ଅଗଷ୍ଟ ୨୩ରୁ ଏକକ ପିଜି ପ୍ରବେଶିକା ପରୀକ୍ଷା, ଅକ୍ଟୋବର ୧୫ ସୁଦ୍ଧା ନାମଲେଖା

The Sakala Picture
Published On

ଭୁବନେଶ୍ୱର: ରାଜ୍ୟର ସମସ୍ତ ମହାବିଦ୍ୟାଳୟରେ ଆସନ୍ତା ଅଗଷ୍ଟ ୧୯ ତାରିଖଠାରୁ ସ୍ନାତକ ଶେଷ ସେମିଷ୍ଟାର ପରୀକ୍ଷା ହେବ । ସେପ୍ଟେମ୍ବର ୨୭ ସୁଦ୍ଧା ପରୀକ୍ଷା ଫଳ ପ୍ରକାଶ ପାଇବ । ଆଜି ବିଶ୍ୱବିଦ୍ୟାଳୟର କୁଳପତିଙ୍କ ସହ ବୈଠକ ପରେ ଏନେଇ ସୂଚନା ଦେଇଛନ୍ତି ଉଚ୍ଚ ଶିକ୍ଷାମନ୍ତ୍ରୀ ଅରୁଣ ସାହୁ । । ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟରେ ନାମ ଲେଖାଇବା ପାଇଁ ୨୦୨୧-୨୨ ଶିକ୍ଷାବର୍ଷରେ ଅଗଷ୍ଟ ୨୧ ତାରିଖ ଠାରୁ ପ୍ରବେଶିକା ପରୀକ୍ଷାର ଆୟୋଜନ କରାଯିବ । ଏହା […]

ଭୁବନେଶ୍ୱର: ରାଜ୍ୟର ସମସ୍ତ ମହାବିଦ୍ୟାଳୟରେ ଆସନ୍ତା ଅଗଷ୍ଟ ୧୯ ତାରିଖଠାରୁ ସ୍ନାତକ ଶେଷ ସେମିଷ୍ଟାର ପରୀକ୍ଷା ହେବ । ସେପ୍ଟେମ୍ବର ୨୭ ସୁଦ୍ଧା ପରୀକ୍ଷା ଫଳ ପ୍ରକାଶ ପାଇବ । ଆଜି ବିଶ୍ୱବିଦ୍ୟାଳୟର କୁଳପତିଙ୍କ ସହ ବୈଠକ ପରେ ଏନେଇ ସୂଚନା ଦେଇଛନ୍ତି ଉଚ୍ଚ ଶିକ୍ଷାମନ୍ତ୍ରୀ ଅରୁଣ ସାହୁ । ।

ଆହୁରି ପଢ଼ନ୍ତୁ: ମହାରାଷ୍ଟ୍ରର ରଘୁବୀର ଘାଟରେ ପୁଣି ଭୂସ୍ଖଳନ: ରତ୍ନଗିରି-ସାତାରା ରାସ୍ତା ବନ୍ଦ, ଫସିଲା ଯାତ୍ରୀବାହୀ ବସ୍

ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟରେ ନାମ ଲେଖାଇବା ପାଇଁ ୨୦୨୧-୨୨ ଶିକ୍ଷାବର୍ଷରେ ଅଗଷ୍ଟ ୨୧ ତାରିଖ ଠାରୁ ପ୍ରବେଶିକା ପରୀକ୍ଷାର ଆୟୋଜନ କରାଯିବ । ଏହା ସେପ୍ଟେମ୍ବର ୧ ତାରିଖ ଯାଏଁ ଜାରି ରହିବ । ସେହିପରି ଅକ୍ଟୋବର ୧୫ ତାରିଖ ସୁଦ୍ଧା ସ୍ନାତକୋତ୍ତର ପ୍ରଥମ ସେମିଷ୍ଟାର ପାଇଁ ନାମଲେଖା ଶେଷ ହେବ ।

ଆହୁରି ପଢ଼ନ୍ତୁ: ମିଛ ଗୁଜବ ଶୁଣି ପୁଲିସ ନାକେଦମ୍‌‌; ଶବ ଖୋଜୁଖୋଜୁ ମିଳିଲା ଅଣ୍ଡା

ସ୍ନାତକୋତ୍ତର ଶେଷ ସେମିଷ୍ଟାର ପିଲାମାନଙ୍କର ପରୀକ୍ଷା ଅଗଷ୍ଟ ୩୧ ସୁଦ୍ଧା ଶେଷ କରାଯିବାକୁ ଲକ୍ଷ୍ୟ ରଖାଯାଇଛି । ଏହି ପିଲାମାନଙ୍କର ପରୀକ୍ଷା ଫଳ ସେପ୍ଟେମ୍ବର ୨୦ ସୁଦ୍ଧା ପ୍ରକାଶ ପାଇବ ।

ଆହୁରି ପଢ଼ନ୍ତୁ: ଲଘୁଚାପ ପ୍ରଭାବରେ ଭିଜିବ ଓଡ଼ିଶା: ମୟୂରଭଞ୍ଜ ପାଇଁ ରେଡ୍ ଆଲର୍ଟ, ଶୁକ୍ରବାର ଯାଏଁ ପ୍ରବଳ ବର୍ଷା ସମ୍ଭାବନା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର