୨୦ ପରେ ବଢ଼ିବ ତାତି, ଆଜି ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଶଙ୍କା..

The Sakala Picture
Published On

ଭୁବନେଶ୍ୱର: ବର୍ତ୍ତମାନ ରାଜ୍ୟରେ କାଳବୈଶାଖୀର ପ୍ରଭାବ ଜାରି ରହିଛି। ଏଥିପାଇଁ ଅଧିକାଂଶ ସ୍ଥାନରେ ତାତି ହ୍ରାସ ପାଇଛି। ୩ ଦିନ ପରେ ବର୍ଷାର ପ୍ରଭାବ କମିବ ଓ ପୁଣି ୨୦ ତାରିଖରୁ ରାଜ୍ୟରେ ତାତି ବଢ଼ିବ। ଏପରିକି ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ବର୍ତ୍ତମାନ ରାଜ୍ୟ ଉପରେ ଦୁଇଟି ନିମ୍ନ ଚାପ ରେଖା ସକ୍ରିୟ ରହିଛି। ଫଳରେ ରାଜ୍ୟରେ ବର୍ଷା ପାଇଁ ପାଗ ଅନୁକୂଳ […]

ଭୁବନେଶ୍ୱର: ବର୍ତ୍ତମାନ ରାଜ୍ୟରେ କାଳବୈଶାଖୀର ପ୍ରଭାବ ଜାରି ରହିଛି। ଏଥିପାଇଁ ଅଧିକାଂଶ ସ୍ଥାନରେ ତାତି ହ୍ରାସ ପାଇଛି। ୩ ଦିନ ପରେ ବର୍ଷାର ପ୍ରଭାବ କମିବ ଓ ପୁଣି ୨୦ ତାରିଖରୁ ରାଜ୍ୟରେ ତାତି ବଢ଼ିବ। ଏପରିକି ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ବର୍ତ୍ତମାନ ରାଜ୍ୟ ଉପରେ ଦୁଇଟି ନିମ୍ନ ଚାପ ରେଖା ସକ୍ରିୟ ରହିଛି। ଫଳରେ ରାଜ୍ୟରେ ବର୍ଷା ପାଇଁ ପାଗ ଅନୁକୂଳ ହୋଇଛି।

ଆହୁରି ପଢ଼ନ୍ତୁ: ଅନୁଗୁଳର ନରହନ୍ତା ଦନ୍ତାକୁ ସାତକୋଶିଆରେ ଛାଡିବାକୁ ସ୍ଥାନୀୟ ଅଞ୍ଚଳରେ ବିରୋଧ

ଶୁକ୍ରବାର ମାଲକାନଗିରି, କୋରାପୁଟ,ରାୟଗଡା,ଗଜପତି, ଗଞ୍ଜାମ, ରାୟଗଡା, ଖୋର୍ଦ୍ଧା, କଟକ, ପୁରୀ, ନୟାଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ ଓ ଯାଜପୁର ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ରହିଛି । ଏଥିନିମନ୍ତେ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ଆଲର୍ଟ ଜାରି ହୋଇଛି। ଏହି ସବୁ ଜିଲ୍ଲାରେ ବର୍ଷା ସାଙ୍ଗକୁ ପବନର ବେଗ ୩୦ ରୁ ୫୦ କିମି ପର୍ଯ୍ୟନ୍ତ ରହିପାରେ ବୋଲି କୁହାଯାଇଛି।

ଆହୁରି ପଢ଼ନ୍ତୁ: ବରମୁଣ୍ଡା ବସ ଟର୍ମିନାଲରେ ଅପହରଣ ଉଦ୍ୟମ ପଣ୍ଡ: ଏନଜିଓ କର୍ମୀଙ୍କ କବଳରୁ ଉଦ୍ଧାର ହେଲେ ନାବାଳିକାଙ୍କ ସମେତ ୩ ମହିଳା

ଗୁରୁବାର ରାଜ୍ୟର ୩ଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି। ୪୦.୫ ଡିଗ୍ରୀ ସହ ଟିଟଲାଗଡ଼ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି। ସେହିପରି ଭବାନୀପାଟଣା ୪୦.୪ ଓ ଝାରସୁଗୁଡ଼ାରେ ତାପମାତ୍ରା ୪୦.୩ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି।

ଆହୁରି ପଢ଼ନ୍ତୁ: ଦୀଘା ଜଗନ୍ନାଥ ମନ୍ଦିର ନାମରୁ ‘ଧାମ’ ଶବ୍ଦ ହଟାଇବାକୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୋହନ ମାଝୀ

18 Apr 2025 By The Sakala

୨୦ ପରେ ବଢ଼ିବ ତାତି, ଆଜି ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଶଙ୍କା..

ଭୁବନେଶ୍ୱର: ବର୍ତ୍ତମାନ ରାଜ୍ୟରେ କାଳବୈଶାଖୀର ପ୍ରଭାବ ଜାରି ରହିଛି। ଏଥିପାଇଁ ଅଧିକାଂଶ ସ୍ଥାନରେ ତାତି ହ୍ରାସ ପାଇଛି। ୩ ଦିନ ପରେ ବର୍ଷାର ପ୍ରଭାବ କମିବ ଓ ପୁଣି ୨୦ ତାରିଖରୁ ରାଜ୍ୟରେ ତାତି ବଢ଼ିବ। ଏପରିକି ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ବର୍ତ୍ତମାନ ରାଜ୍ୟ ଉପରେ ଦୁଇଟି ନିମ୍ନ ଚାପ ରେଖା ସକ୍ରିୟ ରହିଛି। ଫଳରେ ରାଜ୍ୟରେ ବର୍ଷା ପାଇଁ ପାଗ ଅନୁକୂଳ ହୋଇଛି।

ଶୁକ୍ରବାର ମାଲକାନଗିରି, କୋରାପୁଟ,ରାୟଗଡା,ଗଜପତି, ଗଞ୍ଜାମ, ରାୟଗଡା, ଖୋର୍ଦ୍ଧା, କଟକ, ପୁରୀ, ନୟାଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ ଓ ଯାଜପୁର ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ରହିଛି । ଏଥିନିମନ୍ତେ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ଆଲର୍ଟ ଜାରି ହୋଇଛି। ଏହି ସବୁ ଜିଲ୍ଲାରେ ବର୍ଷା ସାଙ୍ଗକୁ ପବନର ବେଗ ୩୦ ରୁ ୫୦ କିମି ପର୍ଯ୍ୟନ୍ତ ରହିପାରେ ବୋଲି କୁହାଯାଇଛି।

ଗୁରୁବାର ରାଜ୍ୟର ୩ଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି। ୪୦.୫ ଡିଗ୍ରୀ ସହ ଟିଟଲାଗଡ଼ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି। ସେହିପରି ଭବାନୀପାଟଣା ୪୦.୪ ଓ ଝାରସୁଗୁଡ଼ାରେ ତାପମାତ୍ରା ୪୦.୩ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର