ମେ ୧୪ରେ ଓସିଏସ୍ ଆନ୍‌ଥ୍ରୋପୋଲୋଜି ପରୀକ୍ଷା, ପ୍ରକାଶ ପାଇଲା ବିଜ୍ଞପ୍ତି

The Sakala Picture
Published On

ଭୁବନେଶ୍ବର: ଓଡ଼ିଶା ଲୋକସେବା ଆୟୋଗ (OPSC) ଓଡ଼ିଶା ସିଭିଲ ସର୍ଭିସେସ (OCS) ମୁଖ୍ୟ ପରୀକ୍ଷା ୨୦୨୩ ଅନ୍ତର୍ଗତ ଆନ୍‌ଥ୍ରୋପୋଲୋଜି ପରୀକ୍ଷା ହେବା ନେଇ ବିଜ୍ଞପ୍ତି ଜାରି କରିଛି । ଆସନ୍ତା ୧୪ ମେ ୨୦୨୫ରେ ଏହି ବିଷୟର ଏକ ସାନି ପରୀକ୍ଷା ଆୟୋଜନ କରାଯିବ, ଯାହା ଏପ୍ରିଲ ୨୭, ୨୦୨୫ରେ ଅନୁଷ୍ଠିତ ଆନ୍‌ଥ୍ରୋପୋଲୋଜି ପେପର-୧ ଓ ପେପର-୨ରେ ସାମ୍ନାକୁ ଆସିଥିବା ତ୍ରୁଟିକୁ ସମାଧାନ କରିବା ପାଇଁ ନିଆଯାଇଛି । ଏହି ସାନି ପରୀକ୍ଷା ମେ ୧୪, ୨୦୨୫ରେ […]

ଭୁବନେଶ୍ବର: ଓଡ଼ିଶା ଲୋକସେବା ଆୟୋଗ (OPSC) ଓଡ଼ିଶା ସିଭିଲ ସର୍ଭିସେସ (OCS) ମୁଖ୍ୟ ପରୀକ୍ଷା ୨୦୨୩ ଅନ୍ତର୍ଗତ ଆନ୍‌ଥ୍ରୋପୋଲୋଜି ପରୀକ୍ଷା ହେବା ନେଇ ବିଜ୍ଞପ୍ତି ଜାରି କରିଛି । ଆସନ୍ତା ୧୪ ମେ ୨୦୨୫ରେ ଏହି ବିଷୟର ଏକ ସାନି ପରୀକ୍ଷା ଆୟୋଜନ କରାଯିବ, ଯାହା ଏପ୍ରିଲ ୨୭, ୨୦୨୫ରେ ଅନୁଷ୍ଠିତ ଆନ୍‌ଥ୍ରୋପୋଲୋଜି ପେପର-୧ ଓ ପେପର-୨ରେ ସାମ୍ନାକୁ ଆସିଥିବା ତ୍ରୁଟିକୁ ସମାଧାନ କରିବା ପାଇଁ ନିଆଯାଇଛି ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଲାଞ୍ଚୁଆ RI, ୪ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଏହି ସାନି ପରୀକ୍ଷା ମେ ୧୪, ୨୦୨୫ରେ ଅନୁଷ୍ଠିତ ହେବ, ଯେଉଁଥିରେ ଆନ୍‌ଥ୍ରୋପୋଲୋଜି ପେପର-୧ ଓ ପେପର-୨ର ସଠିକ ସିଲାବସ୍‌ ଅନୁଯାୟୀ ପ୍ରଶ୍ନ ରହିବ । ପରୀକ୍ଷାର ସମୟ ଓ ସ୍ଥାନ ସମ୍ପର୍କିତ ବିସ୍ତୃତ ତଥ୍ୟ ଓପିଏସ୍‌ସିର ଅଫିସିଆଲ ଓ୍ୱେବସାଇଟ www.opsc.gov.in ରେ ଶୀଘ୍ର ପ୍ରକାଶ କରାଯିବ । ପରୀକ୍ଷାର୍ଥୀମାନଙ୍କୁ ନିୟମିତ ଭାବେ ଓ୍ୱେବସାଇଟ ଦେଖି ଆପଡେଟ୍‌ ରହିବାକୁ ପରାମର୍ଶ ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ଆଜି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା: ଜନ୍ମବେଦୀରୁ ଶ୍ରୀମନ୍ଦିର ରତ୍ନସିଂହାସନ ଅଭିମୁଖେ ବାହାରିବେ ଚତୁର୍ଦ୍ଧାମୂରତି

30 Apr 2025 By The Sakala

ମେ ୧୪ରେ ଓସିଏସ୍ ଆନ୍‌ଥ୍ରୋପୋଲୋଜି ପରୀକ୍ଷା, ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ବର: ଓଡ଼ିଶା ଲୋକସେବା ଆୟୋଗ (OPSC) ଓଡ଼ିଶା ସିଭିଲ ସର୍ଭିସେସ (OCS) ମୁଖ୍ୟ ପରୀକ୍ଷା ୨୦୨୩ ଅନ୍ତର୍ଗତ ଆନ୍‌ଥ୍ରୋପୋଲୋଜି ପରୀକ୍ଷା ହେବା ନେଇ ବିଜ୍ଞପ୍ତି ଜାରି କରିଛି । ଆସନ୍ତା ୧୪ ମେ ୨୦୨୫ରେ ଏହି ବିଷୟର ଏକ ସାନି ପରୀକ୍ଷା ଆୟୋଜନ କରାଯିବ, ଯାହା ଏପ୍ରିଲ ୨୭, ୨୦୨୫ରେ ଅନୁଷ୍ଠିତ ଆନ୍‌ଥ୍ରୋପୋଲୋଜି ପେପର-୧ ଓ ପେପର-୨ରେ ସାମ୍ନାକୁ ଆସିଥିବା ତ୍ରୁଟିକୁ ସମାଧାନ କରିବା ପାଇଁ ନିଆଯାଇଛି ।

ଏହି ସାନି ପରୀକ୍ଷା ମେ ୧୪, ୨୦୨୫ରେ ଅନୁଷ୍ଠିତ ହେବ, ଯେଉଁଥିରେ ଆନ୍‌ଥ୍ରୋପୋଲୋଜି ପେପର-୧ ଓ ପେପର-୨ର ସଠିକ ସିଲାବସ୍‌ ଅନୁଯାୟୀ ପ୍ରଶ୍ନ ରହିବ । ପରୀକ୍ଷାର ସମୟ ଓ ସ୍ଥାନ ସମ୍ପର୍କିତ ବିସ୍ତୃତ ତଥ୍ୟ ଓପିଏସ୍‌ସିର ଅଫିସିଆଲ ଓ୍ୱେବସାଇଟ www.opsc.gov.in ରେ ଶୀଘ୍ର ପ୍ରକାଶ କରାଯିବ । ପରୀକ୍ଷାର୍ଥୀମାନଙ୍କୁ ନିୟମିତ ଭାବେ ଓ୍ୱେବସାଇଟ ଦେଖି ଆପଡେଟ୍‌ ରହିବାକୁ ପରାମର୍ଶ ଦିଆଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର