ମେ’ ୨୭ ନୁହେଁ, ୨୬ରେ ମିଳିବ ସାବିତ୍ରୀ ଅମାବାସ୍ୟା ଛୁଟି

The Sakala Picture
Published On

ଭୁବନେଶ୍ୱର: ମେ’ ୨୭ ନୁହେଁ ବରଂ ମେ’ ୨୬ରେ ମିଳିବ ସାବିତ୍ରୀ ଅମାବାସ୍ୟା ଛୁଟି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟିକୁ ମେ’ ୨୭ ତାରିଖ ପରିବର୍ତ୍ତେ ମେ ୨୬ ତାରିଖରେ କରିବା ପାଇଁ ଘୋଷଣା କରିଛନ୍ତି। ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ସୂଚନା ଯୋଗ୍ୟ ଯେ, ଚଳିତ ବର୍ଷ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟି ମେ’ ମାସ ୨୭ ତାରିଖକୁ ସ୍ଥିରୀକୃତ ହୋଇଥିଲା। […]

ଭୁବନେଶ୍ୱର: ମେ’ ୨୭ ନୁହେଁ ବରଂ ମେ’ ୨୬ରେ ମିଳିବ ସାବିତ୍ରୀ ଅମାବାସ୍ୟା ଛୁଟି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟିକୁ ମେ’ ୨୭ ତାରିଖ ପରିବର୍ତ୍ତେ ମେ ୨୬ ତାରିଖରେ କରିବା ପାଇଁ ଘୋଷଣା କରିଛନ୍ତି। ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ଆହୁରି ପଢ଼ନ୍ତୁ: ଶିକ୍ଷକଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା

ସୂଚନା ଯୋଗ୍ୟ ଯେ, ଚଳିତ ବର୍ଷ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟି ମେ’ ମାସ ୨୭ ତାରିଖକୁ ସ୍ଥିରୀକୃତ ହୋଇଥିଲା। ତେବେ ପୁରୀ ମୁକ୍ତି ମଣ୍ଡପ ସହିତ ଅନ୍ୟାନ୍ୟ ଧାର୍ମିକ ଅନୁଷ୍ଠାନ ଓ ପଞ୍ଜିକା ଗଣନକାରୀ ଅନୁଷ୍ଠାନମାନଙ୍କ ସହିତ ଯୋଗାଯୋଗ ପରେ ଏହା ଜଣାଯାଇଛି ଯେ, ୨୬ ତାରିଖରେ ହିଁ ସାବିତ୍ରୀ ଅମାବାସ୍ୟା ପାଳନ କରାଯିବ। ତେଣୁ ଛୁଟି ତାରିଖକୁ ପରିବର୍ତ୍ତନ କରାଗଲା। ୨୭ ତାରିଖରେ ରାଜ୍ୟ ସରକାରଙ୍କ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ଅନୁଷ୍ଠାନ ଖୋଲା ରହିବ।

ଆହୁରି ପଢ଼ନ୍ତୁ: ରାତିଅଧରେ ଜଟଣୀରେ ବିଭତ୍ସ ହତ୍ୟାକାଣ୍ଡ: ଘରେ ପଶି ବୃଦ୍ଧାଙ୍କୁ ନିର୍ମମ ହତ୍ୟା କଲେ ଦୁର୍ବୁତ୍ତ

23 May 2025 By The Sakala

ମେ’ ୨୭ ନୁହେଁ, ୨୬ରେ ମିଳିବ ସାବିତ୍ରୀ ଅମାବାସ୍ୟା ଛୁଟି

ଭୁବନେଶ୍ୱର: ମେ’ ୨୭ ନୁହେଁ ବରଂ ମେ’ ୨୬ରେ ମିଳିବ ସାବିତ୍ରୀ ଅମାବାସ୍ୟା ଛୁଟି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟିକୁ ମେ’ ୨୭ ତାରିଖ ପରିବର୍ତ୍ତେ ମେ ୨୬ ତାରିଖରେ କରିବା ପାଇଁ ଘୋଷଣା କରିଛନ୍ତି। ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ସୂଚନା ଯୋଗ୍ୟ ଯେ, ଚଳିତ ବର୍ଷ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟି ମେ’ ମାସ ୨୭ ତାରିଖକୁ ସ୍ଥିରୀକୃତ ହୋଇଥିଲା। ତେବେ ପୁରୀ ମୁକ୍ତି ମଣ୍ଡପ ସହିତ ଅନ୍ୟାନ୍ୟ ଧାର୍ମିକ ଅନୁଷ୍ଠାନ ଓ ପଞ୍ଜିକା ଗଣନକାରୀ ଅନୁଷ୍ଠାନମାନଙ୍କ ସହିତ ଯୋଗାଯୋଗ ପରେ ଏହା ଜଣାଯାଇଛି ଯେ, ୨୬ ତାରିଖରେ ହିଁ ସାବିତ୍ରୀ ଅମାବାସ୍ୟା ପାଳନ କରାଯିବ। ତେଣୁ ଛୁଟି ତାରିଖକୁ ପରିବର୍ତ୍ତନ କରାଗଲା। ୨୭ ତାରିଖରେ ରାଜ୍ୟ ସରକାରଙ୍କ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ଅନୁଷ୍ଠାନ ଖୋଲା ରହିବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର