ଗୃହରକ୍ଷୀ ମାନଙ୍କ ଦୈନିକ ଡ୍ୟୁଟି କଲ-ଅପ ଭତ୍ତା ବୃଦ୍ଧି

The Sakala Picture
Published On

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ଗୃହରକ୍ଷୀ ମାନଙ୍କ ଡ୍ୟୁଟି କଲ-ଅପ ଭତ୍ତା ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ ଦୈନିକ ଡ୍ୟୁଟି କଲ-ଅପ ଭତ୍ତା ୬୧୨ ଟଙ୍କାରୁ ୬୨୩ ଟଙ୍କାକୁ ବୃଦ୍ଧି ପାଇଛି। ଏହି ବର୍ଦ୍ଧିତ ଭତ୍ତା ପରିମାଣ ପିଛିଲା ଭାବେ ୨୦୨୫ ଜାନୁଆରୀ ପହିଲାରୁ ଲାଗୁହେବ

13 Jun 2025 By The Sakala

ଗୃହରକ୍ଷୀ ମାନଙ୍କ ଦୈନିକ ଡ୍ୟୁଟି କଲ-ଅପ ଭତ୍ତା ବୃଦ୍ଧି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ଗୃହରକ୍ଷୀ ମାନଙ୍କ ଡ୍ୟୁଟି କଲ-ଅପ ଭତ୍ତା ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ ଦୈନିକ ଡ୍ୟୁଟି କଲ-ଅପ ଭତ୍ତା ୬୧୨ ଟଙ୍କାରୁ ୬୨୩ ଟଙ୍କାକୁ ବୃଦ୍ଧି ପାଇଛି। ଏହି ବର୍ଦ୍ଧିତ ଭତ୍ତା ପରିମାଣ ପିଛିଲା ଭାବେ ୨୦୨୫ ଜାନୁଆରୀ ପହିଲାରୁ ଲାଗୁହେବ
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର