ବାଣ କାରଖାନାରେ ବିସ୍ଫୋରଣ: ୧୮ ମୃତ, ୫ ଗୁରୁତର…

The Sakala Picture
Published On

ଅହମ୍ମଦାବାଦ: ଗୁଜୁରାଟର ବନାସକାଣ୍ଠା ଜିଲ୍ଲାରେ ଏକ ବାଣ କାରଖାନାରେ ଏକ ବିସ୍ଫୋରଣ। ଏହି ବିସ୍ଫୋରଣରେ ୧୮ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିବାବେଳେ ପାଞ୍ଚ ଜଣ ଗୁରୁତର ଆହତ ମଧ୍ୟହୋଇଛନ୍ତି। ସେମାନଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନା ଅନୁଯାୟୀ, କାରଖାନାରେ ବାଣ ତିଆରି ସମୟରେ ବିସ୍ଫୋରଣ ଘଟିଥିଲା। ବିସ୍ଫୋରଣ ଏତେ ଶକ୍ତିଶାଳୀ ଥିଲା ଯେ ଆଖପାଖର କୋଠାଗୁଡ଼ିକ ମଧ୍ୟ ଥରି ଉଠିଥିଲା। ବିସ୍ଫୋରଣ ସମ୍ପର୍କରେ ଖବର ପାଇ ପୁଲିସ ଏବଂ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ […]

ଅହମ୍ମଦାବାଦ: ଗୁଜୁରାଟର ବନାସକାଣ୍ଠା ଜିଲ୍ଲାରେ ଏକ ବାଣ କାରଖାନାରେ ଏକ ବିସ୍ଫୋରଣ। ଏହି ବିସ୍ଫୋରଣରେ ୧୮ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିବାବେଳେ ପାଞ୍ଚ ଜଣ ଗୁରୁତର ଆହତ ମଧ୍ୟହୋଇଛନ୍ତି। ସେମାନଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଆହୁରି ପଢ଼ନ୍ତୁ: କାକବନ୍ଧ ଆଶ୍ରମ ବିଦ୍ୟାଳୟର ଛାତ୍ରୀ ମୃତ୍ୟୁ ମାମଲା: ବିଜେଡିର ୧୨ଘଣ୍ଟିଆ ମୟୂରଭଞ୍ଜ ହରତାଳ

ସୂଚନା ଅନୁଯାୟୀ, କାରଖାନାରେ ବାଣ ତିଆରି ସମୟରେ ବିସ୍ଫୋରଣ ଘଟିଥିଲା। ବିସ୍ଫୋରଣ ଏତେ ଶକ୍ତିଶାଳୀ ଥିଲା ଯେ ଆଖପାଖର କୋଠାଗୁଡ଼ିକ ମଧ୍ୟ ଥରି ଉଠିଥିଲା। ବିସ୍ଫୋରଣ ସମ୍ପର୍କରେ ଖବର ପାଇ ପୁଲିସ ଏବଂ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।

ଆହୁରି ପଢ଼ନ୍ତୁ: ହିଟୱେଭ ପାଇଁ SOP: ଅଧିକ ଖରା ହେଉଥିବା ଜାଗାରେ ଆଶ୍ରୟସ୍ଥଳୀ ନିର୍ମାଣ, ଡ୍ରାଇଭରଙ୍କ ପାଇଁ ORS ଓ ପିଇବା ପାଣି ବ୍ୟବସ୍ଥା

01 Apr 2025 By The Sakala

ବାଣ କାରଖାନାରେ ବିସ୍ଫୋରଣ: ୧୮ ମୃତ, ୫ ଗୁରୁତର…

ଅହମ୍ମଦାବାଦ: ଗୁଜୁରାଟର ବନାସକାଣ୍ଠା ଜିଲ୍ଲାରେ ଏକ ବାଣ କାରଖାନାରେ ଏକ ବିସ୍ଫୋରଣ। ଏହି ବିସ୍ଫୋରଣରେ ୧୮ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିବାବେଳେ ପାଞ୍ଚ ଜଣ ଗୁରୁତର ଆହତ ମଧ୍ୟହୋଇଛନ୍ତି। ସେମାନଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁଯାୟୀ, କାରଖାନାରେ ବାଣ ତିଆରି ସମୟରେ ବିସ୍ଫୋରଣ ଘଟିଥିଲା। ବିସ୍ଫୋରଣ ଏତେ ଶକ୍ତିଶାଳୀ ଥିଲା ଯେ ଆଖପାଖର କୋଠାଗୁଡ଼ିକ ମଧ୍ୟ ଥରି ଉଠିଥିଲା। ବିସ୍ଫୋରଣ ସମ୍ପର୍କରେ ଖବର ପାଇ ପୁଲିସ ଏବଂ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର