ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ରଥଯାତ୍ରା ପାଇଁ ବଢ଼ିଲା ସ୍ୱାସ୍ଥ୍ୟ ବିଭାଗର ଚିନ୍ତା….

The Sakala Picture
Published On

ଭୁବନେଶ୍ବର: ରାଜ୍ୟରେ କୋଭିଡ ରୋଗୀଙ୍କ ସଂଖ୍ୟା ବଢିଥିବା ବେଳେ ରଥଯାତ୍ରା ପାଇଁ ବଢ଼ିଲା ସ୍ୱାସ୍ଥ୍ୟ ବିଭାଗର ଚିନ୍ତା। ରଥଯାତ୍ରା ପାଇଁ ଆସନ୍ତାକାଲି କିମ୍ବା ଦୁଇଦିନ ମଧ୍ୟରେ ହେବ ସମୀକ୍ଷା। ସମୀକ୍ଷା ପରେ ନିଆଯାଇପାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି। ନିଷ୍ପତ୍ତିକୁ ରାଜ୍ୟ ଅଥରିଟିଙ୍କ ପାଖରେ ଉପସ୍ଥାପନ କରାଯିବ। ରାଜ୍ୟବାସୀଙ୍କୁ ସତର୍କ ରହିବାକୁ ଆହ୍ୱାନ ଦେଲା ସ୍ୱାସ୍ଥ୍ୟ ବିଭାଗ। ଷ୍ଟାଣ୍ଡର୍ଡ ପ୍ରୋଟୋକୋଲ ମାନିବାକୁ ପରାମର୍ଶ ଜାରି ହୋଇଛି। ଲୋକଙ୍କୁ ଗହଳିକୁ ନ ଯିବାକୁ ପରାମର୍ଶ ଦିଆଯାଇଛି। ଏଥିସହ ହାତ ଧୋଇବା, ଗ୍ଲୋବସ […]

ଭୁବନେଶ୍ବର: ରାଜ୍ୟରେ କୋଭିଡ ରୋଗୀଙ୍କ ସଂଖ୍ୟା ବଢିଥିବା ବେଳେ ରଥଯାତ୍ରା ପାଇଁ ବଢ଼ିଲା ସ୍ୱାସ୍ଥ୍ୟ ବିଭାଗର ଚିନ୍ତା। ରଥଯାତ୍ରା ପାଇଁ ଆସନ୍ତାକାଲି କିମ୍ବା ଦୁଇଦିନ ମଧ୍ୟରେ ହେବ ସମୀକ୍ଷା। ସମୀକ୍ଷା ପରେ ନିଆଯାଇପାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି। ନିଷ୍ପତ୍ତିକୁ ରାଜ୍ୟ ଅଥରିଟିଙ୍କ ପାଖରେ ଉପସ୍ଥାପନ କରାଯିବ। ରାଜ୍ୟବାସୀଙ୍କୁ ସତର୍କ ରହିବାକୁ ଆହ୍ୱାନ ଦେଲା ସ୍ୱାସ୍ଥ୍ୟ ବିଭାଗ। ଷ୍ଟାଣ୍ଡର୍ଡ ପ୍ରୋଟୋକୋଲ ମାନିବାକୁ ପରାମର୍ଶ ଜାରି ହୋଇଛି। ଲୋକଙ୍କୁ ଗହଳିକୁ ନ ଯିବାକୁ ପରାମର୍ଶ ଦିଆଯାଇଛି। ଏଥିସହ ହାତ ଧୋଇବା, ଗ୍ଲୋବସ ପିନ୍ଧିବା ଓ ମାସ୍କ ବ୍ୟବହାର କରିବାକୁ ପରାମର୍ଶ ଦେଇଛି ସ୍ୱାସ୍ଥ୍ୟ ବିଭାଗ।

ଆହୁରି ପଢ଼ନ୍ତୁ: ଡ୍ରପଆଉଟ୍‌ ପାଇଁ ଓଡ଼ିଶାରେ ବଢ଼ୁଛି ବାଲ୍ୟ ବିବାହ; ସାମାଜିକ ବିଧି ବ୍ୟବସ୍ଥା ଅନ୍ୟତମ ପ୍ରମୁଖ କାରଣ

ସେପଟେ କୋଭିଡ ରୋଗୀଙ୍କ ସଂଖ୍ୟା ବଢିବାରେ ଲାଗିଛି। ଆବଶ୍ୟକତା ଅନୁଯାୟୀ ସବୁ ଜିଲ୍ଲାକୁ ଟେଷ୍ଟିଙ୍ଗ କିଟ ଯୋଗାଇ ଦିଆଯାଇଛି। ଜିଲ୍ଲା ସିଡିଏମଓ ମାନେ ଦାୟିତ୍ୱରେ ଅଛନ୍ତି। ଓଡ଼ିଶାକୁ ବହୁତ ଟେଷ୍ଟିଙ୍ଗ କିଟ ଆସିଛି ବୋଲି ସୂଚନା ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦୋେଶକ।

ଆହୁରି ପଢ଼ନ୍ତୁ: ଏପ୍ରିଲ ପହିଲାରୁ ଓଡ଼ିଶାରେ ଆରମ୍ଭ ହେବ SIR ପ୍ରକ୍ରିୟା, ୯୦% ମ୍ୟାପିଂ କରାସରିଛି କହିଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

02 Jun 2025 By The Sakala

ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ରଥଯାତ୍ରା ପାଇଁ ବଢ଼ିଲା ସ୍ୱାସ୍ଥ୍ୟ ବିଭାଗର ଚିନ୍ତା….

ଭୁବନେଶ୍ବର: ରାଜ୍ୟରେ କୋଭିଡ ରୋଗୀଙ୍କ ସଂଖ୍ୟା ବଢିଥିବା ବେଳେ ରଥଯାତ୍ରା ପାଇଁ ବଢ଼ିଲା ସ୍ୱାସ୍ଥ୍ୟ ବିଭାଗର ଚିନ୍ତା। ରଥଯାତ୍ରା ପାଇଁ ଆସନ୍ତାକାଲି କିମ୍ବା ଦୁଇଦିନ ମଧ୍ୟରେ ହେବ ସମୀକ୍ଷା। ସମୀକ୍ଷା ପରେ ନିଆଯାଇପାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି। ନିଷ୍ପତ୍ତିକୁ ରାଜ୍ୟ ଅଥରିଟିଙ୍କ ପାଖରେ ଉପସ୍ଥାପନ କରାଯିବ। ରାଜ୍ୟବାସୀଙ୍କୁ ସତର୍କ ରହିବାକୁ ଆହ୍ୱାନ ଦେଲା ସ୍ୱାସ୍ଥ୍ୟ ବିଭାଗ। ଷ୍ଟାଣ୍ଡର୍ଡ ପ୍ରୋଟୋକୋଲ ମାନିବାକୁ ପରାମର୍ଶ ଜାରି ହୋଇଛି। ଲୋକଙ୍କୁ ଗହଳିକୁ ନ ଯିବାକୁ ପରାମର୍ଶ ଦିଆଯାଇଛି। ଏଥିସହ ହାତ ଧୋଇବା, ଗ୍ଲୋବସ ପିନ୍ଧିବା ଓ ମାସ୍କ ବ୍ୟବହାର କରିବାକୁ ପରାମର୍ଶ ଦେଇଛି ସ୍ୱାସ୍ଥ୍ୟ ବିଭାଗ।

ସେପଟେ କୋଭିଡ ରୋଗୀଙ୍କ ସଂଖ୍ୟା ବଢିବାରେ ଲାଗିଛି। ଆବଶ୍ୟକତା ଅନୁଯାୟୀ ସବୁ ଜିଲ୍ଲାକୁ ଟେଷ୍ଟିଙ୍ଗ କିଟ ଯୋଗାଇ ଦିଆଯାଇଛି। ଜିଲ୍ଲା ସିଡିଏମଓ ମାନେ ଦାୟିତ୍ୱରେ ଅଛନ୍ତି। ଓଡ଼ିଶାକୁ ବହୁତ ଟେଷ୍ଟିଙ୍ଗ କିଟ ଆସିଛି ବୋଲି ସୂଚନା ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦୋେଶକ।

https://www.thesakala.in/latest-odisha-news/health-department-is-concerned-about-the-rath-yatra-due-to-covid/article-40933
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର