ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୧୬୨୯ ଜଣ କରୋନା ପଜିଟିଭ୍

The Sakala Picture
Published On

ରାଜ୍ୟରେ କରୋନା ସଂକ୍ରମଣର ହାର ଦିନକୁ ଦିନ ଖସିବା ଟ୍ରେଣ୍ଡ୍‌ ଜାରି ରହିଛି ।୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୬୨୯ ଆକ୍ରାନ୍ତ । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୩୯ ଜଣ କ୍ବାରାଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୬୯୦ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୬୯୧୮୫ ଜଣ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ […]

ରାଜ୍ୟରେ କରୋନା ସଂକ୍ରମଣର ହାର ଦିନକୁ ଦିନ ଖସିବା ଟ୍ରେଣ୍ଡ୍‌ ଜାରି ରହିଛି ।୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୬୨୯ ଆକ୍ରାନ୍ତ । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୩୯ ଜଣ କ୍ବାରାଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୬୯୦ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୬୯୧୮୫ ଜଣ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ୨୪ ଘଣ୍ଟାରେ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି ୫୩୨ ସଂକ୍ରମିତ ।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଏଫ୍‌ସିଆଇ ଚାଉଳ ନ ଉଠାଇବା ପ୍ରସଙ୍ଗ: ସରକାରଙ୍କ ଅପାରଗତା ପାଇଁ ଯୋଗାଣ ବ୍ୟବସ୍ଥା ଫେଲ୍‌ ମାରିଛି କହିଲା ବିଜେଡି

ଅନୁଗୁଳରୁ ୪୪ , ବାଲେଶ୍ୱରରୁ ୯୩ , ବରଗଡ଼ ୧୧ , ଭଦ୍ରକ ୭୬ , ବଲାଙ୍ଗୀର ୫ , ବୌଦ୍ଧ ୨ , କଟକ ୧୬୦ , ଦେବଗଡ଼ ୯ , ଢେଙ୍କାନାଳ ୩୯ , ଗଜପତି ୨, ଗଞ୍ଜାମ ୮ , ଜଗତସିଂହପୁର ୬୭ , ଯାଜପୁର ୮୪ , ଝାରସୁଗୁଡ଼ା ୫ , କଳାହାଣ୍ଡି ୫ , କନ୍ଧମାଳ ୧୬ , କେନ୍ଦ୍ରାପଡ଼ା ୪୭ , କେନ୍ଦୁଝର ୨୯ , କୋରାପୁଟ ୪ , ମାଲକାନଗିରି ୫ , ମୟୂରଭଞ୍ଜ ୫୩ , ନବରଙ୍ଗପୁର ୬ , ନୟାଗଡ଼ ୩୮ , ନୂଆପଡ଼ା ୧୦ , ପୁରୀ ୯୬ , ରାୟଗଡ଼ା ୧୨ , ସମ୍ୱଲପୁର ୧୪ , ସୋନପୁର ୨୨ , ସୁନ୍ଦରଗଡ଼ ୨୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ଆକାଶଛୁଆଁ ପିଆଜ ଦର: ଖୁଚୁରା ବଜାରରେ କିଲୋ ପିଛା ୭୦ ଟଙ୍କା ଛୁଇଁଲା ଦାମ୍

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର