ଖରା ଛୁଟି ନେଇ ଆସିଲା ବଡ଼ ଖବର…..

The Sakala Picture
Published On

ଭୁବନେଶ୍ବର: ଗ୍ରୀଷ୍ମକୁ ଦୃଷ୍ଟିରେ ରଖି ସ୍କୁଲ୍‌ ଛୁଟି ନିଷ୍ପତ୍ତି ଜିଲ୍ଲାପାଳମାନେ ନେବେ। ଏ  ନେଇ ସୂଚନା ଦେଇଛନ୍ତି ରାଜସ୍ବ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ଏସ୍‌ଓପି ବାହାରେ ନିଷ୍ପତ୍ତି ନେବାକୁ ଜିଲ୍ଲାପାଳଙ୍କୁ ଅଧିକୃତ କରାଯାଇଛି। ଜିଲ୍ଲାପାଳ ଅନୁଭବ କଲେ ସ୍ବତନ୍ତ୍ର ନିଷ୍ପତ୍ତି ନେଇପାରିବେ । ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ନେଇ ଖୁବ୍‌ଶୀଘ୍ର ମୁଖ୍ୟମନ୍ତ୍ରୀ ସମୀକ୍ଷା କରିବେ। ଦିନେ ଦୁଇ ଦିନରେ ଆଲୋଚନା ପରେ ଅଧିକ ନିର୍ଦ୍ଦେଶାବଳୀ ଜାରି ହେବ ବୋଲି ମନ୍ତ୍ରୀ ସୁରେଶ ପୂଜାରୀ […]

ଭୁବନେଶ୍ବର: ଗ୍ରୀଷ୍ମକୁ ଦୃଷ୍ଟିରେ ରଖି ସ୍କୁଲ୍‌ ଛୁଟି ନିଷ୍ପତ୍ତି ଜିଲ୍ଲାପାଳମାନେ ନେବେ। ଏ  ନେଇ ସୂଚନା ଦେଇଛନ୍ତି ରାଜସ୍ବ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ଏସ୍‌ଓପି ବାହାରେ ନିଷ୍ପତ୍ତି ନେବାକୁ ଜିଲ୍ଲାପାଳଙ୍କୁ ଅଧିକୃତ କରାଯାଇଛି। ଜିଲ୍ଲାପାଳ ଅନୁଭବ କଲେ ସ୍ବତନ୍ତ୍ର ନିଷ୍ପତ୍ତି ନେଇପାରିବେ । ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ନେଇ ଖୁବ୍‌ଶୀଘ୍ର ମୁଖ୍ୟମନ୍ତ୍ରୀ ସମୀକ୍ଷା କରିବେ। ଦିନେ ଦୁଇ ଦିନରେ ଆଲୋଚନା ପରେ ଅଧିକ ନିର୍ଦ୍ଦେଶାବଳୀ ଜାରି ହେବ ବୋଲି ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି।

ଆହୁରି ପଢ଼ନ୍ତୁ: ଅକ୍ଟୋବର ୨୬ ସୁଦ୍ଧା ବାତ୍ୟା ରୂପ ନେଇପାରେ ଲଘୁଚାପ, ୨୮ରେ ଓଡ଼ିଶା-ଆନ୍ଧ୍ର ଉପକୂଳ ଛୁଇଁବା ନେଇ ଆଇଏମଡି ଡିଜିଙ୍କ ସୂଚନା

ଖବର ଅନୁଯାୟୀ, ଗ୍ରୀଷ୍ମକୁ ଦୃଷ୍ଟିରେ ରଖି ଆସନ୍ତା ଦୁଇ ଦିନ ସ୍କୁଲ ବନ୍ଦ ରଖିବାକୁ ଓ  ଆଗୁଆ ଖରା ଛୁଟି ପାଇଁ  ମନ୍ତ୍ରୀ ସୁରେଶ ପୂଜାରୀ ମୁଖ୍ୟମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଇଛନ୍ତି ବୋଲି କହିଛନ୍ତି। ।

ଆହୁରି ପଢ଼ନ୍ତୁ: ସମ୍ଭାବ୍ୟ ବାତ୍ୟାକୁ ନେଇ ରାୟଗଡ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି: ୩ପାୱାର ବୋଟ୍‌ ସହ ୮୪ ଅସ୍ଥାୟୀ ଆଶ୍ରୟସ୍ଥଳୀ ପ୍ରସ୍ତୁତ, ସମସ୍ତ ଅଧିକାରୀଙ୍କ ଛୁଟି ବାତିଲ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର