IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର

The Sakala Picture
Published On

ଭୁବନେଶ୍ବର : ଆଇଏଏସ୍‌ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ଏନେଇ ଗୁରୁବାର ସାଧାରଣ ପ୍ରଶାସନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।  ବିଜ୍ଞପ୍ତି ଅନୁସାରେ ଧରମ ହାଂସଦା ଜଙ୍ଗଲ ପରିବେଶ ବିଭାଗର ଯୁଗ୍ମ ସଚିବ ଭାବେ ନିଯୁକ୍ତ ହୋଇଛନ୍ତି। ରୀନା ମହାପାତ୍ର ମତ୍ସ୍ୟ ଓ ପ୍ରାଣୀ ସଂପଦ ବିଭାଗର ଯୁଗ୍ମ ସଚିବ ନିଯୁକ୍ତ ହୋଇଛନ୍ତି। [wp-embedder-pack width=”100%” height=”400px” download=”all” download-text=”” attachment_id=”150535″ /]  

ଭୁବନେଶ୍ବର : ଆଇଏଏସ୍‌ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ଏନେଇ ଗୁରୁବାର ସାଧାରଣ ପ୍ରଶାସନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।  ବିଜ୍ଞପ୍ତି ଅନୁସାରେ ଧରମ ହାଂସଦା ଜଙ୍ଗଲ ପରିବେଶ ବିଭାଗର ଯୁଗ୍ମ ସଚିବ ଭାବେ ନିଯୁକ୍ତ ହୋଇଛନ୍ତି। ରୀନା ମହାପାତ୍ର ମତ୍ସ୍ୟ ଓ ପ୍ରାଣୀ ସଂପଦ ବିଭାଗର ଯୁଗ୍ମ ସଚିବ ନିଯୁକ୍ତ ହୋଇଛନ୍ତି।

ଆହୁରି ପଢ଼ନ୍ତୁ: ଭିତରକନିକା ଜାତୀୟ ଉଦ୍ୟାନରେ ତିନି ଦିନିଆ ପକ୍ଷୀ ଗଣନା ଆରମ୍ଭ

[wp-embedder-pack width=”100%” height=”400px” download=”all” download-text=”” attachment_id=”150535″ /]

ଆହୁରି ପଢ଼ନ୍ତୁ: ବାଲେଶ୍ୱରରେ ପୋଲିସ ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଲୋକେଶ ଆହତ

 

ଆହୁରି ପଢ଼ନ୍ତୁ: ଗୋପାଳପୁର ଗାଁରୁ ବିଡ଼ା ବିଡ଼ା ଟଙ୍କା ସହ ୧ କ୍ବିଣ୍ଟାଲ ଗଞ୍ଜେଇ ଜବତ, ଦୁଇ ଗିରଫ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର