ମେ’ ୧ ରୁ ଜୁଲାଇ ୩୧ ଯାଏଁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ

The Sakala Picture
Published On

କେନ୍ଦ୍ରାପଡା: ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ । କୁମ୍ଭୀର ପ୍ରଜନନ ପାଇଁ ମେ ୧ ତାରିଖରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଦୀର୍ଘ ୩ ମାସ ଧରି ପର୍ଯ୍ୟଟକ ମାନଙ୍କ ପାଇଁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ । ଏହି ସମୟରେ ବଉଳା କୁମ୍ଭୀରମାନେ ହିଂସ୍ର ହେଉଥିବାରୁ ପର୍ଯ୍ୟଟକ ମାନଙ୍କୁ ଆକ୍ରମଣ କରିବାର ସମ୍ଭାବନା ରହିଥାଏ । ଭିତରକନିକାକୁ ପର୍ଯ୍ୟଟକ ମାନଙ୍କୁ ବାରଣ କରାଯାଇଥାଏ । କୁମ୍ଭୀର ମାନଙ୍କ ମିଳନ ପ୍ରକିୟା ପରେ ମା’ […]

କେନ୍ଦ୍ରାପଡା: ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ । କୁମ୍ଭୀର ପ୍ରଜନନ ପାଇଁ ମେ ୧ ତାରିଖରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଦୀର୍ଘ ୩ ମାସ ଧରି ପର୍ଯ୍ୟଟକ ମାନଙ୍କ ପାଇଁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ । ଏହି ସମୟରେ ବଉଳା କୁମ୍ଭୀରମାନେ ହିଂସ୍ର ହେଉଥିବାରୁ ପର୍ଯ୍ୟଟକ ମାନଙ୍କୁ ଆକ୍ରମଣ କରିବାର ସମ୍ଭାବନା ରହିଥାଏ । ଭିତରକନିକାକୁ ପର୍ଯ୍ୟଟକ ମାନଙ୍କୁ ବାରଣ କରାଯାଇଥାଏ ।

ଆହୁରି ପଢ଼ନ୍ତୁ: କୋଷ୍ଟାଲ ହାଇଓ୍ବେକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଲା ବିଜେଡ଼ି; 'ଏ ପ୍ରକଳ୍ପ ପର୍ଯ୍ୟଟନ ବିକାଶରେ ସହାୟକ ହେବ ନାହିଁ'

କୁମ୍ଭୀର ମାନଙ୍କ ମିଳନ ପ୍ରକିୟା ପରେ ମା’ କୁମ୍ଭୀର ନଦୀ ଜୁଆର ମାଡୁ ନ ଥିବା ଉଚ୍ଚ ସ୍ଥାନ ଦେଖି ହେନ୍ତାଳ ଓ ଖରଖରି ପତ୍ରରେ ବସା ବାନ୍ଧି ଅଣ୍ଡାଦାନ କରିଥାଏ । ଅଣ୍ଡାରୁ ଛୁଆ ଫୁଟିବା ପରେ ମା’ କୁମ୍ଭୀର ଛୁଆକୁ ନେଇ ନଦୀରେ ଛାଡିଥାଏ । ଏହି ସମୟରେ କୁମ୍ଭୀର ଆକ୍ରମଣର ସମ୍ଭାବନା ଥିବାରୁ ନଦୀକୂଳିଆ ଗ୍ରାମବାସୀମାନଙ୍କୁ ନଦୀକୁ ଯିବାକୁ ବାରଣ କରିଛି ରାଜନଗର ବନବିଭାଗ।

ଆହୁରି ପଢ଼ନ୍ତୁ: କାଠଯୋଡ଼ି ନଦୀରୁ ମେଡିକାଲ ଛାତ୍ରୀ ମୃତଦେହ ଉଦ୍ଧାର ଘଟଣା: ବାରଙ୍ଗ ଥାନାରେ ଯୁବତୀଙ୍କ ପୁରୁଷ ବନ୍ଧୁଙ୍କ ବିରୋଧରେ ଅଭିଯୋଗ

29 Apr 2025 By The Sakala

ମେ’ ୧ ରୁ ଜୁଲାଇ ୩୧ ଯାଏଁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ

କେନ୍ଦ୍ରାପଡା: ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ । କୁମ୍ଭୀର ପ୍ରଜନନ ପାଇଁ ମେ ୧ ତାରିଖରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଦୀର୍ଘ ୩ ମାସ ଧରି ପର୍ଯ୍ୟଟକ ମାନଙ୍କ ପାଇଁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ । ଏହି ସମୟରେ ବଉଳା କୁମ୍ଭୀରମାନେ ହିଂସ୍ର ହେଉଥିବାରୁ ପର୍ଯ୍ୟଟକ ମାନଙ୍କୁ ଆକ୍ରମଣ କରିବାର ସମ୍ଭାବନା ରହିଥାଏ । ଭିତରକନିକାକୁ ପର୍ଯ୍ୟଟକ ମାନଙ୍କୁ ବାରଣ କରାଯାଇଥାଏ ।

କୁମ୍ଭୀର ମାନଙ୍କ ମିଳନ ପ୍ରକିୟା ପରେ ମା’ କୁମ୍ଭୀର ନଦୀ ଜୁଆର ମାଡୁ ନ ଥିବା ଉଚ୍ଚ ସ୍ଥାନ ଦେଖି ହେନ୍ତାଳ ଓ ଖରଖରି ପତ୍ରରେ ବସା ବାନ୍ଧି ଅଣ୍ଡାଦାନ କରିଥାଏ । ଅଣ୍ଡାରୁ ଛୁଆ ଫୁଟିବା ପରେ ମା’ କୁମ୍ଭୀର ଛୁଆକୁ ନେଇ ନଦୀରେ ଛାଡିଥାଏ । ଏହି ସମୟରେ କୁମ୍ଭୀର ଆକ୍ରମଣର ସମ୍ଭାବନା ଥିବାରୁ ନଦୀକୂଳିଆ ଗ୍ରାମବାସୀମାନଙ୍କୁ ନଦୀକୁ ଯିବାକୁ ବାରଣ କରିଛି ରାଜନଗର ବନବିଭାଗ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର