ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଭାରସାମ୍ଯ ହରାଇ ଗଛରେ ପିଟିହେଲା କାର, ୩ମୃତ

The Sakala Picture
Published On

କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା କେସିଙ୍ଗା ଥାନା ଅନ୍ତର୍ଗତ ଏନଏଚ- ୨୬ ଚାଞ୍ଚି ନିକଟରେ ମଙ୍ଗଳବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ କାର ତାଳ ଗଛରେ ପିଟି ହୋଇ ୩ଜଣଙ୍କର ମୃତ୍ଯୁ ଘଟିଛି। ଘଟଣାସ୍ଥଳରେ ମାଆ ସହ ୨ ଛୁଆଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ, କାରରେ ବଲାଙ୍ଗିର ଅଭିମୁଖେ ଯାଉଥିଲେ ପରିବାର । ଦୁର୍ଘଟଣାରେ ସ୍ୱାମୀ ମଧ୍ୟ ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ କେସିଙ୍ଗା ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା କେସିଙ୍ଗା ଥାନା ଅନ୍ତର୍ଗତ ଏନଏଚ- ୨୬ ଚାଞ୍ଚି ନିକଟରେ ମଙ୍ଗଳବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ କାର ତାଳ ଗଛରେ ପିଟି ହୋଇ ୩ଜଣଙ୍କର ମୃତ୍ଯୁ ଘଟିଛି। ଘଟଣାସ୍ଥଳରେ ମାଆ ସହ ୨ ଛୁଆଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: ପ୍ରଧାନମନ୍ତ୍ରୀ ମୋଦୀଙ୍କ ଓଡ଼ିଶା ଗସ୍ତ: RBI ପ୍ରକଳ୍ପର କରିବେ ଉଦଘାଟନ, ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

ସୂଚନା ଅନୁଯାୟୀ, କାରରେ ବଲାଙ୍ଗିର ଅଭିମୁଖେ ଯାଉଥିଲେ ପରିବାର । ଦୁର୍ଘଟଣାରେ ସ୍ୱାମୀ ମଧ୍ୟ ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ କେସିଙ୍ଗା ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଆହୁରି ପଢ଼ନ୍ତୁ: ରାଜଧାନୀରେ ଲଜ୍ଜା: ଦୁଷ୍କର୍ମ ଅଭିଯୋଗରେ ସମ୍ପର୍କୀୟ ଦାଦାଙ୍କୁ ବାନ୍ଧିଲା ମହିଳା ଥାନା ପୋଲିସ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର