ଶିମିଳିପାଳରେ ଅଗ୍ନିକାଣ୍ଡ ଘଟଣା : ସତର୍କ ରହିବା ସହ ପ୍ରତିଷେଧ ମୂଳକ ପଦକ୍ଷେପ ନେବାପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ

The Sakala Picture
Published On

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଶିମିଳିପାଳ ଅଭୟାରଣ୍ୟରେ ଅଗ୍ନିକାଣ୍ଡ ଜନିତ ପରିସ୍ଥିତି ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଶିମିଳିପାଳ କେବଳ ଓଡ଼ିଶା ବା ଭରତର ନୁହେଁ, ଏହା ସମଗ୍ର ବିଶ୍ଵର ଏକ ଅମୂଲ୍ୟ ସମ୍ପଦ । ତେଣୁ ଏହାର ସୁରକ୍ଷା ପାଇଁ ସତର୍କ ରହିବା ସହ ପ୍ରତିଷେଧମୂଳକ ପଦକ୍ଷେପ ଗ୍ରହଣ କରିବା ପାଇଁ ନିର୍ଦେଶ ଦେଇଥିଲେ । ଶିମିଳିପାଳ ଅଭୟାରଣ୍ୟ ପରିସ୍ଥିତି ସମ୍ପର୍କରେ ବୈଠକରେ ସୂଚନା […]

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଶିମିଳିପାଳ ଅଭୟାରଣ୍ୟରେ ଅଗ୍ନିକାଣ୍ଡ ଜନିତ ପରିସ୍ଥିତି ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଶିମିଳିପାଳ କେବଳ ଓଡ଼ିଶା ବା ଭରତର ନୁହେଁ, ଏହା ସମଗ୍ର ବିଶ୍ଵର ଏକ ଅମୂଲ୍ୟ ସମ୍ପଦ । ତେଣୁ ଏହାର ସୁରକ୍ଷା ପାଇଁ ସତର୍କ ରହିବା ସହ ପ୍ରତିଷେଧମୂଳକ ପଦକ୍ଷେପ ଗ୍ରହଣ କରିବା ପାଇଁ ନିର୍ଦେଶ ଦେଇଥିଲେ ।

ଆହୁରି ପଢ଼ନ୍ତୁ: ବସ୍ତାରେ ବିଜେଡିର ଶକ୍ତି ପ୍ରଦର୍ଶନ: ରବୀନ୍ଦ୍ର ଓ ସୁବାସିନୀଙ୍କ ବିନା ତୃଣମୂଳ ସଂଗଠନରେ ପଡ଼ିନି ଫରକ

ଶିମିଳିପାଳ ଅଭୟାରଣ୍ୟ ପରିସ୍ଥିତି ସମ୍ପର୍କରେ ବୈଠକରେ ସୂଚନା ଦେଇ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଓ ଜଙ୍ଗଲ ଓ ପରିବେଶ ବିଭାଗ ଡା. ମୋନା ଶର୍ମା କହିଥିଲେ ଯେ ଶିମିଳିପାଳରେ ଲାଗିଥିବା ନିଆଁ ନିୟନ୍ତ୍ରଣାଧୀନ ଅଛି । ଏଥିରେ କୌଣସି ଜୀବନ ହାନି ଘଟି ନାହିଁ । ନିଆଁ କୁ ନିୟନ୍ତ୍ରଣ କରିବା ପାଇଁ SOP ଜାରି କରା ଯାଇଛି ଏବଂ ବଡ ବଡ ଗଛ ମାନଙ୍କର କିଛି କ୍ଷତି ହୋଇନାହିଁ । PCCF Wildlife ଘଟଣା ସ୍ଥଳରେ ଉପସ୍ଥିତ ଅଛନ୍ତି  ଏବଂ ପରିସ୍ଥିତି ଉପରେ ନଜର ରଖିଛନ୍ତି।  Fire Alert ସମ୍ପର୍କରେ ପ୍ରତି ସନ୍ଧ୍ଯାରେ ରାଜ୍ୟ ସରକାରଙ୍କୁ ଓ ଜିଲ୍ଲାପାଳଙ୍କୁ ଅବଗତ କରିବା ପାଇଁ DFOଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ଡା ମୋନା ଶର୍ମା କହିଛନ୍ତି ।

ଆହୁରି ପଢ଼ନ୍ତୁ: ପୀଡିତା ସମସ୍ତ ପ୍ରମାଣ ଦେଇସାରିଥିଲେ ମଧ୍ୟ ଖଣ୍ଡପଡ଼ା ଏସ୍‌ଡିପିଓ ଗିରଫ ହେଉନାହାନ୍ତି କାହିଁକି: ବିଜେଡି

ଏହି ବୈଠକରେ ମୁଖ୍ୟମନ୍ତ୍ରୀ ସଚିବ 5T ଶ୍ରୀ ଭି. କେ. ପାଣ୍ଡିଆନ , PCCF Wildlife ଏବଂ ଜଙ୍ଗଲ ବିଭାଗର ବରିଷ୍ଠ ପଦାଧିକାରୀ ମାନେ ଉପସ୍ଥିତ ଥିଲେ।

ଆହୁରି ପଢ଼ନ୍ତୁ: ଭିସୁଟରେ ପୁଣି ରାଗିଂ ଅଭିଯୋଗ, ଅଭିଯୁକ୍ତ ୪ ସିନିଅର ଛାତ୍ରଙ୍କୁ ଅର୍ଥଦଣ୍ଡରେ ଦଣ୍ଡିତ କଲା କର୍ତ୍ତୃପକ୍ଷ

03 Mar 2021 By The Sakala

ଶିମିଳିପାଳରେ ଅଗ୍ନିକାଣ୍ଡ ଘଟଣା : ସତର୍କ ରହିବା ସହ ପ୍ରତିଷେଧ ମୂଳକ ପଦକ୍ଷେପ ନେବାପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଶିମିଳିପାଳ ଅଭୟାରଣ୍ୟରେ ଅଗ୍ନିକାଣ୍ଡ ଜନିତ ପରିସ୍ଥିତି ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଶିମିଳିପାଳ କେବଳ ଓଡ଼ିଶା ବା ଭରତର ନୁହେଁ, ଏହା ସମଗ୍ର ବିଶ୍ଵର ଏକ ଅମୂଲ୍ୟ ସମ୍ପଦ । ତେଣୁ ଏହାର ସୁରକ୍ଷା ପାଇଁ ସତର୍କ ରହିବା ସହ ପ୍ରତିଷେଧମୂଳକ ପଦକ୍ଷେପ ଗ୍ରହଣ କରିବା ପାଇଁ ନିର୍ଦେଶ ଦେଇଥିଲେ ।

ଶିମିଳିପାଳ ଅଭୟାରଣ୍ୟ ପରିସ୍ଥିତି ସମ୍ପର୍କରେ ବୈଠକରେ ସୂଚନା ଦେଇ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଓ ଜଙ୍ଗଲ ଓ ପରିବେଶ ବିଭାଗ ଡା. ମୋନା ଶର୍ମା କହିଥିଲେ ଯେ ଶିମିଳିପାଳରେ ଲାଗିଥିବା ନିଆଁ ନିୟନ୍ତ୍ରଣାଧୀନ ଅଛି । ଏଥିରେ କୌଣସି ଜୀବନ ହାନି ଘଟି ନାହିଁ । ନିଆଁ କୁ ନିୟନ୍ତ୍ରଣ କରିବା ପାଇଁ SOP ଜାରି କରା ଯାଇଛି ଏବଂ ବଡ ବଡ ଗଛ ମାନଙ୍କର କିଛି କ୍ଷତି ହୋଇନାହିଁ । PCCF Wildlife ଘଟଣା ସ୍ଥଳରେ ଉପସ୍ଥିତ ଅଛନ୍ତି  ଏବଂ ପରିସ୍ଥିତି ଉପରେ ନଜର ରଖିଛନ୍ତି।  Fire Alert ସମ୍ପର୍କରେ ପ୍ରତି ସନ୍ଧ୍ଯାରେ ରାଜ୍ୟ ସରକାରଙ୍କୁ ଓ ଜିଲ୍ଲାପାଳଙ୍କୁ ଅବଗତ କରିବା ପାଇଁ DFOଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ଡା ମୋନା ଶର୍ମା କହିଛନ୍ତି ।

ଏହି ବୈଠକରେ ମୁଖ୍ୟମନ୍ତ୍ରୀ ସଚିବ 5T ଶ୍ରୀ ଭି. କେ. ପାଣ୍ଡିଆନ , PCCF Wildlife ଏବଂ ଜଙ୍ଗଲ ବିଭାଗର ବରିଷ୍ଠ ପଦାଧିକାରୀ ମାନେ ଉପସ୍ଥିତ ଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର