କରୋନା ମୃତ୍ୟୁରେ ଲାଗୁନି ବ୍ରେକ, ରାଜ୍ଯରେ ମହାମାରୀ କରୋନା ନେଲା ଆଉ ୬୭ ଜଣଙ୍କ ଜୀବନ

The Sakala Picture
Published On

ଭୁବନେଶ୍ଵର: ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ଦିନକୁ ଦିନ ତଳମୁହାଁ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନାହିଁ ବ୍ରେକ । ଗତ ୨୪ ଘଣ୍ଟା ମଧ୍ୟରେ କରୋନାରେ ଆଉ ୬୭ ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୫୧୨ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ […]

ଭୁବନେଶ୍ଵର: ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ଦିନକୁ ଦିନ ତଳମୁହାଁ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନାହିଁ ବ୍ରେକ । ଗତ ୨୪ ଘଣ୍ଟା ମଧ୍ୟରେ କରୋନାରେ ଆଉ ୬୭ ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୫୧୨ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଆହୁରି ପଢ଼ନ୍ତୁ: ବାଲେଶ୍ୱରରେ ପୋଲିସ ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଲୋକେଶ ଆହତ

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୬୭ ହଜାର ୫୪୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୮ ହଜାର ୯୧୪ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୪୩ ହଜାର ୦୬୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହା ସହ କରୋନା ଯୋଗୁଁ ୫୫୧୨ ଜଣଙ୍କର ମୃତ୍ୟୁ ହୋଇଛି ।

ଆହୁରି ପଢ଼ନ୍ତୁ: ଗୁରୁ ଦିବସରେ ଗାନ୍ଧିମାର୍ଗରେ ସ୍କୁଲ ଓ କଲେଜ ଶିକ୍ଷକଙ୍କ ବିକ୍ଷୋଭ, ଗ୍ରାଣ୍ଟ-ଇନ୍-ଏଡ୍ ସମେତ ବିଭିନ୍ନ ଦାବି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର