ପୋଲିସ ଏନକାଉଣ୍ଟରରେ ହାଇଦରର ମୃତ୍ୟୁ ପରେ କେନ୍ଦ୍ରାପଡା ସହରରେ ୧୪୪ ଧାରା ଲାଗୁ, ୩୦ ତାରିଖ ପର୍ଯ୍ୟନ୍ତ କଟକଣା ବଳବତ୍ତର

The Sakala Picture
Published On

କେନ୍ଦ୍ରାପଡା : ପୋଲିସ ଏନକାଉଣ୍ଟରରେ ଗ୍ୟାଙ୍ଗଷ୍ଟାର ହାଇଦରର ମୃତ୍ୟୁ ପରେ ଆଇନ ଶୃଙ୍ଖଳାକୁ ଦୃଷ୍ଟିରେ ରଖି କେନ୍ଦ୍ରାପଡା ସହରରେ ୧୪୪ ଧାରା ଲାଗୁ କରାଯାଇଛି । ୪ଟି ପଞାୟତ ରେ ମଧ୍ୟ ୧୪୪ ଧାରା ଜାରି କରିଛି ପ୍ରଶାସନ । କୌଣସି ପ୍ରକାର ଶାନ୍ତି ଭଙ୍ଗ ଓ ସାମ୍ପ୍ରଦାୟିକ ଗଣ୍ଡଗୋଳକୁ ଆଶଙ୍କା କରି କେନ୍ଦ୍ରାପଡ଼ାରେ ୧୪୪ ଧାରା ଜାରି କରିଛି ଜିଲ୍ଲା ପ୍ରଶାସନ । ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଦିନ ୧୧ଟା ଯାଏ ୧୪୪(୨) ଧାରା […]

କେନ୍ଦ୍ରାପଡା : ପୋଲିସ ଏନକାଉଣ୍ଟରରେ ଗ୍ୟାଙ୍ଗଷ୍ଟାର ହାଇଦରର ମୃତ୍ୟୁ ପରେ ଆଇନ ଶୃଙ୍ଖଳାକୁ ଦୃଷ୍ଟିରେ ରଖି କେନ୍ଦ୍ରାପଡା ସହରରେ ୧୪୪ ଧାରା ଲାଗୁ କରାଯାଇଛି । ୪ଟି ପଞାୟତ ରେ ମଧ୍ୟ ୧୪୪ ଧାରା ଜାରି କରିଛି ପ୍ରଶାସନ । କୌଣସି ପ୍ରକାର ଶାନ୍ତି ଭଙ୍ଗ ଓ ସାମ୍ପ୍ରଦାୟିକ ଗଣ୍ଡଗୋଳକୁ ଆଶଙ୍କା କରି କେନ୍ଦ୍ରାପଡ଼ାରେ ୧୪୪ ଧାରା ଜାରି କରିଛି ଜିଲ୍ଲା ପ୍ରଶାସନ । ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଦିନ ୧୧ଟା ଯାଏ ୧୪୪(୨) ଧାରା ଜାରି ରହିବ । କେନ୍ଦ୍ରାପଡ଼ା ମ୍ୟୁନିସିପାଲିଟି ସମେତ ବାରିମୂଳ, କପାଳେଶ୍ୱର, ଗୁଲନଗର, ଜାମଧର ପଞ୍ଚାୟତ ଅଞ୍ଚଳରେ କଡ଼ା କଟକଣା ଜାରି ହୋଇଛି ।

ଆହୁରି ପଢ଼ନ୍ତୁ: କୋଷ୍ଟାଲ ହାଇଓ୍ବେକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଲା ବିଜେଡ଼ି; 'ଏ ପ୍ରକଳ୍ପ ପର୍ଯ୍ୟଟନ ବିକାଶରେ ସହାୟକ ହେବ ନାହିଁ'

୨୪ ତାରିଖ ରାତି ୧୧ଟାରୁ ୩୦ ତାରିଖ ଦିନ ୧୧ଟା ପର୍ଯ୍ୟନ୍ତ ସପ୍ତାହ ବ୍ୟାପି ବଳବତର ରହିବ । ସକାଳ ୭ ରୁ ଦିନ ୧୧ ଯାଏ ଦୋକାନ ବଜାର ଖୋଲା ରହିବ । ଦିନ ୧୧ଟା ପରେ ଗାଡି ଚଳାଚଳ ଉପରେ କଟକଣା ରହିବ । ସେହିପରି ଧାରା ବଳବତ୍ତର ରହିବା ସମୟରେ ୫ରୁ ଅଧିକ ଲୋକ ଏକାଠି ହୋଇପାରିବେ ନାହିଁ । ଏନେଇ ପ୍ରେସ ବିଜ୍ଞପ୍ତି ମାଧ୍ୟମରେ କେନ୍ଦ୍ରାପଡା

ଆହୁରି ପଢ଼ନ୍ତୁ: ପୁରୀ କୃଷ୍ଣପ୍ରସାଦରେ ଅଭାବନୀୟ ଘଟଣା: ବଜ୍ରାଘାତରେ ୯ ଗାଈ ମୃତ, ୧୧ ଆହତ

25 Jul 2021 By The Sakala

ପୋଲିସ ଏନକାଉଣ୍ଟରରେ ହାଇଦରର ମୃତ୍ୟୁ ପରେ କେନ୍ଦ୍ରାପଡା ସହରରେ ୧୪୪ ଧାରା ଲାଗୁ, ୩୦ ତାରିଖ ପର୍ଯ୍ୟନ୍ତ କଟକଣା ବଳବତ୍ତର

କେନ୍ଦ୍ରାପଡା : ପୋଲିସ ଏନକାଉଣ୍ଟରରେ ଗ୍ୟାଙ୍ଗଷ୍ଟାର ହାଇଦରର ମୃତ୍ୟୁ ପରେ ଆଇନ ଶୃଙ୍ଖଳାକୁ ଦୃଷ୍ଟିରେ ରଖି କେନ୍ଦ୍ରାପଡା ସହରରେ ୧୪୪ ଧାରା ଲାଗୁ କରାଯାଇଛି । ୪ଟି ପଞାୟତ ରେ ମଧ୍ୟ ୧୪୪ ଧାରା ଜାରି କରିଛି ପ୍ରଶାସନ । କୌଣସି ପ୍ରକାର ଶାନ୍ତି ଭଙ୍ଗ ଓ ସାମ୍ପ୍ରଦାୟିକ ଗଣ୍ଡଗୋଳକୁ ଆଶଙ୍କା କରି କେନ୍ଦ୍ରାପଡ଼ାରେ ୧୪୪ ଧାରା ଜାରି କରିଛି ଜିଲ୍ଲା ପ୍ରଶାସନ । ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଦିନ ୧୧ଟା ଯାଏ ୧୪୪(୨) ଧାରା ଜାରି ରହିବ । କେନ୍ଦ୍ରାପଡ଼ା ମ୍ୟୁନିସିପାଲିଟି ସମେତ ବାରିମୂଳ, କପାଳେଶ୍ୱର, ଗୁଲନଗର, ଜାମଧର ପଞ୍ଚାୟତ ଅଞ୍ଚଳରେ କଡ଼ା କଟକଣା ଜାରି ହୋଇଛି ।

୨୪ ତାରିଖ ରାତି ୧୧ଟାରୁ ୩୦ ତାରିଖ ଦିନ ୧୧ଟା ପର୍ଯ୍ୟନ୍ତ ସପ୍ତାହ ବ୍ୟାପି ବଳବତର ରହିବ । ସକାଳ ୭ ରୁ ଦିନ ୧୧ ଯାଏ ଦୋକାନ ବଜାର ଖୋଲା ରହିବ । ଦିନ ୧୧ଟା ପରେ ଗାଡି ଚଳାଚଳ ଉପରେ କଟକଣା ରହିବ । ସେହିପରି ଧାରା ବଳବତ୍ତର ରହିବା ସମୟରେ ୫ରୁ ଅଧିକ ଲୋକ ଏକାଠି ହୋଇପାରିବେ ନାହିଁ । ଏନେଇ ପ୍ରେସ ବିଜ୍ଞପ୍ତି ମାଧ୍ୟମରେ କେନ୍ଦ୍ରାପଡା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର