ପୁଣି ଭାଇରାଲ ହେଲା ଲିଙ୍ଗରାଜ ବେଢାର ଫଟୋ

The Sakala Picture
Published On

ଭୁବନେଶ୍ବର: ପୁଣି ଭାଇରାଲ ହେଲା ଲିଙ୍ଗରାଜ ମନ୍ଦିର ବେଢା । କଡା ସୁରକ୍ଷା ସତ୍ତ୍ୱେ ମନ୍ଦିର ବେଢାର ଫଟୋ ଭାଇରାଲ ହୋଇଛି । ବଲିଉଡ ଅଭିନେତ୍ରୀ ସୁସ୍ମିତା ସେନ ଭୁବନେଶ୍ୱରରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଆସିଥିଲେ । ଏହି ସମୟରେ ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିଥିଲେ । ମହାପ୍ରଭୁଙ୍କ ଦର୍ଶନ କରିବା ସହ ମନ୍ଦିର ବେଢା ଭିତରେ ଫଟୋ ଉଠାଇଥିଲେ । ସୁସ୍ମିତାଙ୍କ ଫଟୋ ଉଠାଇଥିବା ସେବାୟତ ସୋସିଆଲ ମିଡିଆରେ ଏହି ଫଟୋ ସେୟାର କରିଛନ୍ତି । […]

ଭୁବନେଶ୍ବର: ପୁଣି ଭାଇରାଲ ହେଲା ଲିଙ୍ଗରାଜ ମନ୍ଦିର ବେଢା । କଡା ସୁରକ୍ଷା ସତ୍ତ୍ୱେ ମନ୍ଦିର ବେଢାର ଫଟୋ ଭାଇରାଲ ହୋଇଛି । ବଲିଉଡ ଅଭିନେତ୍ରୀ ସୁସ୍ମିତା ସେନ ଭୁବନେଶ୍ୱରରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଆସିଥିଲେ । ଏହି ସମୟରେ ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିଥିଲେ । ମହାପ୍ରଭୁଙ୍କ ଦର୍ଶନ କରିବା ସହ ମନ୍ଦିର ବେଢା ଭିତରେ ଫଟୋ ଉଠାଇଥିଲେ । ସୁସ୍ମିତାଙ୍କ ଫଟୋ ଉଠାଇଥିବା ସେବାୟତ ସୋସିଆଲ ମିଡିଆରେ ଏହି ଫଟୋ ସେୟାର କରିଛନ୍ତି । ତାଙ୍କର ଏହି ଫଟୋ ଏବେ ଭାଇରାଲ ହେବାରେ ଲାଗିଛି । ପୂର୍ବରୁ ଶିଳ୍ପା ସେଟ୍ଟୀଙ୍କ ଫଟୋ ମଧ୍ୟ ଭାଇରାଲ ହୋଇଥିଲା । ଏପରିକି କିଛି ରାଜନେତାଙ୍କ ଫଟୋ ବେଢ଼ା ଭିତରେ ଭାଇରାଲ ହେବା ପରେ ମନ୍ଦିର ସୁରକ୍ଷା ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଥିଲା ।

ଆହୁରି ପଢ଼ନ୍ତୁ: ଗୋଟିଏ ଦିନରେ ଭୁବନେଶ୍ୱରରୁ ଜଣେ ନାବାଳକ ଓ ଦୁଇ ନାବାଳିକା ନିଖୋଜ

03 May 2025 By The Sakala

ପୁଣି ଭାଇରାଲ ହେଲା ଲିଙ୍ଗରାଜ ବେଢାର ଫଟୋ

ଭୁବନେଶ୍ବର: ପୁଣି ଭାଇରାଲ ହେଲା ଲିଙ୍ଗରାଜ ମନ୍ଦିର ବେଢା । କଡା ସୁରକ୍ଷା ସତ୍ତ୍ୱେ ମନ୍ଦିର ବେଢାର ଫଟୋ ଭାଇରାଲ ହୋଇଛି । ବଲିଉଡ ଅଭିନେତ୍ରୀ ସୁସ୍ମିତା ସେନ ଭୁବନେଶ୍ୱରରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଆସିଥିଲେ । ଏହି ସମୟରେ ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିଥିଲେ । ମହାପ୍ରଭୁଙ୍କ ଦର୍ଶନ କରିବା ସହ ମନ୍ଦିର ବେଢା ଭିତରେ ଫଟୋ ଉଠାଇଥିଲେ । ସୁସ୍ମିତାଙ୍କ ଫଟୋ ଉଠାଇଥିବା ସେବାୟତ ସୋସିଆଲ ମିଡିଆରେ ଏହି ଫଟୋ ସେୟାର କରିଛନ୍ତି । ତାଙ୍କର ଏହି ଫଟୋ ଏବେ ଭାଇରାଲ ହେବାରେ ଲାଗିଛି । ପୂର୍ବରୁ ଶିଳ୍ପା ସେଟ୍ଟୀଙ୍କ ଫଟୋ ମଧ୍ୟ ଭାଇରାଲ ହୋଇଥିଲା । ଏପରିକି କିଛି ରାଜନେତାଙ୍କ ଫଟୋ ବେଢ଼ା ଭିତରେ ଭାଇରାଲ ହେବା ପରେ ମନ୍ଦିର ସୁରକ୍ଷା ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଥିଲା ।

https://www.thesakala.in/latest-odisha-news/lingaraj-bedhas-photo-goes-viral-again/article-40337
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର