ଜୁନ୍ ୨୦ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

The Sakala Picture
Published On

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜୁନ୍ ୧୨ ନୁହେଁ, ବରଂ୨୦ ତାରିଖରେ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ଓଡ଼ିଶାରେ ବିଜେପି ସରକାରଙ୍କ ପ୍ରଥମ ବାର୍ଷିକୀ ପାଳନ ଉତ୍ସବରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜୁନ୍ ୨୦ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ। ପ୍ରଧାନମନ୍ତ୍ରୀ ମୋଦୀଙ୍କ ଗସ୍ତ କାର୍ଯ୍ୟକ୍ରମ ଏବଂ ତାଙ୍କ ଗସ୍ତ ସମୟରେ ଘୋଷଣା ସମ୍ପର୍କରେ ଅଧିକ […]

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜୁନ୍ ୧୨ ନୁହେଁ, ବରଂ୨୦ ତାରିଖରେ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ଓଡ଼ିଶାରେ ବିଜେପି ସରକାରଙ୍କ ପ୍ରଥମ ବାର୍ଷିକୀ ପାଳନ ଉତ୍ସବରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜୁନ୍ ୨୦ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ। ପ୍ରଧାନମନ୍ତ୍ରୀ ମୋଦୀଙ୍କ ଗସ୍ତ କାର୍ଯ୍ୟକ୍ରମ ଏବଂ ତାଙ୍କ ଗସ୍ତ ସମୟରେ ଘୋଷଣା ସମ୍ପର୍କରେ ଅଧିକ ବିବରଣୀକୁ ଅପେକ୍ଷା କରାଯାଇଛି।

ଆହୁରି ପଢ଼ନ୍ତୁ: ରାଜ୍ୟରେ ଆସନ୍ତା ୨୫ ପର୍ଯ୍ୟନ୍ତ ପ୍ରବଳ ତାତି ଓ ଗୁଳୁଗୁଳି, କାଁ ଭାଁ କାଳବୈଶାଖୀ କମାଇପାରିବନି ତାତି

07 Jun 2025 By The Sakala

ଜୁନ୍ ୨୦ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜୁନ୍ ୧୨ ନୁହେଁ, ବରଂ୨୦ ତାରିଖରେ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ଓଡ଼ିଶାରେ ବିଜେପି ସରକାରଙ୍କ ପ୍ରଥମ ବାର୍ଷିକୀ ପାଳନ ଉତ୍ସବରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜୁନ୍ ୨୦ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ। ପ୍ରଧାନମନ୍ତ୍ରୀ ମୋଦୀଙ୍କ ଗସ୍ତ କାର୍ଯ୍ୟକ୍ରମ ଏବଂ ତାଙ୍କ ଗସ୍ତ ସମୟରେ ଘୋଷଣା ସମ୍ପର୍କରେ ଅଧିକ ବିବରଣୀକୁ ଅପେକ୍ଷା କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର