ଆସନ୍ତାକାଲି ଠାରୁ ଆରମ୍ଭ ହେବ +୨ ଖାତା ଦେଖା , ଗୋଟିଏ ଦିନରେ ପ୍ରକାଶ ପାଇବ ସମସ୍ତ ରେଜଲ୍ଟ. !

The Sakala Picture
Published On

ଭୁବନେଶ୍ବର: ଯୁକ୍ତ ଦୁଇ ପରୀକ୍ଷାକୁ ନେଇ ଆସିଲା ବଡ଼ ଖବର। ଆସନ୍ତାକାଲି ଅର୍ଥାତ୍ ବୁଧବାର ଠାରୁ +୨ ଖାତା ଦେଖା ଆରମ୍ଭ ହେବ। ତେବେ ମେ’ ୧୫ ସୁଦ୍ଧା ରେଜଲ୍ଟ ପ୍ରକାଶ ପାଇବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି। ୩ ଲକ୍ଷ ୯୩ ହଜାର ୬୧୬ ପରୀକ୍ଷାର୍ଥୀଙ୍କ ରେଜଲ୍ଟ ଏକ ସଙ୍ଗେ ବାହାରିବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ କହିଛନ୍ତି। ପରୀକ୍ଷା ନିୟନ୍ତ୍ରକଙ୍କ ସୂଚନା ଅନୁସାରେ, […]

ଭୁବନେଶ୍ବର: ଯୁକ୍ତ ଦୁଇ ପରୀକ୍ଷାକୁ ନେଇ ଆସିଲା ବଡ଼ ଖବର। ଆସନ୍ତାକାଲି ଅର୍ଥାତ୍ ବୁଧବାର ଠାରୁ +୨ ଖାତା ଦେଖା ଆରମ୍ଭ ହେବ। ତେବେ ମେ’ ୧୫ ସୁଦ୍ଧା ରେଜଲ୍ଟ ପ୍ରକାଶ ପାଇବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି। ୩ ଲକ୍ଷ ୯୩ ହଜାର ୬୧୬ ପରୀକ୍ଷାର୍ଥୀଙ୍କ ରେଜଲ୍ଟ ଏକ ସଙ୍ଗେ ବାହାରିବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ କହିଛନ୍ତି।

ଆହୁରି ପଢ଼ନ୍ତୁ: ଶବ ସତ୍କାରରୁ ଫେରୁଥିଲେ, ନିଜେ ପାଲଟିଗଲେ ଶବ; ବନ୍ୟା ସ୍ରୋତରେ ଚାଲିଗଲା ଜୀବନ

ପରୀକ୍ଷା ନିୟନ୍ତ୍ରକଙ୍କ ସୂଚନା ଅନୁସାରେ, ଚଳିତ ବର୍ଷ ଏପ୍ରିଲ ୨ ଠାରୁ ଯୁକ୍ତ ଦୁଇ ପରୀକ୍ଷା ଖାତା ଦେଖା ଆରମ୍ଭ ହେବ। ମେ ୧୫ ସୁଦ୍ଧା ପରୀକ୍ଷା ଫଳ ପ୍ରକାଶ ପାଇବ । ଗୋଟିଏ ଦିନରେ ହିଁ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ଶିକ୍ଷାର ପରୀକ୍ଷା ଫଳ ପ୍ରକାଶ କରାଯିବ।

ଆହୁରି ପଢ଼ନ୍ତୁ: ଗୋପାଳପୁର ଗାଁରୁ ବିଡ଼ା ବିଡ଼ା ଟଙ୍କା ସହ ୧ କ୍ବିଣ୍ଟାଲ ଗଞ୍ଜେଇ ଜବତ, ଦୁଇ ଗିରଫ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର