ସ୍ନାନପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ସେବାୟତଙ୍କୁ ହତ୍ୟା…

The Sakala Picture
Published On

ପୁରୀ: ମହାପ୍ରଭୁଙ୍କ ସ୍ନାନଯାତ୍ରା ବଚାଲିଥିବା ବେଳେ ପୁରୀରେ ଜଣେ ବରିଷ୍ଠ ସେବାୟତଙ୍କୁ ହତ୍ୟା କରାଯାଇଛି। ଗୁଡ଼ିଆସାହିରେ ଏହି ହତ୍ୟାକାଣ୍ଡ ଘଟିଛି। ହତ୍ୟାକାଣ୍ଡର ଶିକାର ହୋଇଛନ୍ତି ଜଗନ୍ନାଥ ଦୀକ୍ଷିତ (୮୩)। ସୂଚନା ଅନୁଯାୟୀ, ଟାଉନ୍‌ ଥାନା ଅଧୀନ ଗୁଡ଼ିଆସାହିରେ ମହାପ୍ରଭୁଙ୍କ ବରିଷ୍ଠ ସେବାୟତ ଜଗନ୍ନାଥ ଦୀକ୍ଷିତ ରୁହନ୍ତି। ଆଜି ସ୍ନାନଯାତ୍ରା ଥିବାରୁ ପରିବାର ଲୋକେ ଅପରାହ୍ଣ ଘରେ ନଥିବା ବେଳେ ଜଗନ୍ନାଥ ଦୀକ୍ଷିତ ଏକାକୀ ଥିଲେ। ଏହି ସମୟରେ ପଡ଼ୋଶୀ ନାରାୟଣ ପାଟ୍ଟଯୋଶୀ ଆସିଥିଲେ। ସେ ଟଙ୍କା ନେଣଦେଣକୁ […]

ପୁରୀ: ମହାପ୍ରଭୁଙ୍କ ସ୍ନାନଯାତ୍ରା ବଚାଲିଥିବା ବେଳେ ପୁରୀରେ ଜଣେ ବରିଷ୍ଠ ସେବାୟତଙ୍କୁ ହତ୍ୟା କରାଯାଇଛି। ଗୁଡ଼ିଆସାହିରେ ଏହି ହତ୍ୟାକାଣ୍ଡ ଘଟିଛି। ହତ୍ୟାକାଣ୍ଡର ଶିକାର ହୋଇଛନ୍ତି ଜଗନ୍ନାଥ ଦୀକ୍ଷିତ (୮୩)।

ଆହୁରି ପଢ଼ନ୍ତୁ: ଓଡ଼ିଶା ଉପକୂଳ ସୁରକ୍ଷା ପାଇଁ ବଡ଼ ରୋଡମ୍ୟାପ୍: ଦେଶର ଶ୍ରେଷ୍ଠ ମେରାଇନ୍ ପୋଲିସ ହେବାକୁ ଡିଜିପିଙ୍କ ଲକ୍ଷ୍ୟ

ସୂଚନା ଅନୁଯାୟୀ, ଟାଉନ୍‌ ଥାନା ଅଧୀନ ଗୁଡ଼ିଆସାହିରେ ମହାପ୍ରଭୁଙ୍କ ବରିଷ୍ଠ ସେବାୟତ ଜଗନ୍ନାଥ ଦୀକ୍ଷିତ ରୁହନ୍ତି। ଆଜି ସ୍ନାନଯାତ୍ରା ଥିବାରୁ ପରିବାର ଲୋକେ ଅପରାହ୍ଣ ଘରେ ନଥିବା ବେଳେ ଜଗନ୍ନାଥ ଦୀକ୍ଷିତ ଏକାକୀ ଥିଲେ। ଏହି ସମୟରେ ପଡ଼ୋଶୀ ନାରାୟଣ ପାଟ୍ଟଯୋଶୀ ଆସିଥିଲେ। ସେ ଟଙ୍କା ନେଣଦେଣକୁ ନେଇ ଜଗନ୍ନାଥ ଦୀକ୍ଷିତଙ୍କ ସହିତ ଯୁକ୍ତିତର୍କ କରିଥିଲେ। ଆକ୍ରମଣ କରି ହତ୍ୟା କରିଥିଲେ। ହତ୍ୟାକାଣ୍ଡ ପରେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ।

ଆହୁରି ପଢ଼ନ୍ତୁ: ଯୁବତୀଙ୍କୁ ହଷ୍ଟେଲରୁ ନେଇ ହୋଟେଲରେ ଦୁଷ୍କର୍ମ ଅଭଯୋଗ

11 Jun 2025 By The Sakala

ସ୍ନାନପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ସେବାୟତଙ୍କୁ ହତ୍ୟା…

ପୁରୀ: ମହାପ୍ରଭୁଙ୍କ ସ୍ନାନଯାତ୍ରା ବଚାଲିଥିବା ବେଳେ ପୁରୀରେ ଜଣେ ବରିଷ୍ଠ ସେବାୟତଙ୍କୁ ହତ୍ୟା କରାଯାଇଛି। ଗୁଡ଼ିଆସାହିରେ ଏହି ହତ୍ୟାକାଣ୍ଡ ଘଟିଛି। ହତ୍ୟାକାଣ୍ଡର ଶିକାର ହୋଇଛନ୍ତି ଜଗନ୍ନାଥ ଦୀକ୍ଷିତ (୮୩)।

ସୂଚନା ଅନୁଯାୟୀ, ଟାଉନ୍‌ ଥାନା ଅଧୀନ ଗୁଡ଼ିଆସାହିରେ ମହାପ୍ରଭୁଙ୍କ ବରିଷ୍ଠ ସେବାୟତ ଜଗନ୍ନାଥ ଦୀକ୍ଷିତ ରୁହନ୍ତି। ଆଜି ସ୍ନାନଯାତ୍ରା ଥିବାରୁ ପରିବାର ଲୋକେ ଅପରାହ୍ଣ ଘରେ ନଥିବା ବେଳେ ଜଗନ୍ନାଥ ଦୀକ୍ଷିତ ଏକାକୀ ଥିଲେ। ଏହି ସମୟରେ ପଡ଼ୋଶୀ ନାରାୟଣ ପାଟ୍ଟଯୋଶୀ ଆସିଥିଲେ। ସେ ଟଙ୍କା ନେଣଦେଣକୁ ନେଇ ଜଗନ୍ନାଥ ଦୀକ୍ଷିତଙ୍କ ସହିତ ଯୁକ୍ତିତର୍କ କରିଥିଲେ। ଆକ୍ରମଣ କରି ହତ୍ୟା କରିଥିଲେ। ହତ୍ୟାକାଣ୍ଡ ପରେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର