ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀଙ୍କ ପାଇଁ ସୁଧ ମୁକ୍ତ ୠଣ ବ୍ୟବସ୍ଥା ଜାରି ରହିବ

The Sakala Picture
Published On

ଭୁବନେଶ୍ୱର: ଆଜି ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ରାଜ୍ୟ ସରକାର ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ମାନଙ୍କ ପାଇଁ ସୁଧ ମୁକ୍ତ ୠଣ ବ୍ୟବସ୍ଥାକୁ ଜାରି ରଖିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। ସୂଚନା ଯୋଗ୍ୟ ଯେ, ଏହି ସୁଧ ମୁକ୍ତ ୠଣ ମୁକ୍ତ ବ୍ୟବସ୍ଥାକୁ ମୁଖ୍ୟମନ୍ତ୍ରୀ ପୂର୍ବରୁ ୩୧ ମାର୍ଚ୍ଚ ୨୦୨୫ ପର୍ଯ୍ୟନ୍ତ ଜାରି ରଖିଥିଲେ। ଆଜି ଏହାକୁ ୨୦୨୫-୨୬ ଆର୍ଥିକ ବର୍ଷ ଓ ପରବର୍ତ୍ତୀ ବର୍ଷ ଗୁଡିକ […]

ଭୁବନେଶ୍ୱର: ଆଜି ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ରାଜ୍ୟ ସରକାର ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ମାନଙ୍କ ପାଇଁ ସୁଧ ମୁକ୍ତ ୠଣ ବ୍ୟବସ୍ଥାକୁ ଜାରି ରଖିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ଅକ୍ଷୟ ତୃତୀୟା, ଶ୍ରୀକ୍ଷେତ୍ରରେ ହେବ ବିଶ୍ୱ ନିୟନ୍ତାଙ୍କ ରଥଯାତ୍ରା ପାଇଁ ରଥକାଠ ଅନୁକୂଳ

ସୂଚନା ଯୋଗ୍ୟ ଯେ, ଏହି ସୁଧ ମୁକ୍ତ ୠଣ ମୁକ୍ତ ବ୍ୟବସ୍ଥାକୁ ମୁଖ୍ୟମନ୍ତ୍ରୀ ପୂର୍ବରୁ ୩୧ ମାର୍ଚ୍ଚ ୨୦୨୫ ପର୍ଯ୍ୟନ୍ତ ଜାରି ରଖିଥିଲେ। ଆଜି ଏହାକୁ ୨୦୨୫-୨୬ ଆର୍ଥିକ ବର୍ଷ ଓ ପରବର୍ତ୍ତୀ ବର୍ଷ ଗୁଡିକ ପାଇଁ ଜାରିରଖିବା ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। ଏହା ଦ୍ୱାରା ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ଗୁଡିକ ବିନା ସୁଧରେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ୠଣ ନେଇପାରିବେ। ଏହି ପଦକ୍ଷେପ ରାଜ୍ୟରେ ମହିଳା ଉଦ୍ୟୋଗୀ ଓ ଲକ୍ଷପତି ଦିଦି ସୃଷ୍ଟି କରିବାରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହା ସହିତ ମହିଳା ଭାଗିଦାରୀ ଜରିଆରେ ରାଜ୍ୟର ଗ୍ରାମାଞ୍ଚଳ ଓ ସହରାଞ୍ଚଳର ଅର୍ଥନୀତି ସୁଦୃଢ ହେବ ବୋଲି ସେ କହିଛନ୍ତି

ଆହୁରି ପଢ଼ନ୍ତୁ: ଆଜ୍ଞାମାଳ ବିଜେ ପରେ ବିଶ୍ୱ ନିୟନ୍ତାଙ୍କ ରଥଯାତ୍ରା ପାଇଁ ହେଲା ରଥକାଠ ଅନୁକୂଳ

15 Apr 2025 By The Sakala

ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀଙ୍କ ପାଇଁ ସୁଧ ମୁକ୍ତ ୠଣ ବ୍ୟବସ୍ଥା ଜାରି ରହିବ

ଭୁବନେଶ୍ୱର: ଆଜି ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ରାଜ୍ୟ ସରକାର ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ମାନଙ୍କ ପାଇଁ ସୁଧ ମୁକ୍ତ ୠଣ ବ୍ୟବସ୍ଥାକୁ ଜାରି ରଖିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି।

ସୂଚନା ଯୋଗ୍ୟ ଯେ, ଏହି ସୁଧ ମୁକ୍ତ ୠଣ ମୁକ୍ତ ବ୍ୟବସ୍ଥାକୁ ମୁଖ୍ୟମନ୍ତ୍ରୀ ପୂର୍ବରୁ ୩୧ ମାର୍ଚ୍ଚ ୨୦୨୫ ପର୍ଯ୍ୟନ୍ତ ଜାରି ରଖିଥିଲେ। ଆଜି ଏହାକୁ ୨୦୨୫-୨୬ ଆର୍ଥିକ ବର୍ଷ ଓ ପରବର୍ତ୍ତୀ ବର୍ଷ ଗୁଡିକ ପାଇଁ ଜାରିରଖିବା ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। ଏହା ଦ୍ୱାରା ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ଗୁଡିକ ବିନା ସୁଧରେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ୠଣ ନେଇପାରିବେ। ଏହି ପଦକ୍ଷେପ ରାଜ୍ୟରେ ମହିଳା ଉଦ୍ୟୋଗୀ ଓ ଲକ୍ଷପତି ଦିଦି ସୃଷ୍ଟି କରିବାରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହା ସହିତ ମହିଳା ଭାଗିଦାରୀ ଜରିଆରେ ରାଜ୍ୟର ଗ୍ରାମାଞ୍ଚଳ ଓ ସହରାଞ୍ଚଳର ଅର୍ଥନୀତି ସୁଦୃଢ ହେବ ବୋଲି ସେ କହିଛନ୍ତି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର