋଟିପତି କାବ୍ୟା ମାରନ୍? ସ୍ପେନରେ ବାହାଘର ନେଇ ଜୋର ଧରିଛି ଚର୍ଚ୍ଚା
୬୬ ବର୍ଷ ବୟସରେ ସର୍ଟସ୍ ପିନ୍ଧି ଟ୍ରୋଲ୍ ହେଲେ ନୀନା ଗୁପ୍ତା, ହେଟର୍ସଙ୍କୁ ଦେଲେ କଡ଼ା ଜବାବ; ଜାଣନ୍ତୁ କେବେ ଆସିବ 'ପଞ୍ଚାୟତ ୫'?

କାମାକ୍ଷା ଏକ୍ସପ୍ରେସ ଲାଇନଚ୍ୟୁତ ଘଟଣା: ହେଲ୍ପଲାଇନ୍ ନମ୍ବର ଜାରି କଲା ରେଳ ବିଭାଗ

The Sakala Picture
Published On

ଚୌଦ୍ବାର: ଚୌଦ୍ଵାର ମଙ୍ଗୁଳି ନିକଟ ନିର୍ଗୁଣ୍ଡିରେ ବେଙ୍ଗାଲୁରୁ-କାମାକ୍ଷା ଏକ୍ସପ୍ରେସ୍‌ ଲାଇନଚ୍ୟୁତ ହୋଇଛି । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ କିଛି ଯାତ୍ରୀ ଆହତ ହୋଇଥିବା ଜଣାପଡ଼ିଛି । ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ୩ଟି ଟ୍ରେନ୍‌ର ଦିଗ ପରିବର୍ତ୍ତନ କରିଛି ରେଳ ବିଭାଗ। ୧୨୮୨୨ ଧଉଳୀ ଏକ୍ସପ୍ରେସ, ୧୨୮୭୫ ନୀଳାଚଳ ଏକ୍ସପ୍ରେସ ଓ ୨୨୬୦୬ ପୁରୁଲିଆ ଏକ୍ସପ୍ରେସର ଗତିପଥ ବଦଳା ଯାଇଛି । କାମାକ୍ଷା ଏକ୍ସପ୍ରେସ୍‌ରେ ଥିବା ଯାତ୍ରୀମାନଙ୍କୁ ଉଦ୍ଧାର କରାଯାଇ ଅନ୍ୟ […]

ଚୌଦ୍ବାର: ଚୌଦ୍ଵାର ମଙ୍ଗୁଳି ନିକଟ ନିର୍ଗୁଣ୍ଡିରେ ବେଙ୍ଗାଲୁରୁ-କାମାକ୍ଷା ଏକ୍ସପ୍ରେସ୍‌ ଲାଇନଚ୍ୟୁତ ହୋଇଛି । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ କିଛି ଯାତ୍ରୀ ଆହତ ହୋଇଥିବା ଜଣାପଡ଼ିଛି । ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ୩ଟି ଟ୍ରେନ୍‌ର ଦିଗ ପରିବର୍ତ୍ତନ କରିଛି ରେଳ ବିଭାଗ। ୧୨୮୨୨ ଧଉଳୀ ଏକ୍ସପ୍ରେସ, ୧୨୮୭୫ ନୀଳାଚଳ ଏକ୍ସପ୍ରେସ ଓ ୨୨୬୦୬ ପୁରୁଲିଆ ଏକ୍ସପ୍ରେସର ଗତିପଥ ବଦଳା ଯାଇଛି । କାମାକ୍ଷା ଏକ୍ସପ୍ରେସ୍‌ରେ ଥିବା ଯାତ୍ରୀମାନଙ୍କୁ ଉଦ୍ଧାର କରାଯାଇ ଅନ୍ୟ ଏକ ଟ୍ରେନ୍‌ରେ ଗନ୍ତବ୍ୟ ସ୍ଥଳରୁ ପଠାଯିବା ପାଇଁ ରେଳବାଇ ପକ୍ଷରୁ ବ୍ୟବସ୍ଥା କରାଯାଇଛି । ଘଟଣା ସ୍ଥଳରେ ଖୋର୍ଦ୍ଧା ରୋଡ୍‌ ଡିଆର୍‌ଏମ୍‌, ଜିଏମ୍‌ଙ୍କ ସମେତ ବରିଷ୍ଠ ଅଧିକାରୀ ଉପସ୍ଥିତ ରହି ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ ପ୍ରୟାସ ଜାରି ରଖିଛନ୍ତି ।

ଆହୁରି ପଢ଼ନ୍ତୁ: ଝାରସୁଗୁଡ଼ାରେ ଲଜ୍ଜ୍ୟା: ମୁଖ୍ୟ ଡାକ୍ତରଖାନାରୁ ନାବାଳିକାଙ୍କୁ ଅପହରଣ ଓ ଦୁଷ୍କର୍ମ, ମହିଳାଙ୍କ ସମେତ ୩ ଗିରଫ

ରେଳ ବିଭାଗ ପକ୍ଷରୁ ହେଲପ୍ ଲାଇନ ନମ୍ବର ଜାରି କରାଯାଇଛି । ହେଲପ୍ ଲାଇନ ଡେସ୍କ ନମ୍ବର ୮୧୧୪୩ ୮୨୩୭୧ ଜାରି କରାଯାଇଛି ।
-କଟକ ପାଇଁ ହେଲ୍ପ ଲାଇନ୍ ନମ୍ବର- ୮୯୯୧୧୨୪୨୩୮
-କଟକ ପାଇଁ ମୋବାଇଲ୍ ନଂ- ୭୨୦୫୧୪୯୫୯୧
-ଭୁବନେଶ୍ବର ୧ନଂ ପ୍ଲାଟଫର୍ମରେ ହେଲ୍ପ ଡେସ୍କ ବ୍ୟବସ୍ଥା
-ହେଲ୍ପ ଡେସ୍କ ପାଇଁ ୮୧୧୪୩୮୨୩୭୧ ନଂ ଜାରି
-ଖୋର୍ଦ୍ଧା ରୋଡ୍ ପାଇଁ ହେଲ୍ପ ଡେସ୍କ- ୦୬୭୪୨୪୯୨୨୪୫
-ଭଦ୍ରକ ପାଇଁ ହେଲ୍ପ ଲାଇନ୍ ନଂ- ୯୪୩୭୪୪୩୪୬୯

30 Mar 2025 By The Sakala

କାମାକ୍ଷା ଏକ୍ସପ୍ରେସ ଲାଇନଚ୍ୟୁତ ଘଟଣା: ହେଲ୍ପଲାଇନ୍ ନମ୍ବର ଜାରି କଲା ରେଳ ବିଭାଗ

ଚୌଦ୍ବାର: ଚୌଦ୍ଵାର ମଙ୍ଗୁଳି ନିକଟ ନିର୍ଗୁଣ୍ଡିରେ ବେଙ୍ଗାଲୁରୁ-କାମାକ୍ଷା ଏକ୍ସପ୍ରେସ୍‌ ଲାଇନଚ୍ୟୁତ ହୋଇଛି । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ କିଛି ଯାତ୍ରୀ ଆହତ ହୋଇଥିବା ଜଣାପଡ଼ିଛି । ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ୩ଟି ଟ୍ରେନ୍‌ର ଦିଗ ପରିବର୍ତ୍ତନ କରିଛି ରେଳ ବିଭାଗ। ୧୨୮୨୨ ଧଉଳୀ ଏକ୍ସପ୍ରେସ, ୧୨୮୭୫ ନୀଳାଚଳ ଏକ୍ସପ୍ରେସ ଓ ୨୨୬୦୬ ପୁରୁଲିଆ ଏକ୍ସପ୍ରେସର ଗତିପଥ ବଦଳା ଯାଇଛି । କାମାକ୍ଷା ଏକ୍ସପ୍ରେସ୍‌ରେ ଥିବା ଯାତ୍ରୀମାନଙ୍କୁ ଉଦ୍ଧାର କରାଯାଇ ଅନ୍ୟ ଏକ ଟ୍ରେନ୍‌ରେ ଗନ୍ତବ୍ୟ ସ୍ଥଳରୁ ପଠାଯିବା ପାଇଁ ରେଳବାଇ ପକ୍ଷରୁ ବ୍ୟବସ୍ଥା କରାଯାଇଛି । ଘଟଣା ସ୍ଥଳରେ ଖୋର୍ଦ୍ଧା ରୋଡ୍‌ ଡିଆର୍‌ଏମ୍‌, ଜିଏମ୍‌ଙ୍କ ସମେତ ବରିଷ୍ଠ ଅଧିକାରୀ ଉପସ୍ଥିତ ରହି ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ ପ୍ରୟାସ ଜାରି ରଖିଛନ୍ତି ।

ରେଳ ବିଭାଗ ପକ୍ଷରୁ ହେଲପ୍ ଲାଇନ ନମ୍ବର ଜାରି କରାଯାଇଛି । ହେଲପ୍ ଲାଇନ ଡେସ୍କ ନମ୍ବର ୮୧୧୪୩ ୮୨୩୭୧ ଜାରି କରାଯାଇଛି ।
-କଟକ ପାଇଁ ହେଲ୍ପ ଲାଇନ୍ ନମ୍ବର- ୮୯୯୧୧୨୪୨୩୮
-କଟକ ପାଇଁ ମୋବାଇଲ୍ ନଂ- ୭୨୦୫୧୪୯୫୯୧
-ଭୁବନେଶ୍ବର ୧ନଂ ପ୍ଲାଟଫର୍ମରେ ହେଲ୍ପ ଡେସ୍କ ବ୍ୟବସ୍ଥା
-ହେଲ୍ପ ଡେସ୍କ ପାଇଁ ୮୧୧୪୩୮୨୩୭୧ ନଂ ଜାରି
-ଖୋର୍ଦ୍ଧା ରୋଡ୍ ପାଇଁ ହେଲ୍ପ ଡେସ୍କ- ୦୬୭୪୨୪୯୨୨୪୫
-ଭଦ୍ରକ ପାଇଁ ହେଲ୍ପ ଲାଇନ୍ ନଂ- ୯୪୩୭୪୪୩୪୬୯

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର